-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଏୟାରଟେଲ ପେମେଣ୍ଟ ବ୍ୟାଙ୍କ୍ କେନ୍ଦ୍ର ଲିଟିସର୍ଗିରେ ଉଦଘାଟିତ

12-Feb-2025



(ଡୋଲେଶ୍ୱର  ବାଗ )
ଦିନକୁ ଦିନ ଲୋକଙ୍କ ସୁବିଧାକୁ ଆହୁରି ସହଜ କରିବା ପାଇଁ ସରକାର ଆଗେଇଥିବା ବେଳେ ବିଭିନ୍ନ କମ୍ପାନୀ ମଧ୍ୟ ସାଧାରଣ ଲୋକଙ୍କୁ ସୁବିଧା ଯୋଗାଇବାରେ ଆଗେଇ ଆସୁଛନ୍ତି।ଯାହାକି ଆଜି ଦେଖିବାକୁ ମିଳିଥିଲା ବୋଡ଼େନ ବ୍ଲକର ଲିଟିସର୍ଗି ଗ୍ରାମରେ ସରପଂଚ ମିନତୀ ନନ୍ଦଙ୍କ ମୁଖ୍ୟ ଅତିଥିରେ ହିତେଶ କମ୍ପ୍ୟୁଟର ସର୍ଭିସ କେନ୍ଦ୍ରରେ ଏୟାରଟେଲ ପ୍ୟାମେଣ୍ଟ ବ୍ୟାଙ୍କିଙ୍ଗ ର ଶୁଭ ଉଦଘାଟନ ସମାରୋହ।ଏହି ଉଦଘାଟନୀ ଉତ୍ସବରେ ଜୋନାଲ ମ୍ୟାନେଜର ହରେକୃଷ୍ଣ ଖମାରୀ,ସି ଡି ଏଚ୍ ତୋଫାନ ସେନାପତି,ସି ଜି ଓ ସାୱନ୍ ପଟ୍ଟନାୟକ, ଜେଡ୍ ଟି ଏମ ଆଶିଷ କୁମାର ପଣ୍ଡା,ସି ଏମ ଏସ ମୁଖ୍ୟ ଅଖିଲେଶ୍ୱର ପଣ୍ଡା,ଜୋନାଲ ଟେରିଟୋରି ମ୍ୟାନେଜର ଦୀପକ ସାହୁ,ହିତେଶ ବାଗ ମଞ୍ଚାସିନ ରହି  ଏୟାରଟେଲ ପେମେଣ୍ଟ ବ୍ୟାଙ୍କ୍ ଦ୍ଵାରା କଣ ସବୁ ସୁବିଧା ଉପଭୋକ୍ତା ପାଇ ପାରିବେ ତାହା ବିସ୍ତୃତ ଭାବରେ ବୁଝାଇଥିଲେ ।ତୁରନ୍ତ ଜମାଖତା ଓ ଏ ଟି ଏମ ଯୋଗାଇ ଦେବାକୁ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like