-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଓଡିଶା ଲୋକକଳା ଉତ୍ସବରେ ସମ୍ମାନିତ

12-Feb-2025



ବଲାଙ୍ଗୀର (ପ୍ରେରଣା ଖବର)- ସୁନ୍ଦରଗଡ ଜିଲ୍ଲା ବଣେଇ ଉପଖଣ୍ଡରେ ଅନୁଷ୍ଠିତ ଓଡିଶା ଲୋକକଳା ଉତ୍ସବ ତିନି ଦିନ ଧରି ମହାଆଡମ୍ବରରେ ହୋଇ ଚାଲିଥିବା ସମୟରେ ବଲାଙ୍ଗିର ର ଜଣାଶୁଣା କଳାକାର ତଥା ସଙ୍ଗୀତ ବିଦ୍ୟାଳୟ 'ପଞ୍ଚମ'ର ଅଧ୍ୟକ୍ଷ ମୁରଲି ପତି ସମ୍ମାନିତ ଅତିଥି ଭାବେ ଯୋଗଦାନ ପୂର୍ବକ ଉତ୍ସାବ କମିଟି ତରଫରୁ ସମ୍ବର୍ଦ୍ଧିତ ହୋଇଛନ୍ତି l ଗତ ୧୦. ୦୨. ୨୦୨୫  ରବିବାର ଏକ ବର୍ଣ୍ଣାଢ୍ୟ ପରିବେଶରେ ସହସ୍ରାଧିକ ଦର୍ଶକଙ୍କ ଗହଣରେ ବଣେଇ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ଉପସ୍ଥିତିରେ ତାଙ୍କୁ ମାନପତ୍ର ଓ ଉପଢୌକନ ଦେଇ  ସମ୍ମାନିତ  କରାଯାଇ ଥିଲା l ପ୍ରତିଉତ୍ତରରେ ବଣେଇ ଭଳି ଉପାନ୍ତ ଅଂଚଳରେ ପ୍ରତ୍ୟେକ ବର୍ଷ ଏହିଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଥିବାରୁ ଅଞ୍ଚଳର ଲୁପ୍ତପ୍ରାୟ କଳାର ପୁନର୍ଜୀବିତ କରିବାରେ ଅତ୍ୟନ୍ତ ସହାୟକ ହୋଇପାରିବ ତଥା ଓଡିଶାର ବିଭିନ୍ନ ପ୍ରାନ୍ତର ଲୋକକଳା ସହ ପରିଚିତ ହୋଇ  ଲୋକେ ଉପଭୋଗ କରି ପାରିବେ ବୋଲି  ମତବ୍ୟକ୍ତ କରିଥିଲେ l  ଅନୁଷ୍ଠାନ ତାଙ୍କୁ ସମ୍ବର୍ଦ୍ଧିତ କରିଥିବାରୁ ଶ୍ରୀ ପତି କର୍ମକର୍ତା ଓ ବଣେଇର ଜନସାଧାରଣକୁ ଧନ୍ୟବାଦ ଜ୍ଞାପନ କରିଥିଲେ l ଅନୁଷ୍ଠାନର ସଭାପତି ପଦ୍ମଚରଣ ଆଚାର୍ଯ୍ୟ ସଭାପତିୟ  ଅଭିଭାଷଣ ରଖିଥିବା ବେଳେ କଳାକାର ରମେଶ ସୁନା ସଂଚାଳନ କରିଥିଲେ l ସୂଚନାଯୋଗ୍ୟ ଯେ, ପ୍ରତ୍ୟେକ ବର୍ଷ ଏହି କାର୍ଯ୍ୟକ୍ରମ ତିନିଦିନ ବ୍ୟାପି ସକାଳ ୧୦ଘଣ୍ଟା ରୁ ଆରମ୍ଭ ହୋଇ ରାତ୍ର ୧୦ଘଣ୍ଟା ପର୍ଯ୍ୟନ୍ତ ଜାକଜମକରେ ପାଳିତ ହୋଇଥାଏ l ଓଡ଼ିଶାର କୋଣଅନୁକୋଣରୁ ବଛାବଛା ନୃତ୍ୟ ଓ ସଙ୍ଗୀତ ଦଳମାନ ଯୋଗଦାନ ପୂର୍ବକ କାର୍ଯ୍ୟକ୍ରମ ପରିବେଷଣ କରିଥାନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like