-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||     

HOME   ଜିଲ୍ଲା

ବଢୁଛି ଜବର ଦଖଲ; ଜାମ ହେଉଛି ବରୀ ରାସ୍ତା 

13-Feb-2025



ଯାଜପୁର,ଜିଲ୍ଲାର ଅନ୍ୟତମ ବ୍ୟସ୍ତ ବହୁଳ ରାସ୍ତା -ବରୀ ରାସ୍ତା । ଏହି ରାସ୍ତାର ବିଭିନ୍ନ ଛକ ସ୍ଥାନ ମାନଙ୍କରେ ଜବର ଦଖଲ ବଢିବା ଦ୍ୱାରା ଛକ ସ୍ଥାନ ମାନଙ୍କରେ ବିଭିନ୍ନ ସମୟରେ ରାସ୍ତା ଜାମ ହେଉଛି । ଏହି ଜାମ ବିଶେଷ କରି ସଂଧ୍ୟା ସମୟରେ ଦେଖିବାକୁ ମିଳୁଛି । ପ୍ରମୁଖ ଛକରେ ସନ୍ଧ୍ୟା ସମୟରେ ରାସ୍ତା ଜାମ ହେବା ନୀତି ଦିନିଆ ଘଟଣା ହୋଇଛି । ପୂର୍ବରୁ ଏହି ଛକରେ ଜବର ଦଖଲ ଉଚ୍ଛେଦ ହୋଇଥିଲା ବେଳେ ଏହା ପୁଣି ଜବର ଦଖଲ ହୋଇ ସାରିଛି । କିଛି ଦୋକାନ ରାସ୍ତା ଉପରେ ସଂଧ୍ୟା ସମୟରେ ଖୋଲୁଛି । ଏହି ରାସ୍ତାର ବାଲିଆପାଳ, ସନ୍ଥନଛକ ସହିତ ବରୀ ମାଉଣ୍ଡ ବଜାର ଅବସ୍ଥା ମଧ୍ୟ ସଙ୍ଗିନ । ଜବର ଦଖଲ ପାଇଁ ରାସ୍ତା ଜାମ ହେବା ସହିତ ଦୁର୍ଘଟଣା ମଧ୍ୟ ବଢୁଥିବା ଅଭିଯୋଗ ହୋଇଛି । ତୁରନ୍ତ ଜିଲ୍ଲାପାଳ ଏ ନେଇ ପଦକ୍ଷେପ ନେବା ସହିତ ଜବର ଦଖଲ ଉଚ୍ଛେଦ କରିବାକୁ ଦାବି ହୋଇଛି ।

(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026

You Might Also Like