-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||     

HOME   ଜିଲ୍ଲା

ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନ କଲ୍ୟାଣ ସେବା ଟ୍ରଷ୍ଟ ଓ ଓମେନ୍ସ ଏମ୍ପାବାରମେଣ୍ଟ ମହିଳା ଶାଖା ତରଫରୁ ବସ୍ତ୍ର ବଣ୍ଟନ

14-Jan-2021



ବରଗଡ଼, (ପ୍ରେରଣା ଖବର) - ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନ କଲ୍ୟାଣ ସେବା ଟ୍ରଷ୍ଟ ଓ ଓମେନ୍ସ ଏମ୍ପାବାରମେଣ୍ଟ ମହିଳା ଶାଖା ତରଫରୁ ଆଜି ମକର ସଂକ୍ରାନ୍ତି ଅବସରରେ ବରଗଡ଼ ସ୍ଥିତ ପାଣ୍ଡରୀପଥର କୁଷ୍ଟା ଶ୍ରମ ଠାରେ ଅନୁଷ୍ଠାନ ପକ୍ଷରୁ ଶୁଖିଲା ଖାଦ୍ୟ ଓ ନୂତନ ବସ୍ତ୍ର, ପୂରୁଣା କପଡା ବଣ୍ଟନ କରାଯାଇଛି। ଶିତ କୁ ଆଖିଆଗରେ ରଖି ଏହି ପରି କାଯ୍ୟକ୍ରମ କରିବା ପାଇଁ ମହିଳା ଟିମ୍ ଆଗ ଭର ହୋଇଛନ୍ତି ବୋଲି ଅନୁଷ୍ଠାନ ର ସଭାପତି ଶ୍ରୀ ମୁକୁନ୍ଦ ଦାଶ ସୂଚନା ପ୍ରଦାନ କରିଛନ୍ତି। ପ୍ରକାଶ ଥାଉକି ଲକ୍ ଡାଉନ୍ ସମୟରେ ଏହି କଲୋନୀରେ ଜନ କଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ଗୋଟିଏ ମାସ ର ଶିଖିଲା ଖାଦ୍ୟ ସାମଗ୍ରୀ ତଥା କମଲ ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମହିଲା ପ୍ରମୁଖ ଶ୍ରୀମତୀ ମେନକା ବାଗ୍, ସଂପାଦିକା ଶ୍ରୀମତୀ ରିତାଞଲୀ ଦାଶ, ସବିତା, ରୀତା, ଜତୀନ କାଯ୍ୟକ୍ରମ ରେ ଯୋଗଦାନ କରି ବଣ୍ଟନ କରିଥିଲେ। ଜନ କଲ୍ୟାଣ ସେବା ଟ୍ରଷ୍ଟ ର ସଭାପତି ଶ୍ରୀ ମୁକୁନ୍ଦ ଦାଶ ଏହି କାର୍ଯ୍ୟକ୍ରମ ରେ ସହଯୋଗ କରିବା ସହିତ କରୋନା ଉପରେ ଅନ୍ତ ବାସୀ ମାନକୁ ସଚେତନତା ସୃଷ୍ଟି କରିଥିଲେ। ଆଜିର କାର୍ଯ୍ୟକ୍ରମ ର ସାମଗ୍ରୀ ବଣ୍ଟନ ପାଇଁ ରିତାଞଲୀ ଦାଶ ବିଶେଷ ଭାବରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026

You Might Also Like