-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଫ୍ରେଣ୍ଡସ କ୍ଳବ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ପ୍ରଥମ ସେମିରେ: କଦଳୀପାଲି ବରଗଡ଼କୁ ହରାଇ ଦୋସ୍ତି ବ୍ରଦର୍ସ ସୁନ୍ଦରଗଡ଼ ଫାଇନାଲରେ

13-Feb-2025



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର  ସୁପରିଚିତ ଅନୁଷ୍ଠାନ ଫ୍ରେଣ୍ଡସ କ୍ଳବ ପକ୍ଷରୁ ପ୍ରଥମ ସେମିଫାଇନାଲ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ସହର ସ୍ଥିତ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି l  ଅନୁଷ୍ଠାନର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ବରେ ମୁଖ୍ୟଅତିଥିଭାବରେ ସଦର ବ୍ଲକ ଅଧ୍ୟକ୍ଷା ସରିତା ବାଗ, ସମ୍ମାନିତ ଅତିଥିଭାବରେ ବ୍ଲକ ଅଧିକାରୀ ହୃଷିକେଶ ଗଣ୍ଡ, ଜିଲ୍ଲା କ୍ରୀଡାଧିକାରୀ ପରାସର ବାଗ, ପୃଥିରାଜ ହାଇସ୍କୁଲରେ ପ୍ରଧାନ ଶିକ୍ଷୟତ୍ରୀ ସନ୍ତୋଷିନୀ ସେଠି, ଆଦିବାସୀ ନେତା ସତ୍ୟ ନାରାୟଣ ଭୋଇ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଗୁଳାପ ବାଗ ସମେତ ସମ୍ପାଦକ ଜଗନ୍ନାଥ ମିଶ୍ର ଓ ରଞ୍ଜିତ ବେହେରା ମଞ୍ଚାସିନ ଥିଲେ l ଅତିଥିମାନଙ୍କୁ ଅନୁଷ୍ଠାନରେ କର୍ମକର୍ତା ଉପଢୌକଣ ଦେଇ ସମ୍ମାନିତ କରିଥିଲେ l ଅନୁଷ୍ଠାନର କୋଡିନେଟର ମନୋଜ କୁମାର ମିଶ୍ର ଓ ମଧୁ ଵନଛୋର ଟିମ ମାନଙ୍କୁ କୋଡିନେଟ କରିଥିଲେ l ଆଜିର ପ୍ରଥମ ସେମିଫାଇନାଲ ଖେଳରେ ପୂର୍ବତନ ଫୁଟବଲ ଖେଳାଳି ଉପେନ୍ଦ୍ର ବିଶ୍ବାଳ ଓ ଶ୍ରୀକାନ୍ତ ରାଉତଙ୍କୁ ଅତିଥିମାନଙ୍କ ଦ୍ୱାରା
 ସମ୍ମାନୀତ କରାଯାଇଥିଲା l ମ୍ୟାଚ କମିଶନର ଭାବରେ ଶରତ କୁମାର ନନ୍ଦ ଦାୟିତ୍ୱ ତୁଲାଇଥିବା ବେଳେ ସଞ୍ଜନ କୁମାର କୁଦାଇ, ସୁଦର୍ଶନ ସେଠ୍, ରାଜେନ୍ଦ୍ର କୁମାର ଧରୁଆ,ଦେବାଶିଷ ବାଗ ଓ ଜ୍ୟୋତି ମହାନନ୍ଦ ଖେଳକୁ ପରିଚଳନା କରିଥିଲେ l ଆଜି କଦଳିପାଲି ବରଗଡ଼ ଓ ଦୋସ୍ତିବ୍ରଦର୍ସ ମଧ୍ୟରେ ପ୍ରଥମ ସେମିଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା l ବହୁତ ସଂଘର୍ଷ ପୂର୍ଣ୍ଣ ମ୍ୟାଚ ହୋଇଥିଲା l କେହି କାହାକୁ ଗୋଲ ଦେଇ ନ ଥିଲେ l ପରେ ଦୋସ୍ତିବ୍ରଦର୍ସ ସୁନ୍ଦରଗଡ଼ ପାଞ୍ଚ ଚାରି ଗୋଲରେ ଟାଇବ୍ରେକର ଜରିଆରେ କଦଳୀପାଲି ବରଗଡ଼ ଠାରୁ ବିଜୟ ହାସଲ କରି ଫାଇନାଲକୁ ଉନ୍ନୀତ ହୋଇଥିଲା l ଆଜିକାର ଜଣେ ଭାଗ୍ୟସାଳି ଦର୍ଶକ ସୁଦାମ ସାହୁ ନିର୍ବଚନ ଲଟେରୀ କୂପନ ଦ୍ୱାରା ଏକ ଡାଇନିଙ୍ଗ ସେଟ ପୁରସ୍କାର ପାଇଥିଲେ l ଵେଷ୍ଟ ଭଲଣ୍ଟୀୟର ବାସୁ ବଗର୍ତି ଓ ଦିଲୀପ ସାଣ୍ଡଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମାନିତ

କରାଯାଇଥିଲା lପବିତ୍ର ଖୁଣ୍ଟିଆ, ପୂର୍ଣ୍ଣ ଚନ୍ଦ୍ର ତ୍ରିପାଠୀ, ଦେବେନ୍ଦ୍ର ପାତ୍ର, ଟିକୁ ପରିଚ୍ଛା,ମନୋଜ ଦୀପ, ପ୍ରଦୀପ ସିଂହ, କିଶୋର ଦଣ୍ଡସେନା, ଲଷ୍ମୀ ନାରାୟଣ ସ୍ୱାଇଁ, ସୋମନାଥ ମିଶ୍ର, ଗୋବିନ୍ଦ ଶତପଥୀ, କମ୍ଭୁ ତ୍ରିପାଠୀ, ସୋନୁ ପଟ୍ଟନାୟକ, ମୁନା ପାଳ, ନିତ୍ୟା ପଧାନ, ରମା ମିଶ୍ର, ଇନ୍ଦ୍ର ନନ୍ଦ, ପୃଥ୍ୱୀରାଜ ବରାଡ଼, ନିଶାର କାନ୍ତ ନାଗ, ରାଜୁ ସାହୁ, ପ୍ରଦୀପ ସାହୁ,ସନତ ତ୍ରିପାଠୀ, ମଣ୍ଟୁ ମିଶ୍ର, ପିଣ୍ଟୁ ପୁରୋହିତ ପ୍ରମୁଖ ସହଯୋଗ କରିଥିଲେ l ଆସନ୍ତା କାଲି ଗୁରୁବାର ଜଗୟୁନାଇଟେଟ କ୍ଲବ ଭୁବନେଶ୍ୱର ବନାମ ବି. ଏନ. ଏ. ଏ. ଜରାସିଂହା ବଲାଙ୍ଗିର ମଧ୍ୟରେ ଖେଳ ହେବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like