-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବରୀ ପଂଚାୟତ ସମିତି ବୈଠକ : ଅସନ୍ତୋଷ ଝାଡିଲେ ସରପଂଚ ସମିତି ସଭ୍ୟ/ସଭ୍ୟା 

13-Feb-2025



ଆଜି ବରୀ ବ୍ଲକ କାର୍ଯ୍ୟାୟର ସମ୍ମିଳନୀ କକ୍ଷରେ ପଂଚାୟତ ସମିତିର ବୈଠକ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକ ବରୀ ପଂଚାୟତ ସମିତି ଅଧକ୍ଷ ଅଶୋକ କୁମାର ଗେଡ଼ି ସଭାପତିତ୍ୱ କରିଥିବା ବେଳେ ବରୀ ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ, ଉପଧ୍ୟକ୍ଷା ଅର୍ଚନା ମଲ୍ଲିକ,ମଣ୍ଡଳ ଉନ୍ନୟନ ଅଧିକାରୀ ଅସିତ କୁମାର ମହାନ୍ତି, ଅତିରିକ୍ତ ମଣ୍ଡଳ ଉନ୍ନୟନ ଅଧିକାରୀ ମହେଶ୍ୱର ସେଠି,ଙ୍କ ସମେତ ୪ଗୋଟି ଜିଲ୍ଲା ପରିଷଦ ଜୋନ ସଭ୍ୟ ସଭ୍ୟା ଏବଂ ଏହି ବ୍ଲକ ଅଧିନସ୍ଥ ସରପଂଚ, ସମିତି ସଭ୍ୟା ମାନେ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ଉନ୍ନୟନ ମୂଳଜ କାର୍ଯ୍ୟକୁ ସରକାର ଗୁରୁତ୍ୱ ଦେଉଥିବା ବେଳେ ବ୍ଲକ ପ୍ରଶାସନ ର କାଳ କ୍ଷେପଣ ନୀତି ଯୋଗୁଁ ଉନ୍ନୟନ ମୂଳକ କାର୍ଯ୍ୟ ସଠିକ ସମୟରେ କାର୍ଯ୍ୟ ହୋଇ ନ ପାରୁଥିବାରୁ ଲୋକ ପ୍ରତିନିଧି ମାନେ ସାଧାରଣ ଲୋକଙ୍କ ନିକଟରେ ଅପଦସ୍ଥ ହେବା ସହିତ ଲୋକ ଙ୍କର ଆକ୍ରୋଶର ଶିକାର ହେଉଛନ୍ତି। ବିଶେଷ କରି ଗତ ବାତ୍ୟା ଦାନା ସମୟରେ ବରୀ ବ୍ଲକ ର ୨୯ଗୋଟି ପଂଚାୟତ ମଧ୍ୟରୁ ନିର୍ଦ୍ଧିଷ୍ଟ ପଂଚାୟତର ଲୋକ ମାନଙ୍କୁ ପଲିଥିନ ଯୋଗାଇ ଦେବା ଓ ବହୁ କ୍ଷେତି ଗ୍ରସ୍ତ ପରିବାର ପଲିଥିନ ପାଇବାରୁ ବଂଚିନ୍ତ ହେବା ଘଟଣାକୁ ନେଇ ସଭା ଗୃହରେ ଉପସ୍ଥିତ ସଭ୍ୟ ସଭ୍ୟା ମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ରାଜ୍ୟ ସରକାର ଙ୍କ ସଚିବାଳୟ ଓ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ରେ ଗଣମାଧ୍ୟମ ପ୍ରତିନିଧି ମାନେ ଅନାୟାସ ରେ ପ୍ରବେଶ କରିବା ସହିତ ତଥ୍ୟ  ସଂଗ୍ରହ କରି ଖବର ପ୍ରକାଶ କରୁଥିଲେ ମଧ୍ୟ ବରୀ ବ୍ଲକର ସମିତି ବୈଠକରେ ବରୀ ଅଂଚଳର ମୁଦ୍ରିତ ଓ ବୈଦତ୍ୟୁକ ଗଣ ମାଧ୍ୟମ ପ୍ରତି ନିଧି ମାନଙ୍କୁ ସମିତି ବୈଠକରେ ଉପସ୍ଥିତ ରହି ସହ ଯୋଗ କରିବାକୁ ବ୍ଲକ ପ୍ରଶାସନ ତରଫରୁ ପତ୍ର ମାଧ୍ୟମରେ ବିଗତ ଦିନରେ ଅବଗତ କରାଯାଇଥାଏ। କିନ୍ତୁ ଆଜିର ବୈଠକରେ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଡକା ନ ଯିବା ପଛରେ କଣ ରହସ୍ୟ ରହିଛି ତାହା ସାଧାରଣରେ ଆଲୋଚନାର ବିଷୟ ହୋଇଛି। ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଅଣ ଦେଖା କରିବା ଘଟଣାକୁ ନେଇ ଏହି ଅଂଚଳର ଗଣ ମାଧ୍ୟମ ପ୍ରତିନିଧି ମାନେ ମେଲ ଯୋଗେ  ଜିଲ୍ଲାପାଳ ଯାଜପୁରକୁ ଅବଗତ କରିଛନ୍ତି।

(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like