-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||     

HOME   ଜିଲ୍ଲା

ଆସନ୍ତା ୧୭ରୁ ସର୍ବଭାରତୀୟ ଫୁଟବଲ ଚାମ୍ପିଅନସିପ୍ ଗାନ୍ଧୀ ଷ୍ଟାଡିୟମରେ ଜମିବ ଫୁଟବଲ ମହାକୁମ୍ଭ

13-Feb-2025



ସୋନପୁର, (ମନୋରଞ୍ଜନ ତ୍ରିପାଠୀ ) ଆସନ୍ତା ୧୭ ତାରିଖରୁ ୨୩ ତାରିଖ ଯାଏଁ ସ୍ଥାନୀୟ  ଗାନ୍ଧୀ ଷ୍ଟାଡିୟମ ଠାରେ ଫୁଟବଲ ମହାକୁମ୍ଭ ଆୟୋଜିତ ହେବ । ସୋନପୁର ରାମଧୂନ କ୍ଲବ ଆନୁକୂଲ୍ୟରେ ଅନୁଷ୍ଠିତ ହେବାକୁ ଥିବା ୧୬ତମ ସର୍ବ ଭାରତୀୟ ରାମଧୂନ କପ ଫୁଟବଲ ଟୁର୍ଣ୍ଣାମେଣ୍ଟରେ ରାଜ୍ୟ ଏବଂ ଦେଶର ୮ଟି ବଛା ବଛା ଦଳ ଯୋଗଦେବେ । ଏନେଇ ବୁଧବାର ଗାନ୍ଧୀ ଷ୍ଟାଡିୟମ କାର୍ଯ୍ୟାଳୟରେ ରାମଧୂନ କ୍ଲବର ସମ୍ପାଦକ ପୀୟୂଷ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି ।  ଚଳିତ ବର୍ଷ ଫୁଟବଲ ଟୁର୍ଣ୍ଣାମେଣ୍ଟକୁ ଆହୁରି ଆକାର୍ଷଣୀୟ କରା‌ଯିବ ବୋଲି ସୂଚନା ଦିଆଯାଇଛି । ଫେବୃଆରୀ ମାସର ୧୭ରୁ ୨୩ ତାରିଖ ମଧ୍ଯରେ ଗାନ୍ଧୀ ଷ୍ଟାଡ଼ିୟମରେ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ । ସର୍ବମୋଟ ୧୨ ଲକ୍ଷ ଟଙ୍କା ଏହି ଟୁର୍ଣ୍ଣାମେଣ୍ଟ ପାଇଁ ଖର୍ଚ୍ଚ ହେବ  । କଟକ, ବରଗଡ, ଭୁବନେଶ୍ବର, ବିହାର, ଝାଡଖଣ୍ଡ, ରାଉରକେଲା ଏବଂ ଆୟୋଜକ ରାମଧୂନ କ୍ଳବ ସମେତ ମୋଟ ୮ଟି ଦଳ ଅଂଶଗ୍ରହଣ କରିବେ । ବିଜେତା ଦଳକୁ ୫୦ ହଜାର ଏବଂ ରନର୍ସ  ଅପ ଦଳକୁ ୩୦ ହଜାର ଟଙ୍କା ପ୍ରଦାନ କରାଯିବ ।   ବିକାଶ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ କଇରୁ ସ୍ବାଇଁ, ପୁରୁଷୋତ୍ତମ ପାଣିଗ୍ରାହୀ, ନରସିଂହ ରାଓ, ଭୁକୁଲୁ ବକ୍ସି,  ବି. ସତ୍ୟନାରାୟଣ ରାଓ, ନନ୍ଦ କିଶୋର ତ୍ରିପାଠୀ, ସୋମନାଥ ସାହୁ,  ମନୋରଂଜନ ତ୍ରିପାଠୀ, ରାଜୀବ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   07-May-2026
  ରାଜ୍ୟ  
ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ   07-May-2026
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026

You Might Also Like