-+91-9937148622 |
prerana_bgr@rediffmail.com |
Thursday 5th March 2026 |
R.N.I. Regd No. ODIODI/2010/46693
Breaking News
14-Jan-2021
ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର ) - ବଲାଙ୍ଗିର ଜିଲ୍ଲାରେ ଆଜି ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି l ତୁଷୁରା ଏନ ଏ ସି ଓ୍ବାର୍ଡ ନଂ ୫, ତୁରେକେଲା ବ୍ଲକ ତୁରେକେଲା ଓ ଦେଓଗାଁ ବ୍ଲକ ସିକୁଆଁ ର ଜଣେ ଲେଖାଏଁ କରୋନା ପଜେଟିଭ ଚିନ୍ହଟ ହୋଇଛନ୍ତି । ଆଜି ପର୍ଯ୍ୟନ୍ତ ଜିଲ୍ଲାରେ ମୋଟ୍ ୮୭୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩୦ ଟି ଆକ୍ଟିଭ କେଶ୍ ରହିଛି l ଆଜି ପର୍ଯ୍ୟନ୍ତ ଜିଲ୍ଲାରେ କରୋନା ରୁ ୮୫୫୭ ଜଣ ବ୍ୟକ୍ତି ସୁସ୍ଥ ହୋଇ ସାରିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରକାଶ l