-+91-9937148622 |
prerana_bgr@rediffmail.com |
Thursday 7th May 2026 |
R.N.I. Regd No. ODIODI/2010/46693
Breaking News
13-Feb-2025
ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ସ୍ଥାନୀୟ ସଂକର୍ଷଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନାର ପ୍ରଶିକ୍ଷଣ ଶିବିର ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ପାଣ୍ଡେ ଏହାକୁ ଉଦଘାଟନ କରିଥିଲେ।ବିଆରଟି ପ୍ରଶାନ୍ତ ଗଡତିଆଙ୍କ ତତ୍ତ୍ଵାବଧାନରେ ପୂର୍ବତନ ସିଆରସିସି ବିଭୂତି ଭୂଷଣ ସାହୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ବିଜେପୁର,ଜାରିଂ,ପଡା,ବାନ୍ଦୁପାଲି କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟର ମୋଟ ୫୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଶିବିରରେ ସାମିଲ ହୋଇଥିଲେ।