-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||     

HOME   ଜିଲ୍ଲା

ବ୍ୟାଙ୍କ ଅଫ ଇଣ୍ଡିଆର ନୂତନ ଶାଖା ଉଦଘାଟିତ

13-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଫେବୃୟାରୀ ୧୩ ତାରିଖ ଗୁରୁବାର ଦିନ ପଦ୍ମପୁର କଲେଜ ରୋଡ଼ ଠାରେ ବ୍ୟାଙ୍କ୍ ଅଫ୍ ଇଣ୍ଡିଆର ନୂତନ ଶାଖା ଉଦ୍ଘାଟିତ ହୋଇଯାଇଛି।ଏହି ଅବସରରେ ସକାଳୁ ଶାଖା ପରିସରରେ ପୂଜାର୍ଚ୍ଚନା କରାଯାଇଥିଲା। ବ୍ୟାଙ୍କ ଅଫ ଇଣ୍ଡିଆର ଜେନେରାଲ ମ୍ୟାନେଜର ଶ୍ରୀ ବିକାଶ କ୍ରିଷ୍ଣା (ଏଫ.ଜି.ଏମ.ଓ, ଭୁବନେଶ୍ୱର)ଙ୍କ କରକମଳରେ ବ୍ୟାଙ୍କ ଉଦ୍ଘାଟିତ ହୋଇଥିବା ବେଳେ ତାଙ୍କ ସହ ଜୋନାଲ ମ୍ୟାନେଜର ଶ୍ରୀଜିତ ଶଙ୍କର ବେହେରା ଓ ପଦ୍ମପୁର ଶାଖା ପ୍ରବନ୍ଧକ ଗଣେଶ ମେହେର ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ପଦ୍ମପୁରର ଅନେକ ଗଣ୍ୟମାନ୍ୟ ବ୍ୟକ୍ତି ଓ ବିଭିନ୍ନ ଅନୁଷ୍ଠାନ ସହ ଜଡ଼ିତ କର୍ମକର୍ତ୍ତା ମଧ୍ୟ ଉପସ୍ଥିତ ଥିଲେ। ଉପସ୍ଥିତ ସଦସ୍ୟମାନଙ୍କ ମଧ୍ୟରେ ବିଷ୍ଣୁନାରାୟଣ ଦୋରା, ଅଟଳ ବିହାରୀ ଦୋରାଙ୍କ ସହ ପଦ୍ମପୁର ବଣିକ ସଙ୍ଘ ତରଫରୁ ପ୍ରତାପ ମିଶ୍ର, ସୁଶୀଲ ଅଗ୍ରୱାଲ, ମହେଶ ବେହେରା, ରିଙ୍କୁ ଶର୍ମା, ମହମ୍ମଦ ଅଫତାବ, ମନୋରଂଜନ ଦୋରା, ଟ୍ରକ ମାଲିକ ସଙ୍ଘ ତରଫରୁ ହେମନ୍ତ ପଟ୍ଟନାୟକ, ଲାୟନ୍ସ କ୍ଲବ ତରଫରୁ ପୂର୍ବତନ ନଗରପାଳ ପ୍ରୀତମ ମେହେର, ରବିନାରାୟଣ ଦୋରା, , ଚିତ୍ତରଞ୍ଜନ ଦାଶ, ବିନୋଦ ବିହାରୀ ମିଶ୍ର, ବରିଷ୍ଠ ନାଗରିକ ସଙ୍ଘ ତରଫରୁ ଜୟନାରାୟଣ ତ୍ରିପାଠୀ, ଡକ୍ଟର ଅର୍ଜୁନ ଦେବତା, ଡକ୍ଟର ଜୟକୃଷ୍ଣ ପଟେଲ, ଚନ୍ଦ୍ରଶେଖର ପୁରୋହିତ , ଏ.ବି.ସି.ଡି. କ୍ଲବ ତରଫରୁ ଅନିଲ ବେହେରା, ଲିଙ୍ଗରାଜ ସାହୁ,ପ୍ରତାପ ନାଥ,ସୁରେଶ ମିଶ୍ର,ଶାନ୍ତସଂଗ୍ରାମ ଭୋଇ ଏବଂ ପଦ୍ମପୁର ନାଗରିକ ସଙ୍ଘ, ଟାଉନ କ୍ଲବ ଭଳି ଅନେକ ଅନୁଷ୍ଠାନର ସଦସ୍ୟମାନଙ୍କ ସମେତ ସଂଜୀବ ମାଝୀ, ରମେଶ ମେହେର, ସୁରେଶ ମହାଲିଙ୍ଗ, ପ୍ରମୋଦ ମିଶ୍ର, କପିଳେଶ୍ୱର ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ରହିଥିଲେ। ଆଗାମୀ ସମୟରେ ପଦ୍ମପୁରରେ କେମିତି ବ୍ୟାଙ୍କ ଅଧିକରୁ ଅଧିକ ଉନ୍ନତି କରିବ ଓ ସର୍ବସାଧାରଣଙ୍କ ସେବା ପାଇଁ କାମ କରିବ, ସେ ବିଷୟରେ ବ୍ୟାଙ୍କ ଅଧିକାରୀ ସମସ୍ତଙ୍କ ସହ ଆଲୋଚନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026

You Might Also Like