-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଙ୍କୁ ନବରଙ୍ଗପୁର ଓୟୁଜେ ସଂଘର ଦାବୀ ପତ୍ର ପ୍ରଦାନ

13-Feb-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର) ରାଜ୍ୟର ସାମ୍ବାଦିକ ମାନଙ୍କର ସାମୁହିକ ସ୍ୱାର୍ଥ ରକ୍ଷା ପାଇଁ ଓଡ଼ିଶା ସାମ୍ବାଦିକ ୟୁନିୟନ ଆଉ ନୀରବଦ୍ରଷ୍ଟା ହୋଇ ବସି ନରହି ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବ ବୋଲି ଚରମ ନିଷ୍ପରି ଗ୍ରହଣ କରିଛି । ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେବାର ୮ମାସ ବିତିଯାଇଥିଲେ ମଧ୍ୟ ସାମ୍ବାଦିକମାନଙ୍କର ୩ଦଫା ନ୍ୟୟ ଦାବୀ ପୂରଣ ପାଇଁ କୌଣସି ବ୍ୟବସ୍ଥା ଗ୍ରହଣ କରାଯାଇ ନାହିଁ । ବରଂ ତାହା ପ୍ରତିଶୃତିରେ ହିଁ ରହି ଯାଇଛି ସାମ୍ବାଦିକମାନଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା  କରିବା, ପେନସନ ଓ ଅଧିସ୍ଵୀକୃତି ବ୍ୟବସ୍ଥା କାର୍ଯ୍ୟକାରୀ କରିବା ଆଦି ୩ଦଫା ଦାବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କ ନିକଟରେ ଓୟୂଜେ  ସଦାସର୍ବଦା ଦାବି ଉପସ୍ଥାପନ କରି ଚାଲିଛି । ଏହି ଦାବୀ ଗୁଡ଼ିକ ପୂରଣ ପାଇଁ ରାଜ୍ୟ ସରକାର ପ୍ରତିଶୃତି ଦେଇଥିଲେ ମଧ୍ୟ ତାହା ଅଦ୍ୟାବଧ ପୂରଣ ହୋଇନାହିଁ । ଇତିମଧ୍ୟରେ ଦେଶର ୧୮ଟି ରାଜ୍ୟରେ ସରକାର ସାମ୍ବାଦିକ ମାନଙ୍କ ପାଇଁ ପେନସନ ବ୍ୟବସ୍ଥା କରି ସାରିଲେଣି । ଆମ ରାଜ୍ୟ ସରକାର ଏ ଦିଗରେ ବହୁ ପଛରେ ରହିଛନ୍ତି । ରାଜ୍ୟ ସଂଘର ସଭାପତି ପ୍ରସନ୍ନ କୁମାର ମହାନ୍ତିଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶା ସାମ୍ବାଦିକ ୟୁନିୟନ ନବରଙ୍ଗପୁର ଜିଲ୍ଲା ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହ‌ନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ନବରଙ୍ଗପୁର ଜିଲ୍ଲାପାଳ ଡ଼. ଶୁଭଙ୍କର ମହାପାତ୍ରଙ୍କ ଜରିଆରେ ଦାବୀ ପତ୍ର ପ୍ରଦାନ କରାଯାଇଛି । ଏହି ଦାବୀ ପତ୍ର ପ୍ରଦାନ ବେଳେ ଜିଲ୍ଲା ସଭାପତି ସୁଶାନ୍ତ କୁମାର ବେହେରା ସମେତ ସାଧାରଣ ସମ୍ପାଦକ ଚିଦାନନ୍ଦ ସାହୁ ,କୋଷାଧକ୍ଷ ଖଗେଶ୍ୱର ମହାଙ୍କୁଡ, ଉପ ସଭାପତି ଫାଲ୍ଗୁନୀ ପାତ୍ର, ଚନ୍ଦ୍ରଶେଖର ଜେନା, ମହେଶ୍ୱର ବେହେରା, ମୁନ୍ନା ଦଳେଇ, ଶିବଶଙ୍କର ପାଢ଼ୀ, ଶିବପ୍ରଶାଦ ପଣ୍ଡା, ଗୌତମ ଅଗ୍ରୱାଲ, ସୀମାଦ୍ରି ପଟ୍ଟନାୟକ, ନନ୍ଦ କୁମାର ବିଶୋଇ ଙ୍କ ସମେତ ଓୟୁଜେ ସଂଘର ବହୁ ସଦସ୍ୟ  ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026

You Might Also Like