-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||     

HOME   ଜିଲ୍ଲା

ଧୂମଧାମରେ ପାଳନ ହେଲା ଡାବୁଗାଁ ମାଘ ମଣ୍ଡେଇ

13-Feb-2025



(ମିହିର ଶଙ୍କର ପାତ୍ର,)
ସଂପୂର୍ଣ୍ଣ ପାରମ୍ପରିକ ଓ ସାଂସ୍କୃତିକ ରୀତିନୀତି ରେ ପାଳନ ହେଲା ଡାବୁଗାଁ ମାଘ ମଣ୍ଡେଇ।  ଲାଠି , କୁର୍ଚି, ବିମାନ, ଓ ପାରମ୍ପରିକ ଅସ୍ତ୍ରଶସ୍ତ୍ର ସହ ଶିରା, ଦିଶାରୀ, ପୂଜାରୀ, ଗାଁ ର ପାରମ୍ପରିକ ମୁଖ୍ୟ ଯାତ୍ରା ପରିକ୍ରମା କରିଛନ୍ତି। ଏହି ଭବ୍ୟ ପାରମ୍ପରିକ ଯାତ୍ରାରେ   ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବା କୁ ମିଳିଥିଲା । ଡାବୁଗାଁ ସରପଞ୍ଚ ତଥା କମିଟି ସଭାପତି ବିନୋଦ ସୌରା,  ଉପ ସଭାପତି ସତ୍ୟ ରଞ୍ଜନ ପାତ୍ର, ବରିଷ୍ଠ ଆଇନଜୀବି ଜୟନ୍ତ କୁମାର ପାତ୍ର , ସୁରେନ୍ଦ୍ର ଦେଲି, କୁନୁ ପାତ୍ର ଏବଂ କମିଟି ସଭ୍ୟ ମାନେ ଭବ୍ୟ ଆୟୋଜନ ରେ ସହଯୋଗ କରିଥିବା ସ୍ଥଳେ କମିଟି ର ଆତିଥ୍ୟ ସ୍ବୀକାର କରି ଯାତ୍ରା ରେ ଉପସ୍ଥିତ ରହି ଜିଲ୍ଲା ବିଜେପି ସଭାପତି କୁଞ୍ଜବିହାରୀ ଦାଶ ଓ ପୂର୍ବତନ ବିଧାୟକ ଭୁଜବଳ ମାଝୀ ଆୟୋଜନ ର ମାନବୃଦ୍ଧି କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭ୍ୟ ଗୁପ୍ତ ବିଷୟୀ, କଂଗ୍ରେସ ସଭାପତି ଜି ସାଇ ରାଜୁ, ବିଜେପି ନେତା ସୋମନାଥ ପୂଜାରୀ,  ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ, ବିଜେଡି ନେତା ଏମ୍ ଅପା ରାଓ, ସାମ୍ବାଦିକ ସଂଘ ସଂପାଦକ ମିହିର ଶଙ୍କର ପାତ୍ର,  ଉପ ସଭାପତି ଗଗନ ଗନ୍ତାୟତ, ପାପନା ରେଲି, ପୂର୍ଣ୍ଣ ପୂଜାରୀ, ଦଶମୁ କଲାର, ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। ଦୀର୍ଘ ତିରିଶି ବର୍ଷ ପରେ ପୋଡାଗଢ ବାବା ଭୈରବ ଙ୍କ ପବିତ୍ର ଘୋଡ଼ା ଯାତ୍ରା ରେ ସାମିଲ ହେବା ଫଳରେ ଡାବୁଗାଁ ଅଞ୍ଚଳରେ ଆନନ୍ଦ ର ଲହରୀ ଖେଳିଯାଇଛି । ବାବା ଭୈରବ ଙ୍କ ବ୍ୟତୀତ ମାଁ ପେଣ୍ଡ୍ରାଣୀ, ବଞ୍ଜାରୁଣୀ, ଦାବାଦେଇ, ଦୁଲାରଦେଈ, ଖଡିଆ ଏବଂ ଅନେକ ଦେବାଦେବୀ ଆଜି ଭୈରବଙ୍କ ମନ୍ଦିର ରେ ଏକତ୍ରିତ ହୋଇଛନ୍ତି ଏବଂ ଗୋଟିଏ ଦିନ ବିଶ୍ରାମ ପରେ ନିଜ ନିଜ ଆସ୍ଥାନ କୁ ବାହୁଡି ଯିବେ। ପ୍ରତ୍ୟାବର୍ତ୍ତନ ଦିନ କୁ ବାସୀ ମଣ୍ଡେଇ ବୋଲି କୁହାଯାଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026

You Might Also Like