-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ସୋହେଲା ବ୍ଳକ ସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ

13-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ସୋହେଲା ବ୍ଳକ ଅନ୍ତର୍ଗତ ସରକଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବ୍ଳକ ସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇ ଯାଇଛି । ସୋହେଲା ବିଇଓ ଅମୃତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ସୋହେଲା ତହସିଲଦାର ଶୁଭରଞ୍ଜନ ନାୟକ, ସ୍ବତନ୍ତ୍ର ଅତିଥି ଭାବେ ବରଗଡ଼ ସାଂସଦଙ୍କ  ସୋହେଲା ବ୍ଲକ ପ୍ରତିନିଧି ଗୋବିନ୍ଦା ପଧାନ, ଭଟଲୀ ବିଧାୟକଙ୍କ ପ୍ରତିନିଧି ଭାବରେ ପାଣିମୋରା ମଣ୍ଡଳ ସଭାପତି ଭବାନୀ ଶଙ୍କର ପଧାନ, ସୋହେଲା ମଣ୍ଡଳ ସଭାପତି ଅଶ୍ବିନୀ ପାତ୍ର, ବରଗଡ଼ ଡାଏଟ୍ ର ଶିକ୍ଷକ ପ୍ରଶିକ୍ଷକ ରମେଶ ଚନ୍ଦ୍ର ସାହୁ, ରୀମାରାଣୀ ଭୋଇ, ଅବସରପ୍ରାପ୍ତ ଏବିଇଓ ଗୋଲାପଚାନ୍ଦ ମିଶ୍ର, ସରକଣ୍ଡା ସରପଞ୍ଚ ପୁଷ୍ପାଞ୍ଜଳୀ ମେହେର, ମୁଖ୍ଯ ବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଡ ସୁବାସ ମେହେର ଯୋଗଦେଇ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ । ସ୍ଥାନୀୟ ବିଦ୍ୟାଳୟର ପ୍ରଧାନଶିକ୍ଷକ ଥବୀର ମେହେର, ସି ଆର ସି ସି ଥବୀର ବରିହା , ପିରାମଲ ଫାଉଣ୍ଡେସନର ପ୍ରଜ୍ବଲ , ପରିଚାଲନା କମିଟୀର ସଭାପତି ତେଜରାଜ ବାରିକ ମଞ୍ଚାସୀନ ଥିଲେ । ଏହି ଅବସରରେ ବ୍ଲକର ଷୋହଳ ଟି କ୍ଲଷ୍ଟରର ସି ଆର ସି ସି ଏବଂ ଏଫ ଏଲ ଏନ ଶିକ୍ଷକ ଶିକ୍ଷୟିତ୍ରୀ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ବନ୍ଧୀୟ ଶିକ୍ଷଣ ଉପକରଣ ପ୍ରଦର୍ଶନ କରିଥିଲେ । ଏହାପରେ ଛାତ୍ର ଛାତ୍ରୀଙ୍କ ସହ ଶିକ୍ଷକ ଶିକ୍ଷୟିତ୍ରୀ ମାନେ  ଗପ କହିବା ଓ ଅଭିନୟ କାର୍ଯ୍ୟକ୍ରମ ପ୍ରଦର୍ଶନ କରିଥିଲେ । ଉପସ୍ଥିତ ଅଭିଭାବକ ଅଭିଭାବିକା ମାନେ ବିଭିନ୍ନ ମତାମତ ପ୍ରଦାନ କରିଥିଲେ । କୁନୀ କୁନୀ ଛାତ୍ର ଛାତ୍ରୀ ମାନେ ନିପୁଣ ଓଡ଼ିଶା ସଂଗୀତ ଗାନ କରିବା ସହ ନୃତ୍ଯ ପରିବେଷଣ କରିଥିଲେ । ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ଅଭିଭାବକ ମାନେ ନିପୁଣ ଓଡିଶା ଶପଥ ପାଠ କରିଥିଲେ । କାର୍ଯ୍ୟକ୍ରମରେ ସ୍ବାଗତ ଓ ଉଦ୍ଦେଶ୍ଯ ଜ୍ଞାପନ ଏବିଇଓ ତଥା ବି ଆର ସିସି ମନୋହର ଉଟୀ କରିଥିବା ବେଲେ ଏବିଇଓ ମୋତିଲାଲ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ । ଅପରାହ୍ନରେ ଅନୁଷ୍ଠିତ ଉଦଯାପନୀ ସଭାରେ ବିଇଓ ଅମୃତା ସାହୁଙ୍କ ସହ ଉପସ୍ଥିତ ଅତିଥି ମାନେ କୁନୀ କୁନୀ ଛାତ୍ର ଛାତ୍ରୀଙ୍କୁ ଉପହାର ପ୍ରଦାନ କରିବା ସହ ଏଫ ଏଲ ଏନ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପ୍ରଶଂସା ପତ୍ର ଓ ସ୍ମୃତୀ ଫଳକ ପ୍ରଦାନ କରିଥିଲେ । ସଭାକାର୍ଯ୍ଯ କୁ ସିଆରସିସି କେଦାରନାଥ ସାହୁ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ କ୍ଲଷ୍ଟରର ନଅ ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ୧୭୦ ଜଣ ଛାତ୍ରଛାତ୍ରୀ, ୯୦ ଜଣ ଅଭିଭାବକ ଅଭିଭାବିକା ଉପସ୍ଥିତ ଥିଲେ ।କାର୍ଯ୍ୟକ୍ରମ ପରିଚାଳନାରେ ବ୍ଲକର ସମସ୍ତ ସିଆରସିସିଙ୍କ ସହ ସ୍ଥାନୀୟ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ପରିଚାଳନା କମିଟୀର ସଦସ୍ଯ ସଦସ୍ଯା ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like