-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||     

HOME   ଜିଲ୍ଲା

ବାଘପାଲିରେ ବକୁଲ ମହୋତ୍ସବ ଉଦଯାପିତ

14-Jan-2021



ଉଲୁଣ୍ଡା(ଗୌର ଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କୋଟସମଲାଇ ପଂଚାୟତର ବାଘପାଲି ସ୍ଥିତ  ଚନ୍ଦ୍ରମଣୀ ଦାସଙ୍କ ସମାଧି ପୀଠରେ ବକୁଳ ମହୋତ୍ସବ ଉଦଯାପିତ ହୋଇଯାଇଛି ।  ପ୍ରଥମେ କଳଶ  ଯାତ୍ରା କରାଯାଇ ସ୍ଥାପନ କଲାପରେ  ଅଧିବାସ ପୂଜା ହୋଇଥିଲା । ସେହିଦିନଠୁ ପ୍ରତ୍ୟହ ଭାଗବତ ପାରାୟଣ କରାଯାଉଥିଲା । ଗତକାଲି ଅଷ୍ଟପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା । ଏଥିରେ ଜୟପୁର, କୋଟସମଲାଇ, ଖୁଂଟୁଲାପାଲି, ରତପୁର, ବ୍ରାହ୍ମଣୀପାଲି, କପୁର୍ଡା, ଲିମ୍ବପାଲି, ଗୁଦଗୁଦା, ରେଡମ, ନାଗଡେଇଁ ଆଦି କୀର୍ତନ ମଣ୍ଡଲୀ ଯୋଗଦେଇ ସଂର୍କୀତନ ପରିବେଷଣ କରିଥିଲେ । ସଭାପତି ଜାନକୀରାମ ଦେହେରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା  ଉଦଯାପନୀ ଉତ୍ସବରେ କୋଶଲୀ କବିତା ଆସର ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ଭାବରେ ଡ.ଅନିରୁଦ୍ଧ କୁରକୁରିଆ ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବରେ ନନ୍ଦକାହ୍ନା ପୁଝାରୀ ଯୋଗଦେଇଥିଲେ । ଏଥିରେ କୋଶଲି କବି ଭାବରେ ଯୋଗିନ୍ଦ୍ର ପ୍ରସାଦ ପଣ୍ଡା, ଗଜିନ୍ଦ୍ର ସେଠୀ, ରାମେଶ୍ୱର ଛତ୍ରୀଆ, କୃପାସିନ୍ଧୁ ମହାକୁର, ଗଜାନନ ସାଥୁôଆ, ସୁଭେନ୍ଦୁ ମହାକୁର, ଯୁଧିଷ୍ଠିର ଖମାରୀ, ଉତମ ଖମାରି, ସନ୍ତୋଷ ରଣା, ଚମ୍ପେଶ୍ୱର ଦାନୀ, ସୁସାନ୍ତ ଭୋଇ, ଶୁକଦେବ ସାହୁ, ପ୍ରଭାତ ଚୌହାନ, ସାନ୍ତନୁ କର୍ଣ୍ଣ, ଲିଙ୍ଗରାଜ ଛତ୍ରୀଆ, ମାଧବ ମଟାରୀ, ସଚ୍ଚିତାନନ୍ଦ ପଧାନ ଯୋଗଦେଇ ସ୍ୱରଚିତ କବିତା ପାଠ କରିଥିଲେ । ଆଳୋଚକ ଭାବରେ ଅଖୋଜ ହାଣ୍ଡ ଓ ରାମେଶ୍ୱର ଛତ୍ରୀଆ ଯୋଗଦେଇଥିଲେ । ମକୁନ୍ଦ ଧରୁଆ  ସ୍ୱାଗତ ଭାଷଣ  ଦେଇଥିବା ବେଲେ ସଂଯୋଜକ କୃପାସିନ୍ଧୁ ମହାକୁର ଉପସ୍ଥିତ ଥିଲେ । ଘନଶ୍ୟାମ ପଧାନ, ବୁଧୁଲାଲ, ପଦ୍ମଲୋଚନ, ଉତମ, ମନୋଜ, ବାବୁ, ସଂକର୍ଷଣ ପ୍ରମୁଖ ସହେଯାଗ କରିଥିଲେ । ମୁକୁନ୍ଦ ଧରୁଆ ଧନ୍ୟବାଦ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026

You Might Also Like