-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ବରଗଡ଼ ଜିଲ୍ଲା ସ୍ତରୀୟ ସ୍କାଉଟ୍ ଗାଇଡ ରାଜ୍ୟ ପୁରସ୍କାର ପରୀକ୍ଷା ସମ୍ପନ୍ନ

13-Feb-2025



ଅତାବିରା(ଆକାଶ ମିଶ୍ର): ବରଗଡ଼ ଜିଲ୍ଲା ଅତାବିରା ଉଚ୍ଚ ବିଦ୍ୟାଳୟ ରେ  ଆଜି ସ୍କାଉଟ, ଗାଇଡ୍ ମାନଙ୍କର ରାଜ୍ୟ ପୁରସ୍କାର ପରୀକ୍ଷା ଶିବିର  ଅନୁଷ୍ଠିତ ହୋଇଯାଇଛି । ଏହି ପରୀକ୍ଷା  ଦୁଇଦିନ ଧରି ଚାଲିଥିଲା । ପ୍ରଥମ  ଦିନରେ ପାଇକମାଳ ଉଚ୍ଚ  ବିଦ୍ୟାଳୟ ରେ  ପାଇକମାଳ, ଝାରବନ୍ଧ, ଗାଇସିଲେଟ, ପଦମପୁର,ବିଜେପୁର  ଓ ବରଗଡ଼ ଆଦି ଛଅ ଟି ବ୍ଲକ ର  ୧୦୦ ଜଣ ସ୍କାଉଟ୍ ଓ ୧୦୪ ଜଣ ଗାଇଡ ଏହି ପରୀକ୍ଷା  ଦେଇଥିବା ବେଳେ  ଦ୍ଵିତୀୟ ଦିବସରେ ଆଜି  ଅତାବିରା ଉଚ୍ଚ ବିଦ୍ୟାଳୟ ରେ ଅତାବିରା, ଭେଡେନ, ଭଟଲି,

ବରପାଲି, ଷୋହେଲା ଓ ଅମ୍ବାଭୋନା ଆଦି ଛଅ ଟି ବ୍ଲକ ର ୧୫୫ ଜଣ ସ୍କାଉଟ୍ ଓ ୯୦ ଜଣ ଗାଇଡ ପରୀକ୍ଷା ଦେଇଥିବାବେଳେ ମୋଟ ଜିଲ୍ଲାରୁ ୪୪୯ ଜଣ ସ୍କାଉଟ୍ ଗାଇଡ ପରୀକ୍ଷା  ଦେଇଛନ୍ତି । ଉଭୟ ପରୀକ୍ଷା କେନ୍ଦ୍ର ରେ ରାଜ୍ୟ ସ୍କାଉଟ୍ ଗାଇଡ ସାଂଗଠନିକ କମିଶନର ଚନ୍ଦନ ଦାଶ  ପରୀକ୍ଷକ ଭାବେ ଯୋଗ ଦେଇ ସାଂଗଠନିକ ପତାକା ଉତ୍ତୋଳନ ପୂର୍ବକ ପରୀକ୍ଷା ର ଆରମ୍ଭ ହୋଇଥିଲା ।ଆଜି ଏହି ପରୀକ୍ଷା ଅବସରରେ  ଅତାବିରା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମନୋଜ ହରପାଲ, ଅତିରିକ୍ତ  ବ୍ଲକ ଶିକ୍ଷା ଅଧିକାରୀ କାର୍ତ୍ତିକ ବାଗ, ଜିଲ୍ଲା ସ୍କାଉଟ୍ ଗାଇଡ ସମ୍ପାଦକ ସୁଦୀପ୍ତ ନାଏକ, ଅବସର ପ୍ରାପ୍ତ ଖେଳ ଶିକ୍ଷକ ତଥା ସ୍କାଉଟ୍ ମାଷ୍ଟର ଲବ ସାହୁ ପ୍ରମୁଖ ନିମନ୍ତ୍ରିତ ଅତିଥି ଭାବେ ଯୋଗ ଦେଇ ସେମାନଙ୍କ ବକ୍ତବ୍ୟରେ ଏହି କାର୍ଯ୍ୟକ୍ରମର ଆବଶ୍ୟକତା ଓ ଆଭିମୁଖ୍ୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ଏହି ପରୀକ୍ଷାରେ  ମ୍ୟାପିଂ, ଫାଷ୍ଟଏଡ୍, ଜାତୀୟ ପତାକାର ବିବରଣୀ, ଜାତୀୟ ସଙ୍ଗୀତ, ସ୍କାଉଟ୍ ଗାଇଡ ପ୍ରାର୍ଥନା ସଙ୍ଗୀତ,ଝଣ୍ଡା ଗୀତ ସେବା ଶିବିର, କ୍ୟାମ୍ପ ଫାୟାର, (ନଟିଂ) ଗଣ୍ଠି ପକାଇବା ଓ ଖୋଲିବା ତଥା ଚରିତ୍ର ଗଠନ ସମ୍ପର୍କରେ ଛାତ୍ର ଛାତ୍ରୀ ମାନେ ପରୀକ୍ଷା ଦେଇଥିଲେ । ଏହି ପରୀକ୍ଷା କୁ  ଜିଲ୍ଲା ଆୟୋଜକ ଆୟୁକ୍ତ  , ସ୍କାଉଟ୍   ମନୋଜ ସାହୁ , ଜିଲ୍ଲା ତାଲିମ ଆୟୁକ୍ତ ,ସ୍କାଉଟ୍ ର ସୁଦର୍ଶନ ମହାକୁର, ଜିଲ୍ଲା ଆୟୋଜକ ଆୟୁକ୍ତ,ଗାଇଡ ର କୌଶଲ୍ୟା ସାହୁ, ଜିଲ୍ଲା ତାଲିମ ଆୟୁକ୍ତ ,ଗାଇଡ ର ଅନୁସୂୟା ଦେବତା, ଜିଲ୍ଲା ରାଜ୍ୟ  ପ୍ରତିନିଧି ବିଜୁଳି ବତି ଦଳେଇ ଓ ଗିରିଧାରୀ  ଡନସନା ପ୍ରମୁଖ ପରିଚାଳନା କରିଥିବା ବେଳେ 

ସ୍କାଉଟ୍ ମାଷ୍ଟର ରମେଶ ସେଠ୍, ଶୁଭ୍ରାଂଶୁ ସାହୁ, ଧର୍ମରାଜ ପ୍ରଧାନ, ହରିବୋଲ ଅଦାବର, ପ୍ରମୋଦ ମିଶ୍ର, ଗାଇଡ କ୍ୟାପଟେନ ସରଣା ନାଏକ, ଅନିତା ଭୁଏ, ଚିନ୍ମୟୀ ବିଶ୍ଵାଳ ପ୍ରମୁଖ ତଥା  ବ୍ଲକ ର ସମସ୍ତ ସ୍କାଉଟ୍ ମାଷ୍ଟର ଓ ଗାଇଡ କ୍ୟାପଟେନ ସହଯୋଗ କରିଥିଲେ ।ଶେଷରେ ପତାକା କୁ  ଅବତରଣ କରାଯାଇ ସମବେତ ଜାତୀୟ ସଙ୍ଗୀତ ଗାନ  କରାଯାଇଥିଲା ।ପରିଶେଷରେ  ଅତାବିରା ବ୍ଲକ କ୍ରୀଡା ସମ୍ପାଦକ ସୁଦୀପ୍ତ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like