-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ମଲମୁଣ୍ଡା କ୍ଳଷ୍ଟରସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ

13-Feb-2025



ପୁଇଁନ୍ତଲା ବ୍ଳକ ଅନ୍ତର୍ଗତ ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ନିପୁଣ ମେଳା ପିପଲବାହାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରମୋଦ କୁମାର ପଟେଲଙ୍କ ତତ୍ତ୍ୱାବଧାନରେ ୦୯ ଟି ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ – ଶିକ୍ଷୟିତ୍ରୀ ଓ ଅଭିଭାବକ ଯୋଗଦେଇଥିଲେ । ସ୍ଥାନୀୟ ପ୍ରଧାନ ଶିକ୍ଷକ ତ୍ରିନାଥ ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ ପୁଇଁନ୍ତଲା ସରପଞ୍ଚ ଶ୍ରୀମତୀ ଦେବକୀ ସେଠ, ମୁଖ୍ୟ ବକ୍ତା ଭାବେ ଗଣ୍ଡ ବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଧାଂଶୁ କୁମାର ପାଢୀ  ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅଭିମନ୍ୟୁ ନନ୍ଦ ସମ୍ମାନିତ ଅତିଥିଭାବରେ ଯୋଗଦେଇଥିଲେ । ପ୍ରମୋଦ କୁମାର ପଟେଲ ଲକ୍ଷ୍ୟ, ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ସର୍ବ ପ୍ରଥମେ ଅତିଥିମାନେ ମା ବାଗ୍‌ଦେବୀ ଓ ଶ୍ରୀ ଗଣେଶ ଙ୍କ ଫଟୋ ଚିତ୍ରରେ ଧୂପଦୀପ ଓ ପୁଷମାଲ୍ୟ ପ୍ରଦାନ କରିଥିଲେ । ସୁଜାତା ଦାସ ଶ୍ଳୋକ ଉଚ୍ଚାରଣ ଓ ଛାତ୍ରୀବୃନ୍ଦ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ । ପରେ ନିପୁଣ ମିଶନର ଗୀତ ଓ ଶପଥ ପାଠ ନିଆଯାଇଥିଲା । ପ୍ରଥମରୁ ତୃତୀୟ ଶ୍ରେଣୀର ମୌଳିକ ସାକ୍ଷରତା, ମୌଳିକ  ସଂଖ୍ୟାଜ୍ଞାନ ଓ ସୃଜନାତ୍ମକ କାର୍ଜ୍ୟାକଳାପ ଉପରେ ତିଆରି ହୋଇଥିବା ବିଭିନ୍ନ

ଶିକ୍ଷଣ ଉପକରଣ ମେଳାରେ ପ୍ରଦର୍ଶନ କରାଯାଇଥିଲା । ଶିକ୍ଷଣ ଉପକରଣ ଗୁଡିକୁ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ, ଅଭିଭାବକ ଦେଖି ଖୁସି ଅନୁଭବ କରିଥିଲେ । । ମେଳାରେ ଭାଗ ନେଇଥିବା ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ସହାୟକ ଉପକରଣ ଓ ପ୍ରମାଣ ପତ୍ର ତଥା ସମସ୍ତ ଗାଇଡ ଶିକ୍ଷକ – ଶିକ୍ଷୟିତ୍ରୀ ଙ୍କୁ ମଧ୍ୟ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା । ଏହି ମେଳାରେ ଶିକ୍ଷକ ଶଶାଙ୍କ ଶେଖର ବହିଦାର ଅତିଥି ପରିଚୟ କରିଥିବାବେଳେ ସିଦ୍ଧେଶ୍ଵର ତାଣ୍ଡି ଧନ୍ୟବାଦ ଅର୍ପଣ କରିଥିଲେ। ଅଶ୍ବିନୀ କୁମାର ସାହୁ, ଇତିଶ୍ରୀ ଦାଶ, କଳ୍ପନାରାଣୀ ପଟେଲ, ସିପିକା ସ୍ଵାଇଁ , ସୁଜାତା ଦାସ, ରୀତା ଡାଙ୍ଗ, ଲିଲି ସାହୁ, ଶ୍ରଦ୍ଧାଞ୍ଜଳି ଭୋଇ, ପବିତ୍ର କୁମାର ଭାଟି, ବସନ୍ତ କୁମାର ରାଉତ, ଅଳ୍ପନା ପ୍ରିୟଦର୍ଶିନୀ ଜେନା, ବବିତା ବେହେରା, କମଳକାନ୍ତ ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like