-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||     

HOME   ଜିଲ୍ଲା

ନିମ୍ନ ମାନର ନିର୍ମାଣ କାର୍ଯ୍ୟକୁ ବନ୍ଦ କଲେ ଗ୍ରାମବାସୀ

14-Feb-2025



ବରୀ(ରଞ୍ଜିତମହାନ୍ତି): ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ବରୀ ଅଞ୍ଚଳରେ କୋଟି କୋଟି ଟଙ୍କାର ନିର୍ମାଣ କାର୍ଯ୍ୟ ହେଉଛି ହେଲେ କାର୍ଯ୍ୟ ସରିବା ପୂର୍ବରୁ ଗୋଡ଼ି ଉଠି ଯାଉଛି। ଖବର ପ୍ରସାରଣ ହେଲେ କି ଗ୍ରାମବାସୀ ମାନେ ଅଭିଯୋଗ କଲେ ମଧ୍ୟ ଅଧିକାରୀ ମାନଙ୍କର ଖାତିର ନାହିଁ। ସରକାର ଗମନା ଗମନ ସୁବିଧା ଓ ଗ୍ରାମାଞ୍ଚଳକୁ ସଂଯୋଗି କରଣ ନିମନ୍ତେ ଅର୍ଥ ବରାଦ କରି ରାସ୍ତା ନିର୍ମାଣ କରିବାକୁ ପ୍ରୟାସ କରୁଛନ୍ତି। ମାତ୍ର ଦାୟିତ୍ୱରେ ଥିବା ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କ ମଧୁ ଚନ୍ଦ୍ରିକା ଯୋଗୁଁ ରାସ୍ତା ନିର୍ମାଣ ନ ସରୁଣୁ ହୋଇ ଯାଉଛି ଖାଲ ଖମା। ଅନେକ ବିବାଦ ପରେ ପୁଣି ସମ୍ନାକୁ ଆସିଛି ଆଉ ଏକ ରାସ୍ତା ବରୀ ବ୍ଲକ ଅଧିନସ୍ଥ ରତ୍ନଗିରି ପଞ୍ଚାୟତ ଆଲିଆବାଦ ଠାରୁ ପଟଣା ହନୁମାନ ଛକ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହେଉଛି ରାସ୍ତା। ହେଲେ ନିର୍ମାଣ କାର୍ଯ୍ୟ ଅତି ନିମ୍ନ ମାନର ହେଉଥିବାରୁ କିଛି ସ୍ଥାନରେ ଭାଙ୍ଗି ରୁଜି ଗଲାଣି। ଯେଉଁଥିପାଇଁ କାର୍ଯ୍ୟକୁ ବିରୋଧ କରି ଗ୍ରାମବାସି ମାନେ ନିର୍ମାଣ କାର୍ଯ୍ୟ ବନ୍ଦ କରିଛନ୍ତି । ବିଶେଷ କରି ରାସ୍ତା ନିର୍ମାଣ କାର୍ଯ୍ୟରେ ପତଳା ବାଲି, ନିମ୍ନ ମାନର ଚିପ୍ସ, ବ୍ୟବହାର ହେବା, ଆବଶ୍ୟକ ମୁତାବକ କାର୍ଯ୍ୟରେ ପାଣି ଦିଆ ନ ଯିବା ଯୋଗୁ ରାସ୍ତାରୁ ଗୋଡ଼ି ଉଠୀଯିବା ଆଶଙ୍କା କରି ଗ୍ରାମବାସୀ ମାନେ କାର୍ଯ୍ୟ ବନ୍ଦ ରଖିଛନ୍ତି। ସରକାରୀ ନିୟମ ମୁତାବକ କାର୍ଯ୍ୟ ସମୟରେ ଦାୟିତ୍ୱରେ ଥିବା ଅଧିକାରୀ ମାନେ କାର୍ଯ୍ୟ ତଦାରଖ କରିବା କଥା। କିନ୍ତୁ କାର୍ଯ୍ୟ ହେଉଥିବା ବେଳେ ଏଠି କୌଣସି ଅଧିକାରୀ ତଦାରଖ କରିବାକୁ ଆସୁନାହାନ୍ତି। ଯାହାକୁ ନେଇ ଗ୍ରାମବାସୀ ମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ମାତ୍ର ଏହି କାର୍ଯ୍ୟର ବ୍ୟୟ ଅଟକଳ କେତେ ଏବଂ କେଉଁ କେଉଁ ସାମଗ୍ରୀ ବ୍ୟବହାର କରାଯାଇ କାର୍ଯ୍ୟ କରାଯିବ ତାହା ସୂଚନା ଫଳକରେ ଉଲ୍ଲେଖ ରହିବା କଥା। କିନ୍ତୁ ସୂଚନା ଫଳକ ଥିବା ବେଳେ ଏଥିରେ ବ୍ୟୟ ଅଟକଳର ମୂଲ୍ୟ ଏବଂ କେଉଁ କେଉଁ ପ୍ରକାର କାର୍ଯ୍ୟ କରାଯିବ ଉଲ୍ଲେଖ ନ ଥିବାରୁ ଦାୟିତ୍ୱରେ ଥିବା ଠିକାଦାର ଏଭଳି କାର୍ଯ୍ୟ କରୁଛନ୍ତି ବୋଲି ଗ୍ରାମବାସୀ ମାନେ ଅଭିଯୋଗ ହେଉଛି। ଗ୍ରାମବାସୀ ମାନଙ୍କ ଅଭିଯୋଗକୁ ଆଧାର କରି ବିଭାଗୀୟ କର୍ତ୍ତୃପକ୍ଷ ନିର୍ମାଣ କାର୍ଯ୍ୟକୁ ତଦାରଖ କରିବା ସହିତ ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚିତ ରଞ୍ଜନ ଜେନା, ରାମ ଜେନା, ସୁମତି ଜେନା, ମୋହନ ଜେନା, କୈଳାସ ଜେନାଙ୍କ ସମେତ ବହୁ ଗ୍ରାମବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026

You Might Also Like