-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ସାମାଜିକ ବାସନ୍ଦ ଶବ ସତ୍କାର କଲା ମାଁ ମାହେଶ୍ବରୀ ସେନା

14-Feb-2025



ବଲାଙ୍ଗୀର, (ପ୍ରେରଣା ଖବର) ଆଧୁନିକ ଯୁଗରେ ମଧ୍ଯ ସାମାଜିକ ବାସନ୍ଦ । ମର ଶରୀର ପାଖକୁ କେହି ଆସିଲେନି,ରାତି ରେ ପଡି ରହିଥିଲା ଶବ l ମଧ୍ଯ ରାତ୍ରିରେ ମାଁ ମାହେଶ୍ବରୀ ସେନା ପହଞ୍ଚି ସସମ୍ମାନେ ଶବ ସତ୍କାର କଲା l ସୁଚନା ଅନୁସାରେ ୧୩ ଫେବୃୟାରୀ ୨୦୨୫ ଗୁରବାର ଦିନ ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ନାଇକେନସିରା ଗ୍ରାମର ଶ୍ୟାମ କାଲସାଏଙ୍କ ସ୍ତ୍ରୀ ସବିତା କାଲସାଏ ମୃତ୍ଯୁବରଣ କରିଛନ୍ତି । ସବିତା କାଲସାଏ ଦିର୍ଘଦିନ ହେବ ଯଷ୍ମା ଓ କେନସର ରୋଗରେ ପିଡିତ ଥିଲେ ଏବଂ ବୁର୍ଲା ମେଡିକାଲ ରେ ଗତକାଲି ତାଙ୍କର ମୃତ୍ୟୁ ହୋଇଥିଲା l ଯେହେତୁ ସେ ଅନ୍ୟ ଜାତି ରେ ବିବାହ କରିଥିଲେ ସାମାଜିକ ବାସନ୍ଦ ହେତୁ ତାଙ୍କର ମର ଶରୀରକୁ ସତ୍କାର ପାଇଁ ଜାତିସମାଜ କେହି ବି ଆସିଲେନି l ଏହି ଦୁଃଖଦୁର୍ଦଶା ସମୟରେ ମାଁ ମାହେଶ୍ବରୀ ସେନାର ସଦସ୍ଯ ମାନେ ମାନବିକତାର ପରିଚୟ ଦେଇ ଶବକୁ ବୋହି ସସମ୍ମାନେ ଶବ ସତ୍କାର କଲେ l ମାଁ ମାହେଶ୍ବରୀ ସେନାର ସଦସ୍ଯ ଧନୁର୍ଯ୍ୟୟ କରନ,ମନୋଜ ଖମାରୀ, ରମାକାନ୍ତ ମେଶ୍ବା,ଅରୁନ ପଳତା,ବିରେନ୍ଦ୍ର ପାଣ୍ଡେ,ସୁରେଶ ଚନ୍ଦ୍ର କମ୍ପ ଉପସ୍ଥିତ ରହି ସହଯୋଗ କରିଥିଲେ l ମାଁ ମାହେଶ୍ବରୀ ସେନା ସବୁବେଲେ ଅସହାୟ ଲୋକଙ୍କ ପାଇଁ ସୁଖଦୁଃଖ ରେ ଛିଡା ହୋଇଥାଏ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like