-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||     

HOME   ଜିଲ୍ଲା

ଦଣ୍ଡବତ ପ୍ରଣାମ ର ମହତ୍ତ୍ଵ,,,, ତ୍ରୀବେଣୀ ସଂଗମ ର ଜଳ ଅର୍ପଣ

14-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ଶୁକ୍ରବାର ଦିନ ବରଗଡ଼ ସରସ୍ବତୀ ଶିଶୁ ମନ୍ଦିର ଓଡିଆ ବିଭାଗରେ ଦଣ୍ଡବତ ପ୍ରଣାମ ର ମହତ୍ତ୍ଵ ଉପରେ ବରଗଡ଼ ଇସ୍କନ ର ପ୍ରଧାନ ସେବକ ରାଜେଶ ଦାଶ ପ୍ରଭୁ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ସମ୍ୟକ ସୂଚନା ପ୍ରଦାନ କରିଥିଲେ । ଦଣ୍ଡବତ ପ୍ରଣାମ ଦ୍ଵାରା ଆମ ଶରୀରର ସର୍ବାଙ୍ଗ ଜୀବକୋଷ ସତେଜ ହୋଇ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ । ଏଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ଦିନକୁ ଅନ୍ତତଃ ଥରୁଟିଏ ଦଣ୍ଡବତ ପ୍ରଣାମ କରିବା ଆବଶ୍ୟକ । ଏହା ସହିତ ଛାତ୍ରଛାତ୍ରୀ ମାନଙ୍କୁ ନୈତିକ ଓ ଆଧ୍ୟାତ୍ମିକ ଶିକ୍ଷା ଉପରେ ପ୍ରବଚନ ଦେଇଥିଲେ । ଏବଂ ଏ କଳିଯୁଗରେ ହରେକୃଷ୍ଣ ମହାମନ୍ତ୍ର ମୁକ୍ତିର ଗୋଟିଏ ମାତ୍ର ମାର୍ଗ ବୋଲି କହିଥିଲେ ।
  ଏହି ଅବସରରେ ମହାକୁମ୍ଭ ମେଳାର ମୌନିଅମାବାସ୍ୟା ଦିନ ତ୍ରୀବେଣୀ ସଂଗମ ରୁ ଆସିଥିବା ଜଳ ସମସ୍ତ ଙ୍କୁ ଅର୍ପଣ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପ୍ରଧାନ ଆଚାର୍ଯ୍ୟ ରଂଜନ କୁମାର ବିଶ୍ଵାଳ, ମମତା ସା, ଗୀତାଞ୍ଜଳି ସାହୁ ଆଦି ଯୋଗଦେଇ ସହଯୋଗ କରିଥିବା ବେଳେ, ଭାଗୀରଥି ଦାଶ ପ୍ରଭୁ ମୃଦଙ୍ଗ ବାଦନ କରିଥିଲେ ।ଇସ୍କନ୍  ପ୍ରଚାରକ ଅଭିଜିତ ପ୍ରଭୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମ ରେ ପ୍ରାୟ ୫୦୦ ଛାତ୍ର ଛାତ୍ରୀ ଭାଗ ନେଇଥିଲେ ।ଏହିପରି କାର୍ଯ୍ୟକ୍ରମ ମାନ କରାଗଲେ ଆଜିକା ଆଧୁନିକ ଯୁଗର ପିଲାମାନେ ଆଧ୍ୟାତ୍ମିକତା ପ୍ରତି ଆକୃଷ୍ଟ ହୋଇ ଉତ୍ତମ ନାଗରିକ ହୋଇ ପାରିବେ ବୋଲି ପ୍ରଧାନ ଆଚାର୍ଯ୍ୟ ନିଜ ବକ୍ତବ୍ୟ ରେ ପ୍ରକାଶ କରିଥିଲେ ।ପରିଶେଷରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ତନୁଜା ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026

You Might Also Like