-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଖେଳ

ଉଷାଦେବୀ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଂଟ, ବରଗଡ ଚାମ୍ପିଅନ

14-Jan-2021



ଉଲୁଣ୍ଡା(ଗୌର ଚନ୍ଦ୍ର ପରିଛା)- ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କୁକିଆ ରଘୁନାଥ ସ୍ପୋଟିଂ ତରଫରୁ ଆୟୋଜିତ ହୋଇଥିବା ଚତୁର୍ଥ ଉଷାଦେବୀ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଂଟ ଆଜି ଉଦଯାପିତ ହୋଇଯାଇଛି । ଏଥିରେ ବ୍ଲୁ ଡାଇମଣ୍ଡ ବରଗଡ ଦଳ ଜେସିସି ସମ୍ବଳପୁର ଦଳକୁ ହରାଇ ଚାମ୍ପିଅନ ହୋଇଛି । ୩ଟି ଫର୍ମାଟରେ ହୋଇଥିବା ଏହିମ୍ୟାଚର ପ୍ରଥମ ଫର୍ମାଟରେ ବରଗଡ ଦଳ ବ୍ୟାଟିଂ କରି ୧୬ ଓଭରରେ ୧୭୧ ରନ କରିଥିଲା । ଏହାର ଜବାବରେ ସମସବଲପୁର ଦଳ ୧୪୮ ରନ କରି ପରାଜୟ ହୋଇଥିଲା । ସେହିପରୀ ଦ୍ୱିତୀୟ ଫର୍ମାଟରେ  ବରଗଡ ଦଳ ୮୬ ରନ କରିଥିବା ବେଳେ  ସମ୍ବଳପୁର ଦଳ ୭୦ ରନ କରି ପରାଜୟ ହୋଇଥିଲା । ଫଳରେ ବରଗଡ ଦଳ ଚାମ୍ପିଅନ ହୋଇଥିଲା । ଖେଳକୁ ଶ୍ୟାମଶୁନ୍ଦର ପଣ୍ଡା ଓ ଶ୍ରୀବନ ନାଏକ ପରିଚାଳନା କରିଥିଲେ । ପାର୍ଥସାରଥୀ ଦାସ ଧାରାବିବରଣୀ ପ୍ରଦାନ କରିଥିବା ବେଳେ ମନ୍ମଥ ପୁରୋହିତ ସ୍କୋରର ଦାଇତ୍ୱ ତୁଲାଇଥିଲେ । ଏହି ଅବଶରରେ ଆୟୋଜକ ସଭାପତି ଆଦିତ୍ୟ ପୁରୋହିତଙ୍କ ଅଧ୍ୟକ୍ଷତାରେ ହୋଇଥିବା ପୁରସ୍କାର ବିତରଣୀ ଉତ୍ସବରେ ବ୍ଲକ ଉପାଧ୍ୟକ୍ଷ ଅଶୋକ ପଣ୍ଡା, ପଂଚମହଲା ସରପଂଚ ରେବତୀ ବିଶ୍ୱାଳ, ପୁର୍ବତନ ସରପଂଚ କୈଲାସବ୍ନ୍‌୍‌ର ପୁରୋହିତ, ବଳିଧ୍ୱଂସୀ ପୁରୋହିତ, ମହେଶ ପୁରୋହିତ  ପ୍ରମୁଖ ଅତିଥି ଭାବରେ ଯୋଗଦେଇ ବିଜେତା ଓ ଉପବିଜେତା ଦଳକୁ ଟ୍ରଫି ସହ ପୁରସ୍କାର ପ୍ରଦାନ କରିଥିଲେ । ମ୍ୟାନ ଅଫଦ ସିରିଜ ଭାବରେ ବରଗଡର ସୁମିତ ରାୟ, ମ୍ୟାନଅଫଦ ମ୍ୟାଚ ଭାବରେ କୁମମୁନ ରାଉତ, ଶେଷ୍ଠ ବୋଲର ଭାବରେ ଅଭିଷେକ ପଣ୍ଡା, ବ୍ୟାଟସମ୍ୟାନ ଭାବରେ ମହମ୍ମଦ ଇଫତିକାରଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like