-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||     

HOME   ଜିଲ୍ଲା

ଜାତୀୟ କ୍ରିଡା ବିଜୟିନୀଙ୍କୁ ଜିଲ୍ଲା ପ୍ରଶାସନର ସମ୍ବର୍ଦ୍ଧନା

14-Feb-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ୩୮ ତମ ଜାତୀୟ କ୍ରିଡା ରେ ଲନ ବଲରେ ରୌପ୍ୟ ବିଜେତା ରାଜେଶ୍ଵରୀ ସେଠ ଏବଂ ରୋଶନୀ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।  ଚଳିତ ବର୍ଷ ଉତ୍ତରାଖଣ୍ଡରେ ଅନୁଷ୍ଠିତ ହେଇ ଥିବା ଜାତୀୟ କ୍ରିଡାରେ ବଲାଙ୍ଗିରର ଏହି ୨ଖେଳାଳି ରୌପ୍ୟ ଜିତିଥିଲେ । ଜିଲ୍ଲାପାଳଙ୍କ ସମ୍ମିଳନୀ ଏହି ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ରାଜେଶ୍ଵରୀ ସେଠ ଏବଂ ରୋଶନୀ ସାହୁଙ୍କୁ ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ ପୁଷ୍ପଗୁଚ୍ଛ ଏବଂ ଟ୍ରଫି ଦେଇ ସମ୍ବର୍ଦ୍ଧିତ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ସମସ୍ତ କ୍ଷେତ୍ରରେ ବଲାଙ୍ଗିରର ନାମ ଆଗକୁ ନେବାକୁ ଆହ୍ଵାନ କରିଥିଲେ। 

ସମସ୍ତ ଦିଗରେ ନିଜର ଶତପ୍ରତିଶତ ଦେବାକୁ ତଥା ଜାତୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିଥିବାରୁ ସେମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିବେ ବୋଲି କହିଥିଲେ । କୃତୀ ଖେଳାଳି ଭାଷଣ ଦେଇ ନିଜର ଖୁସି ବ୍ୟକ୍ତ କରିବା ସହ କ୍ରିଡା କ୍ଷେତ୍ରରେ ଉନ୍ନତ ମନନିବେଶ କରିବାକୁ କହିଥିଲେ  ।ଏହି ସଭାରେ ଜିଲ୍ଲା ମୁଖ୍ୟ କ୍ରିଡାଧିକାରୀ ରାଜେନ୍ଦ୍ର ନାୟକ ଏବଂ କୋଚ ପରାଶର ବାଗ, କ୍ରିଡା ସଂଗଠକ ସୁମିତ ପୁରୋହିତ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସଭା ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026

You Might Also Like