-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବରଗଡ଼-ଭୁବନେଶ୍ୱରଣ୍ଟନୂଆ ଇଣ୍ଟରସିଟି ଟ୍ରେନ୍ ଦାବି କଲେ ସାଂସଦ ପ୍ରଦୀପ ପୁରୋହିତ

14-Feb-2025



ବରଗଡ(ପ୍ରେରଣା ଖବର): ପ୍ରତିଦିନ ସକାଳ ସମୟରେ ବରଗଡ଼ରୁ ଭୁବନେଶ୍ୱରକୁ ଇଣ୍ଟରସିଟି ଟ୍ରେନ୍ ଚଳାଚଳ କରିବାକୁ ଦାବି କଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ବରଗଡ଼ ବାସୀଙ୍କ ଦୀର୍ଘ ଦିନର ଦାବିକୁ କେନ୍ଦ୍ର ଆଗରେ ଉପସ୍ଥାପନ କଲେ ବରଗଡ଼ ସାଂସଦ । କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟି ବରଗଡ଼ ନିର୍ବାଚନ ମଣ୍ଡଳୀର ଉନ୍ନତି ପାଇଁ ଦାବି କଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ବରଗଡ଼ରୁ ଭୁବନେଶ୍ୱର ଇଣ୍ଟରସିଟି ଚାଲୁ କରିବାକୁ ଦାବି କଲେ ସାଂସଦ । ଏହି ରୁଟରେ ଇଣ୍ଟରସିଟି ଚଳାଚଳ କରିବାକୁ ଅଂଚଳବାସୀଙ୍କ ଅନେକ ଦିନରୁ ଦାବି ରହି ଆସିଛି । ଭୁବନେଶ୍ୱରକୁ ପ୍ରତିଦିନ ସକାଳେ ଇଣ୍ଟରସିଟି ଚଳାଚଳ କଲେ ସେହିଦିନ ଭୁବନେଶ୍ୱର ଯାଇ ପୁଣି ବରଗଡ଼ ଫେରି ପାରିବେ ଯାତ୍ରୀ । ଯାହାଦ୍ୱାରା ଲୋକ ମାନେ ସେମାନଙ୍କର ଚିକିତ୍ସା, ଶିକ୍ଷାଗତ, ସରକାରୀ, ବ୍ୟବସାୟିକ ଆଦି କାର୍ଯ୍ୟ ସହଜରେ କରି ପାରିବେ । ଅଯଥା ହୋଟେଲରେ ରହଣି ଖର୍ଚ୍ଚ ବହନ ନକରି ସେହି ଦିନ ସେମାନେ ଘରକୁ ଫେରି ପାରିବେ । ବରଗଡ଼ ରୋଡ୍ ଏବଂ ବଲାଙ୍ଗୀର ଷ୍ଟେସନ ପୂର୍ବତଟ ରେଳବାଇର ସମ୍ବଲପୁର ଡିଭିଜନ ଅଧିନରେ ଅଛି । ବରଗଡ଼ ରୋଡ/ବଲାଙ୍ଗୀରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଏକ ନୂଆ ଟ୍ରେନ୍ ଚଳାଚଳ କରାଯାଉ କିମ୍ବା ୧୮୦୩/୩୦୪ ପୁରୀ-ସମ୍ବଲପୁର-ପୁରୀ ଇଣ୍ଟରସିଟିକୁ ବରଗଡ଼/ବଲାଙ୍ଗୀର ପର୍ଯ୍ୟନ୍ତ ୨-ରେକ୍ ଟ୍ରେନ ଭାବେ ପରିବର୍ତ୍ତନ କରାଯାଉ ବୋଲି କହିଛନ୍ତି ପ୍ରଦୀପ ପୁରୋହିତ । ଏହାସହ ଏହାର ରକ୍ଷଣା ବେକ୍ଷଣ ପୁରୀଠାରେ କରା ଯାଇପାରିବ । ବିଭିନ୍ନ ସଙ୍ଗଠନ ପକ୍ଷରୁ ଅନେକ ଦିନ ଧରି ଦାବି କରା ଯାଇଆସୁଛି । ପୂର୍ବରୁ ଏହି ପ୍ରସ୍ତାବରେ ପୂର୍ବତଟ ରେଳବାଇ ରାଜି ମଧ୍ୟ ହୋଇଥିଲା । ହେଲେ ଦୁର୍ଭାଗ୍ୟବଶତଃ ଏହା କାର୍ଯ୍ୟକାରୀ ହୋଇପାରିନାହିଁ । ରେଳବାଇ କର୍ତ୍ତୃପକ୍ଷଙ୍କ ଉଦାସୀନ ଆଭିମୁଖ୍ୟ ଯୋଗୁଁ ଏହାକୁ ବିଚାରକୁ ନିଆଯାଉ ନାହିଁ । ଯାହା ଦୁଃଖର ବିଷୟ ବୋଲି କହିଛନ୍ତି ଶ୍ରୀ ପୁରୋହିତ । ବରଗଡ଼ ଭଳି ଅବହେଳିତ ଅଂଚଳ ପାଇଁ ଟ୍ରେନ୍ ସୁବିଧା ଅତ୍ୟନ୍ତ ଆବଶ୍ୟକ । ଲୋକଙ୍କ ଭାବାବେଗକୁ ବିଚାର କରି ଏବଂ ପଶ୍ଚିମ ଓଡ଼ିଶାର ଏହି ଅଂଚଳର ପୁରୁଣା ଦାବି ପୂରଣ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଅନୁରୋଧ କରିଛନ୍ତି ସାଂସଦ ପ୍ରଦୀପ ପୁରୋହିତ । ଏହାସହ ପାଇକମାଲ ରେଳଷ୍ଟେସନର ନାମ ପରିବର୍ତ୍ତନ କରି ନୃସିହନାଥ ମନ୍ଦିର ରେଳ ଷ୍ଟେସନ କରିବାକୁ ପ୍ରସ୍ତାବ ଦେଇଛନ୍ତି ବରଗଡ଼ ସାଂସଦ । ଜନଶତାବ୍ଦୀ ଏକ୍ସପ୍ରେସକୁ ଝାରସୁଗୁଡା ପର୍ଯ୍ୟନ୍ତ ସମ୍ପ୍ରସାରଣ ସହ ହାତିଆ ଝାରସୁଗଡ଼ା ପାସେଂଜର ଟ୍ରେନକୁ ରାୟଗଡ଼ ଓ କୋଭିଡ୍ ସମୟରେ ବନ୍ଦ ହୋଇଥିବା ନିଜାମୁଦ୍ଦିନ୍-ରାୟଗଡ଼ ଗୋଣ୍ଡୱାନା ଏକ୍ସପ୍ରେସ ଟ୍ରେନ୍କୁ  ପୁନଃଚଳାଚଳ କରିବାକୁ ରେଳମନ୍ତ୍ରୀଙ୍କ ପାଖରେ ଦାବି ରଖିଛନ୍ତି ପ୍ରଦୀପ ପୁରୋହିତ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like