-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ମାନ୍ଦଲା କ୍ଳଷ୍ଟରସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ

14-Feb-2025



କଣ୍ଟାବାଞ୍ଜି(କୈଳାଶ ସଗ୍ରିଆ): ତୁରେକେଲା ବ୍ଳକ ଅନ୍ତର୍ଗତ ମାନ୍ଦଲା ଆଞ୍ଚଳିକ ସାଧନ କେନ୍ଦ୍ରର କ୍ଳଷ୍ଟର ସ୍ତରୀୟ ନିପୁଣ ମେଳା କମେଇମୁଣ୍ଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା।ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଧନସିଂ ମାଝୀଙ୍କ ତତ୍ତ୍ୱାବଧାନରେ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ।ପୁଟାପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅକ୍ରୁର ପୁଟାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶ,ମୁଖ୍ୟ ଅତିଥି ଭାବରେ

ଯୋଗ ଦେଇଥିଲେ।ଧନସିଂ ମାଝୀ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିବା ସହିତ ସଭା ପରିଚାଳନା କରିଥିଲେ।ସର୍ବ ପ୍ରଥମେ ଅତିଥି ମାନେ ମା ବାଗ୍ଦେବୀଙ୍କ ଫଟୋଚିତ୍ରରେ ଧୂପଦୀପ ଓ ପୁଷ୍ପମାଲ୍ୟ ପ୍ରଦାନ କରିଥିଲେ। ଛାତ୍ରୀବୃନ୍ଦ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ।ତାପରେ ନିପୁଣ ମିଶନର ଗୀତ ଓ ପ୍ରତିଜ୍ଞା ନିଆଯାଇଥିଲା।ପ୍ରଥମରୁ ତୃତୀୟ ଶ୍ରେଣୀ ର ସଂଖାଜ୍ଞାନ ଓ ଭାଷାଜ୍ଞାନ ଉପରେ ତିଆରି ହୋଇଥିବା ବିଭିନ୍ନ ଶିକ୍ଷଣ ସାମଗ୍ରୀ ମେଳାରେ ପ୍ରଦର୍ଶନ କରାଯାଇଥିଲା।ଶିକ୍ଷଣ ସାମଗ୍ରୀ ଗୁଡିକୁ ଛାତ୍ରଛାତ୍ରୀ, ଶିକ୍ଷକ ,ଶିକ୍ଷୟିତ୍ରୀ,ଅଭିଭାବକ ଦେଖି ଖୁସି ଅନୁଭବ କରିଥିଲେ।ସାଲେପଡା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବୈଷ୍ଣବ ବେହେରା, ଏଫଏଲଏନ ଶିକ୍ଷକ ସୁରେଶ ମାଝୀ,ତାରା ପ୍ରଧାନଙ୍କ ପ୍ରଚେଷ୍ଟାରେ ତିଆରି ହୋଇଥିବା ଶିକ୍ଷଣ ସାମଗ୍ରୀକୁ ସମସ୍ତେ ଭୁରି ଭୁରି ପ୍ରଶଂସା କରିଥିଲେ।ବିଚାରକ ଭାବରେ ଶିକ୍ଷକ ବିମଳ ହାତୀ ଓ ବିଦ୍ୟାଧର ନାୟକ ସମସ୍ତ ଶିକ୍ଷଣ

ସାମଗ୍ରୀ ଗୁଡିକୁ ବୁଲି ଦେଖିଥିଲେ।ସାଲେପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ପ୍ରଥମ ପୁରସ୍କାର ଦେବାକୁ ଚୟନ କରିଥିଲେ।ଛାତ୍ରଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।ଏହି ମେଳାରେ ଶିକ୍ଷକ ଲଳିତ କୁଅଁର, ଭବାନୀ ବେହେରା, ବିଶେଶ୍ୱର ମୁଦୁଲି,ପ୍ରମୋଦ ମାଝୀ, ବିକାଶ ନାଥ,ହେମାନନ୍ଦ ତାଣ୍ଡୀ,ଘନଶ୍ୟାମ ଭୋଏ,ବିକାଶ ବର୍ଗେ, ଶରତ ମାଝୀ, ରାଜ କିଶୋର ସେଠ,ମୋହିନୀ ଧରୁଆ,ଯଶୋବନ୍ତୀ ପୁଟେଲ, ଚନ୍ଦ୍ରାବତୀ ଦେଇ,ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like