-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||     

HOME   ଜିଲ୍ଲା

ସାଉଁନ୍ତପୁର କ୍ଳଷ୍ଟରସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ

14-Feb-2025



ପୁଇଁନ୍ତଲା ବ୍ଳକ ଅନ୍ତର୍ଗତ ସାଉଁନ୍ତପୁର ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ନିପୁଣ ମେଳା ସାଉଁନ୍ତପୁର ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ସାଉଁନ୍ତପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜୟଚନ୍ଦ୍ର ପଟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ସାଉଁନ୍ତପୁର ସରପଞ୍ଚ ଶ୍ରୀମତୀ ମାଧବିଲତା ପଟେଲ, ସମ୍ମାନିତ ଅତିଥି ନୀଳମଣି ପଣ୍ଡା, ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ, ପୁଇଁନ୍ତଲା ଓ ସାଉଁନ୍ତପୁର ପ୍ରାଥମିକ ବିଦ୍ୟାଳୟର ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଉଗ୍ରେସନ ପଧାନ, ମୁଖ୍ୟ ବକ୍ତା ନିଲିଜିପାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭବାନୀ ଶଙ୍କର ମିଶ୍ର ଭାବେ ଯୋଗଦେଇଥିଲେ । ସାଉଁନ୍ତପୁର  ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରମୋଦ କୁମାର ପଟେଲଙ୍କ ତତ୍ତ୍ୱାବଧାନରେ ଆଠଟି ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକଶିକ୍ଷୟିତ୍ରୀ ଓ ଅଭିଭାବକ ଯୋଗଦେଇଥିଲେ । ସର୍ବ ପ୍ରଥମେ ଅତିଥିମାନେ ମା ବାଗ୍‌ଦେବୀ ଓ ଶ୍ରୀ ଗଣେଶଙ୍କ ଫଟୋଚିତ୍ରରେ ଧୂପଦୀପ ଓ ପୁଷ୍ପମାଲ୍ୟ ପ୍ରଦାନ କରିଥିଲେ । ପ୍ରମୋଦ କୁମାର ପଟେଲ ଲକ୍ଷ୍ୟ, ଉଦ୍ଦେଶ୍ୟ ଜ୍ଞାପନ କରିବାସହ ନିପୁଣ ମିଶନର ଗୀତ ଓ ଶପଥ ପାଠ ନିଆଯାଇଥିଲା । ପ୍ରଥମରୁ ତୃତୀୟ ଶ୍ରେଣୀର

ମୌଳିକ ସାକ୍ଷରତା, ମୌଳିକ  ସଂଖ୍ୟାଜ୍ଞାନ ଓ ସୃଜନାତ୍ମକ କାର୍ଜ୍ୟାକଳାପ ଉପରେ ତିଆରି ହୋଇଥିବା ବିଭିନ୍ନ ଶିକ୍ଷଣ ଉପକରଣ ମେଳାରେ ପ୍ରଦର୍ଶନ କରାଯାଇଥିଲା । ଶିକ୍ଷଣ ଉପକରଣ ଗୁଡିକୁ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ, ଅଭିଭାବକ ଦେଖି ଖୁସି ଅନୁଭବ କରିଥିଲେ । । ଏହି ଅବସରରେ ଭାଗ ନେଇଥିବା ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷଣ ସହାୟକ ଉପକରଣ ଓ ପ୍ରମାଣ ପତ୍ର ତଥା ସମସ୍ତ ଶିକ୍ଷକଶିକ୍ଷୟିତ୍ରୀଙ୍କୁ ମଧ୍ୟ ପ୍ରଶଂସାପତ୍ର ପ୍ରଦାନ କରାଯାଇଥିଲା । ଶିକ୍ଷକ ଚୌଧୁରୀ ତାଣ୍ଡି ଅତିଥି ପରିଚୟ କରିଥିବାବେଳେ ବିଶ୍ଵ ପ୍ରସାଦ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଜ୍ୟୋସ୍ନାରାଣୀ ଭୋଇ, ମିନତୀ ସାହୁ, ଜ୍ୟୋସ୍ନା ପଟେଲ, ପୂଜା ଦେହେରୀ, ବସନ୍ତ କୁମାର ବେହେରା, ନମିତା ପ୍ରଧାନ, ସଞ୍ଜୁଶ୍ରୀ ନାଏକ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026

You Might Also Like