-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସନ୍ଥ ଦିବ୍ଯଜୀବନ ଗୁରୁକୁଳରେ ମାତୃପିତୃ ପୂଜନ ଦିବସ ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ;  "ସୁସ୍ଥ ସମାଜ ଗଠନରେ ସୁସ୍ଥ ପରିବାରର ଭୂମୀକା ଗୁରୁତ୍ବପୂର୍ଣ୍ଣ "

14-Feb-2025



ବଲାଙ୍ଗୀର(ପ୍ରେରଣା ଖବର): ପୁଇଁତଳା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ସନ୍ଥ ଦିବ୍ଯଜୀବନ ଗୁରୁକୁଳ ରେ ମାତୃପିତୃ ପୂଜନ ଦିବସ ସହ ୧୫ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗୁରୁକୁଳର ପ୍ରଧାନ ଆଚାର୍ଯ୍ଯା ଯାଜ୍ଞସେନୀ ଭୋଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ସଭାରେ ପୁଇଁତଳା ବ୍ଲକ ଚେୟାରମେନ ସରୋଜ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୁସ୍ଥ ସମାଜ ଗଠନ ରେ ସୁସ୍ଥ ପରିବାରର ଭୂମୀକା ଗୁରୁତ୍ବପୂର୍ଣ୍ଣ ବୋଲି କହିଥିଲେ। ମୁଖ୍ୟବକ୍ତା  ଭାବେ ପୁଇଁତଳା ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ସୁନା ଯୋଗଦେଇ ନୀତିଶିକ୍ଷା ବ୍ଯକ୍ତିକୁ ବଳିଷ୍ଠ ବ୍ଯକ୍ତିତ୍ବର ଅଧିକାରୀ କରେ ବୋଲି ନିଜ ବକ୍ତବ୍ଯରେ କହିଥିଲେ। ନିମନ୍ତ୍ରୀତ ବକ୍ତା ଭାବେ ବହଲପଦର ହାଇସ୍କୁଲ ର ବିଜ୍ଞାନ ଶିକ୍ଷକ ନାରାୟଣ ମିଶ୍ର ଯୋଗଦେଇ ପରିବାରକୁ ଉଚିତ ମାର୍ଗରେ ପରିଚାଳିତ କରିବା ପାଇଁ ମାତା ପିତାଙ୍କ ଭୂମୀକା ଅନସ୍ବୀକାର୍ଯ୍ୟ ବୋଲି କହିଥିଲେ। ସମ୍ମାନୀତ ଅତିଥି ଭାବେ ବିଲେଇସର୍ଡା ସରପଞ୍ଚ ସୁଶାନ୍ତ ଛତ୍ରିଆ,ସମିତି ସଭ୍ଯ ସୁରେନ୍ଦ୍ର ବୁଡେକ,ସମାଜସେବୀ ଭରତଭୂଷଣ ପ୍ରଧାନ ପ୍ରମୁଖ ଯୋଗଦେଇ  ପରିବାରକୁ ସୁସ୍ଥ, ସୁଶୃଙ୍ଖଳିତ  କରି ଗଢି ତୋଳିବା ପାଇଁ ପରିବାରରେ ପିଲାଙ୍କୁ ସଂସ୍କାର ଓ ରୀତିନୀତି ଶିକ୍ଷା ଦେବା ଜରୁରୀ ବୋଲି କହିଥିଲେ। ପ୍ରଧାନ ଆଚାର୍ଯ୍ଯା ଯାଜ୍ଞସେନୀ ଭୋଇ ବାର୍ଷିକ

ବିବରଣୀ ପଠନ କରିଥିଲେ। କାର୍ଯ୍ୟକ୍ରମର ସଂଯୋଜନା ସରୋଜ ରାମ ଗଡତ୍ଯା କରିଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ ଗୁରୁଜୀ ହିମାଂଶୁ ଶେଖର ନାଏକ। ଏହି ଅବସରରେ ମୁଖ୍ଯଅତିଥି ଶ୍ରୀ ପଧାନ  ବିଦ୍ୟାଳୟ ତରଫରୁ "ମୋ କଳ୍ପନା ମୋ କୃତୀ" ପ୍ରାଚୀର ପତ୍ରିକାକୁ ଉନ୍ମୋଚିତ କରିଥିଲେ। ଚଳିତବର୍ଷ ପାଇଁ ବିନ୍ଦାରାଣୀ ଦଲାଇଙ୍କୁ ଶ୍ରେଷ୍ଠ ଛାତ୍ରୀ ଭାବେ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ପୁରସ୍କାର ବିତରଣୀ କାର୍ଯ୍ଯକ୍ରମକୁ ଗୁରୁମା ସୁଜାତା ଗଡତ୍ଯା, ଝରଣା ପଧାନ, ରିମା ମେଶ୍ବା,ମନିଷା ପଧାନ,ପିଞ୍ଜଳୀ ସାହୁ, ସେବିକା ସର୍ବେଶ୍ବରୀ ବିଶ୍ବାଳ ପ୍ରମୁଖ ପରିଚାଳନା କରିଥିଲେ। ଦ୍ବିତୀୟ ଅଧିବେଶନରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like