-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଫ୍ରେଣ୍ଡସ କ୍ଳବ ପକ୍ଷରୁ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ 

14-Feb-2025



ବଲାଙ୍ଗିର(ଦେବାଶିଷ ବହିଦାର)- ବଲାଙ୍ଗିର  ସୁଦୂରର ପ୍ରସାରି ଅନୁଷ୍ଠାନ ଫ୍ରେଣ୍ଡସ କ୍ଳବ ପକ୍ଷରୁ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ପଞ୍ଚମ ଦିନରେ ସହର ସ୍ଥିତ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆରେ ୟଙ୍ଗ ଉତ୍କଳ କ୍ଲବ କଟକ ବନାମ ବ୍ରଦର୍ସ ଫୁଟବଲ କ୍ଳବ କୁଚିଣ୍ଡା ମଧ୍ୟରେ ଫୁଟବଲ ଖେଳ ଅନୁଷ୍ଠିତ ହୋଇଯାଇଛି l  ଅନୁଷ୍ଠାନର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ବରେ ମୁଖ୍ୟଅତିଥି ଭାବରେ ଭିମଭୋଇ ହସ୍ପିଟାଲ ସୁପେରିଣ୍ଟେଣ୍ଡେଣ୍ଟ ଡାକ୍ତର ମାନସୀ ପଣ୍ଡା, ସମ୍ମାନୀତ ଅତିଥି ଭାବରେ ଉପ ଜିଲ୍ଲାପାଲ ଆଲୋକ ପଟେଲ, ଫାଓ ସଭାପତି ତଥା ଜିଲ୍ଲା କ୍ରୀଡା ସାଂସଦ କାର୍ଯ୍ୟକାରୀ ସଭାପତି ଡ. ଶ୍ରୀକର ମିଶ୍ର, ସେଞ୍ଚୁରୀୟାନ ବିଶ୍ୱବିଦ୍ୟାଳୟରେ ନିର୍ଦେଶକ ଡ. ପ୍ରଦୀପ ଷଢଙ୍ଗୀ, ଡାକ୍ତର ତୁଷାର କାନ୍ତ ଠାକୁର,ଡାକ୍ତର ଭଂଜନ ମେହେର, ହସ୍ପିଟାଲ ମେନେଜର ଡାକ୍ତର ସୁଦିପ ଦତ୍ତ ସମେତ ସମ୍ପାଦକ ଜଗନ୍ନାଥ ମିଶ୍ର ଓ ମଧୁ ବଂଛୋର ମଞ୍ଚାସିନ ଥିଲେ l ଅତିଥିମାନଙ୍କୁ ଅନୁଷ୍ଠାନରେ କର୍ମକର୍ତା ଉପଢୌକଣ ଦେଇ ସମ୍ମାନିତ କରିଥିଲେ l ଅନୁଷ୍ଠାନର କୋଡିନେଟର ମନୋଜ କୁମାର ମିଶ୍ର  ଟିମ ମାନଙ୍କୁ କୋଡିନେଟ କରିଥିଲେ l ଆଜିର ପଞ୍ଚମ ଦିନ ଖେଳରେ ପୂର୍ବତନ ଫୁଟବଲ ଖେଳାଳି ବୀରେନ୍ଦ୍ର ସୁନା ଓ ଅକ୍ଷୟ କୁମାର ବେହେରାଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମାନୀତ କରାଯାଇଥିଲା l ମ୍ୟାଚ କମିଶନର ଭାବରେ ଶରତ କୁମାର ନନ୍ଦ ଦାୟିତ୍ୱ ତୁଲାଇଥିବା ବେଳେ ସୁରେଶ କୁମାର ଦାଶ , ନର୍ସିଂ ସ୍ୱାମୀ ନାଇଡ଼ୁ, ସଂଜୀବ କୁମାର ମହାରଣା, ଜ୍ୟୋତି ରଞ୍ଜନ ମହାନନ୍ଦ, ସୁଦର୍ଶନ ସେଠ୍ ଖେଳକୁ ପରିଚଳନା କରିଥିଲେ l ୟଙ୍ଗ ଉତ୍କଳ କ୍ଲବ କଟକ ଦଳ ବ୍ରଦର୍ସ ଫୁଟବଲ କ୍ଳବକୁ ଦୁଇ ଏକ ଗୋଲ ଦେଇ ବିଜୟ ହାସଲ କରିଥିଲା l ଆଜିକାର ଜଣେ ଭାଗ୍ୟସାଳି ଦର୍ଶକ ଚୟୁନୁ ମଟାରୀ ଠିକାଦାର ପଡା ବଲାଙ୍ଗିର ଲଟେରୀ କୂପନ ଦ୍ୱାରା ଏକ ପ୍ରେସରକୁକର 

ପୁରସ୍କାର ପାଇଥିଲେ l ଵେଷ୍ଟ ଭଲଣ୍ଟୀୟର ତରୁଣ ଭୋଇ  ଓ ସୁବଳ ସାହୁଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମାନିତ କରାଯାଇଥିଲା l ପବିତ୍ର ଖୁଣ୍ଟିଆ, ପୂର୍ଣ୍ଣ ଚନ୍ଦ୍ର ତ୍ରିପାଠୀ, ଦେବେନ୍ଦ୍ର ପାତ୍ର, ଟିକୁ ପରିଚ୍ଛା,ମନୋଜ ଦୀପ, ପ୍ରଦୀପ ସିଂହ, ସନ୍ତୋଷ ପାଢ଼ୀ କିଶୋର ଦଣ୍ଡସେନା, ଲଷ୍ମୀ ନାରାୟଣ ସ୍ୱାଇଁ, ରାମ ନାଏକ, ଅରୋ ରଞ୍ଜନ ମହାପାତ୍ର, ବଦ୍ରି ମିଶ୍ର, ସୋମନାଥ ମିଶ୍ର, ଗୋବିନ୍ଦ ଶତପଥୀ, କମ୍ଭୁ ତ୍ରିପାଠୀ, ସୋନୁ ପଟ୍ଟନାୟକ, ମୁନା ପାଳ, ନିତ୍ୟା ପଧାନ, ରମା ମିଶ୍ର, ଇନ୍ଦ୍ର ନନ୍ଦ, ପୃଥ୍ୱୀରାଜ ବରାଡ଼, ନିଶାର କାନ୍ତ ନାଗ, ରାଜୁ ସାହୁ, ପ୍ରଦୀପ ସାହୁ,ସନତ ତ୍ରିପାଠୀ, ସୂର୍ଯ୍ୟ ମେହେର, ମଣ୍ଟୁ ମିଶ୍ର, ପିଣ୍ଟୁ ପୁରୋହିତ ପ୍ରମୁଖ ସହଯୋଗ କରିଥିଲେ l ଆସନ୍ତାକାଲି ଶନିବାର ଦ୍ଵିତୀୟ ସେମିଫାଇନାଲରେ ଜଗୟୁନାଇଟେଟ କ୍ଲବ ଭୁବନେଶ୍ୱର ବନାମ ୟଙ୍ଗ ଉତ୍କଳ କ୍ଲବ କଟକ ମଧ୍ୟରେ ଖେଳ ଅନୁଷ୍ଠିତ ହେବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like