-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ରାଜ୍ୟ

ବିଶ୍ୱ ରେକର୍ଡ କଲେ କୁନି ଧର୍ମପଦ

14-Jan-2021



ବଲାଙ୍ଗିର (ପ୍ରେରଣା ଖବର): ଐତିହାସିକ କୋଣାର୍କ ସୂର୍ଯ୍ୟ ମନ୍ଦିରର ମୁଣ୍ଡି ମାରି ଇତିହାସରେ ନିଜ ନାଁକୁ ସ୍ୱର୍ଣ୍ଣିମ ଅକ୍ଷରରେ ଲେଖିଥିଲେ କୁନି ବାଳକ ଧର୍ମପଦ। ଏବେ ଚର୍ଚ୍ଚାରେ ଆଉ ଜଣେ କୁନି ଧର୍ମପଦ। ଇଏ ଧର୍ମପଦ ହେଉଛନ୍ତି ବଲାଙ୍ଗିର ସହର ରାଜୀବନଗର ପଡାର ବାଳୁକା ଶିଳ୍ପୀ ଓମପ୍ରକାଶ ସାହୁଙ୍କ ଦୁଇ ବର୍ଷର ପୁଅ। ନିଜ ମୁହଁରେ ଦେଶର ସମସ୍ତ ରାଜ୍ୟର ରାଜଧାନୀର ନାଁ କହି ୱାର୍ଲଡ ରେକର୍ଡର ଅଧିକାରୀ ହୋଇଛନ୍ତି ମାତ୍ର ଦୁଇ ବର୍ଷର ଏହି କୁନି ଶିଶୁ। ଏକ୍ସକ୍ଲୁସିଭ ୱାର୍ଲଡ ରେକର୍ଡ ନାମକ ଏକ ସଂସ୍ଥା ଦ୍ୱାରା ଧର୍ମପଦଙ୍କୁ କମ ବୟସରେ ଲଗାତାର ଭାବରେ ଷ୍ଟେଟ କ୍ୟାପିଟାଲ ମାନଙ୍କ ନାଁ କହି ପାରୁଥିବାରୁ ୱାର୍ଲଡ ରେକର୍ଡ ସାର୍ଟିଫିକେଟ ପ୍ରଦାନ କରାଯାଇଛି। ଧର୍ମପଦଙ୍କ ବାପା ଓମପ୍ରକାଶ ସାହୁ ଏବଂ ମା’ ଭାଗ୍ୟବତୀ ବାଗ ଉଭୟ ଶିକ୍ଷକତା କରନ୍ତି। ଓମପ୍ରକାଶ ଜଣେ ଅନ୍ତର୍ଜାତୀୟ ବାଳୁକା ଶିଳ୍ପୀ ଭାବେ ବେଶ ଖ୍ୟାତି ଅର୍ଜନ କରିଛନ୍ତି। ଲକଡାଉନ ସମୟରେ କରୋନା ସଚେତନତା ଗୀତ ଗାଇ ଉଭୟେ ବେଶ ପ୍ରଶଂସିତ ହୋଇଥିଲେ। ଏବେ ତାଙ୍କ ଦୁଇ ବର୍ଷର ପୁଅ ୱାର୍ଲଡ ରେକର୍ଡ କରି ସାରା ବଲାଙ୍ଗିର ଜିଲ୍ଲା ପାଇଁ ଗର୍ବ ଆଣିଛନ୍ତି।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like