-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ହାତିବାରି ଟୋଲ ଗେଟ୍ ରେ ସମ୍ବଲପୁର ଜିଲ୍ଲା ର ଗାଡ଼ି ଗୁଡ଼ିକୁ ଟୋଲ ଫ୍ରି କରିବା ପାଇଁ ଦାବୀ କଲା ପଶ୍ଚିମାଞ୍ଚଳ ଏକତା ମଞ୍ଚ

14-Feb-2025



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ ) ସମ୍ବଲପୁର ଅନୁଗୁଳ ରାଷ୍ଟ୍ରୀୟ ରାଜପଥ ର ସମ୍ପ୍ରସାରଣ ପରେ ସମ୍ବଲପୁର ଉପକଣ୍ଠ ହାତୀବାରି ଠାରେ ସ୍ଥାପିତ ଟୋଲ ଗେଟ୍ ରେ ନିଆଯାଉଥିବା ଟୋଲ ଟ୍ୟାକ୍ସ କୁ ନେଇ ସମ୍ବଲପୁରବାସୀ ଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ସମ୍ବଲପୁର ର ଜନମାନସ ରେ ଏହି ଟୋଲ ଟ୍ୟାକ୍ସ ଆଦାୟ କୁ ନେଇ ବିରୋଧାଭାସ ପରିଲକ୍ଷିତ ହୋଇଛି । ସମ୍ବଲପୁର ଜିଲ୍ଲା ର ବାହନ ଗୁଡ଼ିକୁ ଏହି ଟୋଲ ଗେଟ୍ ରେ ଦେୟ ମୁକ୍ତ କରିବା ପାଇଁ ଆଜି ଅଞ୍ଚଳ ର ଅଗ୍ରଣି ସାମାଜିକ, ସଂସ୍କୃତିକ, ସ୍ଵେଚ୍ଛାସେବୀ ଅନୁଷ୍ଠାନ ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ଦାବୀ କରାଯାଇଅଛି । ମଞ୍ଚ ର ବରିଷ୍ଠ ସଦସ୍ୟ ତଥା ଯୁଜୁମୋରା ଅଞ୍ଚଳ ର ଯୁବ ନେତା ସୂର୍ଯ୍ୟକାନ୍ତ ପାଣିଗ୍ରାହି ଙ୍କ ନେତୃତ୍ୱରେ ମଞ୍ଚର ଚାରି ଜଣିଆ ସଦସ୍ୟଙ୍କ ପ୍ରତିନିଧି ଦଳ ଆଜି ସମ୍ବଲପୁର ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର୍ ଙ୍କୁ ସାକ୍ଷାତ କରି ଚାରି ଦଫା ଦାବି ସମ୍ବଳିତ ଦାବିପତ୍ର ପ୍ରଦାନ କରିଛନ୍ତି ।
ସମ୍ବଲପୁର ଜିଲ୍ଲା ର ପଞ୍ଜୀକୃତ ଯାନବାହାନ ଓ.ଆର୍-୧୫, ଓ.ଡି-୧୫ ସମେତ ଜିଲ୍ଲାବାସୀ ଙ୍କ ଠାରେ ରହିଥିବା ଅନ୍ୟ ଅଞ୍ଚଳ ର ପଞ୍ଜୀକୃତ ଯାନବାହାନ କୁ ଠିକଣା ପ୍ରମାଣ ପାତ୍ର କୁ ଆଧାର କରି ହାତୀବାରି ଟୋଲ୍ ଗେଟ୍ ରେ ଦେୟ ମୁକ୍ତ କରାଯାଉ ।
      ହାତୀବାରି ଅଞ୍ଚଳ ଓ ଫୁଲଝରନ୍ ଅଞ୍ଚଳ ରେ ଜାତୀୟ ରାଜପଥ ର ଉଭୟ ପାର୍ଶ୍ଵ ରେ ହାତୀବାରି ଗ୍ରାମ ର ପଡ଼ା ମାନ ରହିଛି ଓ ଫୁଲଝରନ୍ ରେ ଶିକ୍ଷାନୁଷ୍ଠାନ ମାନ ରହିଛି । ଶହ ଶହ ଗ୍ରାମବାସୀ, ଛାତ୍ର ଛାତ୍ରୀ ଦୈନିକ ନିଜର ବ୍ୟକ୍ତିଗତ କାର୍ଯ୍ୟ ସମ୍ପାଦନ ପାଇଁ ଏପାଖ ରୁ ସେପାଖ କୁ ଯାତାୟାତ କରୁଛନ୍ତି । ଜାତୀୟ ରାଜପଥ ଅତିକ୍ରମଣ ସମୟ ରେ ଦୁର୍ଘଟଣା ମାନ ଘଟୁଛି । ତେଣୁ ଉଭୟ ହାତୀବାରି ଅଞ୍ଚଳ ଓ ଫୁଲଝରନ୍ ଅଞ୍ଚଳ ରେ ଜାତୀୟ ରାଜପଥ ର ମୂଖ୍ୟ ରାସ୍ତା ର ଉଭୟ ପାର୍ଶ୍ଵ ରେ ସର୍ଭିସ ରୋଡ ନିର୍ମାଣ କରାଯାଉ । 
    ହାତୀବାରି ର ବଜାର ଅଞ୍ଚଳ ଓ ଫୁଲଝରନ୍ ର ଶିକ୍ଷାନୁଷ୍ଠାନ ପ୍ରବଣ ଅଞ୍ଚଳ ରେ ଉଭୟ ସବ୍ ରୋଡ କୁ ପୃଥକ ପୃଥକ ଭୂତଳ ମାର୍ଗ ଜରିଆରେ ଉଭୟ ପାର୍ଶ୍ଵ ସର୍ଭିସ ରାସ୍ତା କୁ ସଂଯୋଗ କରାଯାଉ ।  ହାତୀବାରି ରୁ ଫୁଲଝରନ୍ ଯାଏଁ ଜାତୀୟ ରାଜପଥ ର ଉଭୟ ପାର୍ଶ୍ଵ ରେ ଷ୍ଟ୍ରିଟ ଲାଇଟ ର ସୁବ୍ୟବସ୍ଥା କରାଯାଉ । ଦାବୀ ପତ୍ର ରେ ମଞ୍ଚ ପକ୍ଷରୁ ଏହି ଉପୋରକ୍ତ ଚାରୋଟି ପ୍ରମୁଖ ଦାବୀ ଉପସ୍ଥାପନ କରାଯାଇଅଛି । ମଞ୍ଚ ର ଉପଦେଷ୍ଟା ତଥା ବରିଷ୍ଠ ଆଇନଜିବୀ ଡ.ପ୍ରମୋଦ ରଥ, ବରିଷ୍ଠ ସଦସ୍ୟ ସୂର୍ଯ୍ୟକାନ୍ତ ପାଣିଗ୍ରାହୀ, ଆବହକ ଭବାନୀ ଶଙ୍କର ଭୋଇ ଓ ମୁଖ୍ୟ ସଂଯୋଜକ ମାନସ ରଞ୍ଜନ ବକ୍ସି ଉପସ୍ଥିତ ରହି ଜିଲ୍ଲାପାଳ ଙ୍କ ସହିତ ସମସ୍ତ ବିଷୟ ରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ । ସମ୍ପର୍କିତ ବିଭାଗ ର ଅଧିକାରୀ ଙ୍କ ସହିତ ଆଲୋଚନା କରି ଦାବୀ ଗୁଡିକ ପୂରଣ ଦିଗରେ କାର୍ଯ୍ୟ କରାଯିବ ବୋଲି ଜିଲ୍ଲାପାଳ ପ୍ରତିଶ୍ରୁତି ଦେଇଛନ୍ତି ବୋଲି ମଞ୍ଚ ପକ୍ଷରୁ କୁହାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like