-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||     

HOME   ଜିଲ୍ଲା

ଓଡିଶା ସାମ୍ବାଦିକ ସଂଘର ବାର୍ଷିକ ସମ୍ବିଳନୀ ସମାଜ ଗଠନରେ ସାମ୍ବାଦିକ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ସାମ୍ବାଦିକ ମାନଙ୍କର ସୁରକ୍ଷା ଏବଂ କଲ୍ୟାଣ ପାଇଁ ସରକାରୀ ସ୍ତରରେ ପ୍ରୟାସ ଲୋଡ଼ା

14-Feb-2025



(ସଂଜୀବ ପାଣିଗ୍ରାହୀ )
ସମାଜ ଗଠନରେ ସାମ୍ବାଦିକ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି. ଏଣୁ ସଠିକ ତଥ୍ୟ ପରିବେଷଣ କରିବା ଜଣେ ସାମ୍ବାଦିକର ନୈତିକ କର୍ତ୍ତବ୍ୟ, ସେହିଭଳି 
ସାମ୍ବାଦିକ ମାନଙ୍କର ସୁରକ୍ଷା ଏବଂ କଲ୍ୟାଣ ପାଇଁ ସରକାରୀ ସ୍ତରରେ ପ୍ରୟାସ ଲୋଡ଼ା ବୋଲି ଆଜି ଭୁବନେଶ୍ୱର ଜୟଦେବ ଭବନ ଠାରେ ଅନୁଷ୍ଠିତ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ)ର ପଞ୍ଚଦଶ ବାର୍ଷିକ ସାଧାରଣ ପରିଷଦ ବୈଠକ ତଥା ବାର୍ଷିକ ସମ୍ବିଳନୀର ଉଦଘାଟନୀ ଉତ୍ସବରେ ବିଶିଷ୍ଟ ଅତିଥି ଭାବରେ ଯୋଗଦେଇ ରାଜ୍ୟ ସ୍କୁଲ ଏବଂ ଗଣ ଶିକ୍ଷା, ଅନୁସୂଚିତ ଜାତି ଜନଜାତି ଉନ୍ନୟନ, ସଂଖ୍ୟା ଲଘୁ ଏବଂ ପଛୁଆ ବର୍ଗ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଘରୋଇ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଡ଼.କୃଷଚନ୍ଦ୍ର ମହାପାତ୍ର ନିଜର ବକ୍ତବ୍ୟରେ କହିଛନ୍ତି. ସମ୍ମାନିତ ଅତିଥି ଭାବରେ ନବରଙ୍ଗପୁର ବିଧାୟକ ଗୌରୀଶଙ୍କର ମାଝୀ, ପୂର୍ବତନ ବିଧାୟକ କାନ୍ଦ୍ରା ସୋରେନ ଯୋଗଦେଇ ସାମ୍ବାଦିକ ମାନେ ସମାଜର ଜାଗ୍ରତ ପ୍ରହାରୀ ବୋଲି କହିଥିଲେ. 
ଅଜେୟୁର ରାଜ୍ୟ ସଭାପତି ଶଶୀ ଭୂଷଣ ପ୍ରହରାଜଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ପ୍ରଥମେ ପରଲୋକଗତ ସାମ୍ବାଦିକଙ୍କ ଉଦ୍ଦେଶ୍ୟରେ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା.  ଏହି ଉପଲକ୍ଷେ ସଂଘର ସ୍ମରଣିକା ଅତିଥି ମାନଙ୍କ ଦ୍ୱାରା ଉନ୍ମୋଚନ ହୋଇଥିଲା. ରାଜ୍ୟ ସାଧାରଣ ସମ୍ପାଦକ ଦୁର୍ଯ୍ୟୋଧନ ମହାରଣା ବାର୍ଷିକ ବିବରଣୀ ପାଠ କରିଥିବା ବେଳେ, ରାଜ୍ୟ ଉପସଭାପତି ଦୀପକ କୁମାର ନାୟକ ମଞ୍ଚ ପରିଚାଳନା କରିଥିଲେ. ଦ୍ୱତୀୟ ଅଧିବେଶନରେ ମୁଖ୍ୟ ଅତିଥି ଭାବରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀ ଯୋଗ ଦେଇ ମୂଲ୍ୟବୋଧ ସାମ୍ବାଦିକତା ମାଧ୍ୟମରେ ଏକ ବିକଶିତ ରାଷ୍ଟ୍ର ଗଠନ ସମ୍ଭବ ବୋଲି କହିଥିଲେ. 
ସମ୍ମାନିତ ଅତିଥି ଭାବରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ, ଭଞ୍ଜସେନାର ଅଧ୍ୟକ୍ଷ ସଂଜୀବ କୁମାର ରାଉତ ଯୋଗଦେଇ ସାମ୍ବାଦିକ ମାନଙ୍କର ବୃତ୍ତିଗତ ଏବଂ ସାମାଜିକ ସୁରକ୍ଷା ପାଇଁ ସରକାର ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକ ବୋଲି କହିଥିଲେ. ଏହି ଅବସର ରେ ବିଭିନ୍ନ ଜିଲ୍ଲା ୟୁନିଟ ମାନଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ବିଶିଷ୍ଟ ସମାଜସେବୀ ରତିକାନ୍ତ ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା. ଶେଷରେ ସଙ୍ଘର ରାଜ୍ୟ ନିର୍ବାଚନ ଅଧିକାରୀ ବିଜୟ ମିଶ୍ର ନବ ନିର୍ବାଚିତ କର୍ମକର୍ତ୍ତା ମାନଙ୍କର ନାମ ଘୋଷଣା କରିଥିଲେ. ରାଜ୍ୟ ସଭାପତି ଭାବରେ ଶଶୀ ଭୂଷଣ ପ୍ରହରାଜ, ଉପସଭାପତି ଭାବରେ ଦୀପକ କୁମାର ନାୟକ, ସୁଶାନ୍ତ ମହାପାତ୍ର, ରାକେଶ ଗୁପ୍ତା, ରମଣୀ ରଂଜନ ଦାଶ, ସାଧାରଣ ସମ୍ପାଦକ ଦୁର୍ଯ୍ୟୋଧନ ମହାରଣା, ସମ୍ପାଦକ ରାଜକିଶୋର ତ୍ରିପାଠୀ, ପ୍ରମୋଦ ସେଲମା, ରାଜ୍ୟ ସଂଗଠନ ସମ୍ପାଦକ ବାଙ୍କ ବିହାରୀ ବିଶୋଇ, କୋଷାଧ୍ୟକ୍ଷ ଅରୁଣ କୁମାର ଷଡ଼ଙ୍ଗୀ, ଉତ୍ତରଞ୍ଚଳ ପ୍ରାନ୍ତୀୟ ସମ୍ପାଦକ ଭାବରେ ରଜତ କୁମାର ପଣ୍ଡା, ଦକ୍ଷିଣାଞ୍ଚଳ ପ୍ରାନ୍ତୀୟ ସମ୍ପାଦକ ସୁବ୍ରତ ଚୌଧୁରୀ, ପଶ୍ଚିମାଞ୍ଚଳ ପ୍ରାନ୍ତୀୟ ସମ୍ପାଦକ ରମାକାନ୍ତ ବିଶ୍ୱାଳ, ମହିଳା ବିଭାଗ ଆବାହିକା ଭାବରେ ବିଜୟ ଲକ୍ଷ୍ମୀ ମହାଙ୍କୁଡ ଆଗାମୀ 3ବର୍ଷ ପାଇଁ ରାଜ୍ୟ କର୍ମକର୍ତ୍ତା ଭାବେ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଛନ୍ତି. ଶେଷରେ ନବ ନିର୍ବାଚିତ କର୍ମକର୍ତ୍ତା ମାନଙ୍କୁ ବିଭିନ୍ନ ଜିଲ୍ଲା ୟୁନିଟ ତରଫରୁ ପୁଷ୍ପଗୁଛ ଏବଂ ଉତ୍ତରୀୟ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା.


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   05-Jul-2026
  ଜିଲ୍ଲା  
*ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   05-Jul-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   05-Jul-2026
  ରାଜ୍ୟ  
ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   05-Jul-2026
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026

You Might Also Like