-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଆଗଲପୁର ଠାରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ କରାଯିବା ନେଇ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ

14-Feb-2025



ଆଗଲପୁର, (ବିନୋଦ ଦୀପ) ଆଜି ବଲାଙ୍ଗୀର ଜିଲ୍ଲା ଆଗଲପୁର କଲ୍ୟାଣ ମଣ୍ଡପ ଠାରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ କରାଯିବା ନେଇ ଏକ ସର୍ବ ଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା l ଏହି ସର୍ବ ଦଳୀୟ ବୈଠକ କୁ ବଲାଙ୍ଗୀର ଜିଲ୍ଲା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ, ଆଗଲପୁର ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ, ବ୍ଲକ୍ ଉପାଧ୍ୟାକ୍ଷା ଶ୍ରୀମତୀ ନିରୁପମା ପଧାନ୍, ଆଗଲପୁର ଅଙ୍ଗ ଜଳସେଚନ ପ୍ରକଳ୍ପ ର ଅଧ୍ୟକ୍ଷ ଶ୍ରୀ ଆକାଶ ମିଶ୍ର, ଆଗଲପୁର ନାଗରିକ କମିଟି ର ସଦସ୍ୟ ଶ୍ରୀ ରାଧାକାନ୍ତ ନାୟକ ଓ ମାନ୍ୟବର ସାଂସଦ ଶ୍ରୀମତୀ ସଙ୍ଗୀତା ସିଂଦେଓ ଙ୍କ ପ୍ରତିନିଧି ଶ୍ରୀ ଉମେଶ ପଟେଲ୍ ଯୋଗ ଦେଇଥିଲେ l ଆଜିର ଏହି ସର୍ବ ଦଳୀୟ ବୈଠକ କୁ ପରିଚାଳନା କରିଥିଲେ ସମାଜସେବୀ ଶ୍ରୀ ପ୍ରଶାନ୍ତ ଭୋଇ। ସରକାରଙ୍କ ଘୋଷଣା ମୁତାବକ  ଆଗାମୀ ଦିନରେ ହେବାକୁ ଥିବା ବ୍ଲକ୍, ପଞ୍ଚାୟତ, ଏନ ଏ ସି, ଜିଲ୍ଲା ଗଠନ ପ୍ରକ୍ରିୟା କୁ ଦୃଷ୍ଟିରେ ରଖି ଆଗଲପୁର ଠାରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ କରାଯିବା ପାଇଁ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା l ଆଗଲପୁର ନାମରେ ବ୍ଲକ୍ ର ନାମ ଥିବା ବେଳେ ଏହାର କାର୍ଯ୍ୟାଳୟ ଅନ୍ୟତ୍ର ଥିବାନେଇ ବୁଦ୍ଧିଯିବି ମାନେ କ୍ଷୋଭ ପ୍ରକାଶ କରିଥିଲେ l କେମିତି ଆଗକୁ ଆଗଲପୁର ଠାରେ ବ୍ଲକ୍ କାର୍ଯ୍ୟାଳୟ କରାଯାଇ ପାରିବ ସେ ବିଷୟରେ ବିସ୍ତୃତ ଭାବରେ ଆଲୋଚନା ହୋଇଥିଲା। ଏ ବିଷୟରେ ଆଗକୁ ଆହୁରି ଆଲୋଚନା, ପର୍ୟାଲୋଚନା, କରାଯାଇ ସରକାରଙ୍କୁ ପ୍ରସ୍ତାବ ଦିଆଯିବ ବୋଲି ଅତିଥି ମାନେ ନିଜ ନିଜ ମତାମତ ଦେଇଥିଲେ। ସର୍ବଦଳ ନିର୍ବିଶେଷରେ ସମସ୍ତେ ଏକତ୍ରିତ ହୋଇ ବ୍ଲକ୍ କାର୍ଯ୍ୟାଳୟ କେମିତି ଆଗଲପୁର ଠାରେ ହୋଇ ପାରିବ ସେ ନେଇ ସମସ୍ତେ ଏକତ୍ରିତ ହେବାକୁ ସମସ୍ତ ଅତିଥି ମାନେ, ତଥା ବୁଦ୍ଧି ଯିବି, ବରିଷ୍ଠ ନାଗରିକ ମଞ୍ଚ, ସମାଜ ସେବୀ ମାନେ ନିବେଦନ କରିଥିଲେ। ଏହି ସର୍ବ ଦଳୀୟ ବୈଠକ କୁ ନଅ ଟି ପଞ୍ଚାୟତ ର ସରପଞ୍ଚ, ସମିତି ସଭ୍ୟ ମାନେ ଉପସ୍ଥିତ ରହି ଆଲୋଚନା ରେ ଭାଗ ନେଇଥିଲେ। ଏ ଦିଗରେ ଆଗକୁ ଆହୁରି ଆଲୋଚନା କରା ଯାଇ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ସକାଶେ ସମସ୍ତେ ଏକତ୍ରିତ ହୋଇ ଆଗକୁ ବଢିବା ପାଇଁ ସ୍ଥିରୀକୃତ ହେଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like