-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||     

HOME   ଜିଲ୍ଲା

ଲହଣ୍ଡା ଉଚ୍ଚ ବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମସୁରକ୍ଷା ତାଲିମ

15-Feb-2025



ଅତାବିରା(ଆକାଶ ମିଶ୍ର): ଲହଣ୍ଡା ହାଇସ୍କୁଲ୍ ଛାତ୍ରୀମାନଙ୍କୁ ଆତ୍ମସୁରକ୍ଷା ତାଲିମ ଦିଆଯାଇଛି I ୧୨୩ ଜଣ ଛାତ୍ରୀ ଏଥିରେ ଅଂଶ ଗ୍ରହଣ କରୁଛନ୍ତି । ଜଣେ ମହିଳା ବା ଛାତ୍ରୀ ଯେତେ ସସକ୍ତ ହେଲେ ମଧ୍ୟ ପଶୁ ପ୍ରବୃତ୍ତି ରଖୁଥିବା ସାମୁହିକ ପୁରୁଷ ବଳ ପାଖରେ ନିଜର ସୁରକ୍ଷା କରି ନ ପାରି ଆଜି ଅନେକ ନାରୀ ନିର୍ଭୟା ପରେ ନିଜର ଶପ୍ନ କୁ ସାକାର କରି ନ ପାରି ଚାଲିଯାଉଛନ୍ତି, ପ୍ରତି ଦିନ ପ୍ରତି ମୁହୂର୍ତ୍ତରେ ଅଘଟଣ ଘଟି ଚାଲିଛି ନାରୀ ମାନଙ୍କ ସହ। ତେଣୁ ଏଭଳି ପରିସ୍ଥିତି କୁ ସାମ୍ନା କରିବା ପାଇଁ , ନିଜର ସୁରକ୍ଷା ନିଜେ କରିବା ପାଇଁ କୌଶଳ ର ପ୍ରୟୋଜନ ରହୁଛି। ତେଣୁ ନାରୀ  ଆତ୍ମ ସୁରକ୍ଷl ତାଲିମ ପ୍ରଦାନ ର ବିଶେଷ ଆବଶ୍ୟକତା କୁ ଦୃଷ୍ଟିରେ ରଖି ଏହି ତାଲିମ ପ୍ରଦାନ କରାଯାଉଛି। ।ଶିକ୍ଷୟିତ୍ରୀ ତନୁଜା ପାଢୀ ଓ ତୁଳସୀ ମଞ୍ଜରୀ ଭୋଇ ଏହାକୁ ପରିଚାଳନା କରୁଛନ୍ତି ।   ଶ୍ରୀମତୀ ମିତା ମହାକୁର ଓ ରାଜଲକ୍ଷ୍ମୀ ସ୍ୱାଇଁ ତାଲିମ ପ୍ରଦାନ କରୁଛନ୍ତି । ତିନୋଟି ପର୍ଯ୍ୟାୟରେ ଏହା ୧୫ ଦିନ ଧରି ଚାଲିବ ବୋଲି ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସ୍ନିଗ୍ଧା ପଣ୍ଡା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026
  ଜିଲ୍ଲା  
ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   05-Jul-2026
  ଜିଲ୍ଲା  
ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   05-Jul-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
*ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   05-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   05-Jul-2026
  ଜିଲ୍ଲା  
*ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   05-Jul-2026

You Might Also Like