-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||     

HOME   ଜିଲ୍ଲା

ବିପଦକୁ ଆଁ କରି ଅନାଇଛି ମୁକୁଳା ସେତୁ, ତୁରନ୍ତ ବାଡ଼ା ନିର୍ମାଣ କରିବାକୁ ଦାବି

15-Feb-2025



ଯାଜପୁର, ସେତୁ ନିର୍ମାଣ ହୋଇଛି ହେଲେ ବାଡ଼ା ନିର୍ମାଣ ହୋଇନାହିଁ । ନିର୍ମାଣ ସମୟର ତ୍ରୁଟି ଯୋଗୁ ଏବେ ବିପଦକୁ ଆଁ କରି ଅନାଇଛି ଏହି ସେତୁ । ବରୀ ନିର୍ବାଚନ ମଣ୍ଡଳୀ ଯାଜପୁର ବ୍ଲକ ଶିବାଛକରୁ ଏହି ମୁକୁଳା ସେତୁ ଦେଇ ଦୈନିକ ଶହ ଶହ ସଂଖ୍ୟାରେ ଲୋକ ଇନ୍ଦାରୋଇ, ବାଙ୍କସାହି, ରୁଦ୍ରପୁର, ଗୋବର୍ଦ୍ଧନପୁର, ଜୁଣୁଙ୍ଗା, ଖରିପଡ଼ିଆ ପ୍ରଭୃତି ଗ୍ରାମକୁ ଗତାଗତ କରୁଛନ୍ତି । ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଏହି ମୁକୁଳା ସେତୁ ଦେଇ ବିଭିନ୍ନ ସ୍କୁଲ ଓ କଲେଜକୁ ମଧ୍ୟ ଗତାଗତ କରୁଛନ୍ତି । ସପ୍ତାହରେ ଦୁଇଦିନ ବସୁଥିବା ହାଟକୁ ମଧ୍ୟ ବହୁ ଲୋକ ଏହି ସେତୁ ଦେଇ ଆସୁଛନ୍ତି । ଏହି ସେତୁରେ ବାଡ଼ା ନଥିବାରୁ ବିଭିନ୍ନ ସମୟରେ ଅସାବଧାନତା ଯୋଗୁ କିଛି ଲୋକ ମଧ୍ୟ ଗଳି ପଡିଥିବାର ନଜିର ରହିଛି । ତେଣୁ ଏହି ମୁକୁଳା ସେତୁରେ ତୁରନ୍ତ ଉଚ୍ଚା ବାଡ଼ା ନିର୍ମାଣ କରିବାକୁ ପ୍ରଶାସନ ପଦକ୍ଷେପ ନେବାକୁ ସମାଜସେବୀ ପ୍ରଫୁଲ୍ଲ ଚନ୍ଦ୍ର ନାୟକ, ନରେନ୍ଦ୍ର ଭୂୟାଁ, ପ୍ରକାଶ ରାଉତ, ଅଭିମନ୍ୟୁ ରାଉତ ପ୍ରମୁଖ ଦାବି କରିଛନ୍ତି ।

(ରଞ୍ଜିତ ମହାନ୍ତି)


News Comment




Photo in News

Advertisment
Lastest News
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026

You Might Also Like