-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ପଣ୍ଡରିଯୋର ପଞ୍ଚାୟତରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ

15-Feb-2025



ବେଲପଡା: ବଲାଙ୍ଗୀର ଜିଲ୍ଲା ବେଲପଡା ବ୍ଲକ ଅନ୍ତର୍ଗତ ପଣ୍ଡରିଯୋର ପଞ୍ଚାୟତରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି l ସରପଞ୍ଚ ସୁଶୀଲା ମେହେର,ଏଡିଇଓ ବିନୟନୀ କାଣ୍ଡ, ଜିଆରଏସ ଅନିଲ ତାଣ୍ଡି,ସମିତି ସଭ୍ୟ ପୂର୍ଣ୍ଣଚନ୍ଦ୍ର ବନଛୋର, ବିଜେପି ଯୁବନେତା ରୁକବଲ ପୁଟେଲ, ପୂର୍ବତନ ସରପଞ୍ଚ ଦେବାର୍ଚ୍ଚନ ମାଝୀ, ଯୋଗାଣ ସହାୟକ ନାରାୟଣ ଯୁଏଡ଼, ପଣ୍ଡରିଯୋର ସ୍କୁଲର ସଭାପତି ସନ୍ତୋଷ ଧରୁଆ, ୱାର୍ଡ ମେମ୍ବର ଉପେନ୍ଦ୍ର ମିର୍ଦ୍ଧା, ମୋ ସ୍କ୍କୂଲ ସଭାପତି ମହେଶ୍ୱର ମାଝୀ, ବିଛୁବାହାଲି ଉ.ପ୍ରା ବିଦ୍ୟାଳୟର ସଭାପତି ଭୋଦେବ ମହାନନ୍ଦ, ପଞ୍ଚାୟତ ୱାର୍ଡ ମେମ୍ବର ପରକ୍ଷିତ ବାଗ, ଟଙ୍କଧର ମାଝୀ, ରାଜୁ ଖୁରା, ଓ ପଂଚାୟତ ପିଅନ ଭରତ ଖରସେଲ, ଏବଂ ଗ୍ରାମବାସୀଙ୍କ ଉପସ୍ଥିତିରେ ଆୟୋଜିତ ଉକ୍ତ

ବୈଠକରେ ନାଏବ ସରପଞ୍ଚ ଉପାସୁ ମହାନନ୍ଦ 'ବିକଶିତ ଗାଁ ବିକଶିତ ଓଡିଶା 'ଅଭିଯାନ ଅନୁସାରେ ଏହି ଯୋଜନା ମାଧ୍ୟମ ରେ ପ୍ରତି ଗାଁ ରେ ଭଲ ରାସ୍ତା, ଡ୍ରେନ, ପାଠାଗାର, କଲ୍ୟାଣ ମଣ୍ଡପ, କମ୍ୟୁନିଟି ସେଣ୍ଟର, ଗାଧୁଆତୁଠ, ପୋଖରୀ ଓ ନଦୀ କୂଳରେ ଚେଞ୍ଜିଙ୍ଗ ରୁମ, ମାର୍କେଟ ସେଡ, ଭୋଗ ମଣ୍ଡପ, ଭାଗବତ ଟୁଙ୍ଗି, ଆଦି ନିର୍ମାଣ କରାଯିବ ସହ ଧାର୍ମିକ ପୀଠ, ଛୋଟ ଛୋଟ ପର୍ଯ୍ୟଟନ ସ୍ଥଳୀ, ଶିକ୍ଷl ତଥା କ୍ରୀଡା ଭିତ୍ତିଭୂମି ଆଦିର ବିକାଶ ମଧ୍ୟ କରାଯିବ ବୋଲି କହିଥିଲେ |
ଏହି କାର୍ଯ୍ୟକ୍ରମ ଦ୍ୱାରା ଗାଁ ର ପ୍ରତ୍ୟେକ ବର୍ଗ ର ଲୋକଙ୍କର ଭାଗିଦାରୀ ରହିବ lଏହି ଯୋଜନା ୫ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟ

କାରି ହେବ । ଏଥି ନିମନ୍ତେ ୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରା ଯାଇଛି । ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥା ମାଧ୍ୟମରେ ଜନଜାତିଙ୍କ ବିକାଶରେ ବିନିଯୋଗ ହେବ I
ଏହା ଦ୍ୱାରା ମୌଳିକ ଭିତ୍ତିଭୂମି ବିକାଶ ସହ ଗ୍ରାମୀଣ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢ କରଣ ହେବ I
ସେହିପରି କ୍ଷୁଦ୍ର ପର୍ଯ୍ୟଟନସ୍ଥଳୀର ବିକାଶ ଓ ଉନ୍ନତିକରଣ ହେବ I ଶିକ୍ଷl ଓ କ୍ରୀଡା ଭିତ୍ତିଭୂମିର ସମ୍ପ୍ରସାରଣ ଓ ଆଧୁନିକି କରଣକୁ ମଧ୍ୟ ଏଥିରେ ଗୁରୁତ୍ୱ ଦିଆଯାଇଛି l
ଏହି କାର୍ଯ୍ୟକ୍ରମରେ ସିଆରପି, ଅଙ୍ଗନବାଡି, ଆଶାକର୍ମୀ ଏବଂ ୬ଗୋଟି ଗ୍ରାମର ଶତାଧିକ ମହିଳା, ପୁରୁଷ ମଧ୍ୟ ଉପସ୍ଥିତ ଥିଲେ  l ଶେଷରେ ସରପଞ୍ଚ ଶ୍ରୀମତୀ ମେହେର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like