-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

ଭଗବାନ ମିଶ୍ର ସ୍ମୃତି ସମିତି ପ୍ରିୟପତ୍ର ପତ୍ରିକା ଦ୍ୱାରା ସମ୍ମାନିତ

15-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ର ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ ଭଗବାନ ମିଶ୍ର ସ୍ମୃତି ସମିତି  ପୁରୀ ର ୟୁଥ ହଷ୍ଟେଲ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ପ୍ରିୟପତ୍ର ପତ୍ରିକା ର ବାର୍ଷିକ ଉତ୍ସବରେ ପତ୍ରିକା ତରଫରୁ ସମିତି ର ସାମାଜିକ,ସାହିତ୍ୟ ସେବା ଓ ରାଷ୍ଟ୍ରଭାଷାର ପ୍ରଚାର ପ୍ରସାର କ୍ଷେତ୍ରରେ ବିଶେଷ ଭୂମିକା ପାଇଁ ସମ୍ମାନିତ ଓ ସମ୍ବର୍ଦ୍ଧିତ କରାଯାଇଛି। ଏହି ଉତ୍ସବରେ ପତ୍ରିକା ର ସମ୍ପାଦକ  ବିପିନ ବିହାରି ଦଳାଇ ସଭାପତିତ୍ୱ କରିଥିଲେ। ଅତିଥି ଭାବେ ଡ଼. କୈଳାଶ ଚନ୍ଦ୍ର ଟୀକାୟତ ରାୟ,ସନ୍ତୋଷ କୁମାର ସେଠୀ ଓ ଶ୍ରୀମତୀ ବିଜୟଲକ୍ଷ୍ମୀ ଯୋଗ ଦେଇ ଦୀର୍ଘ ୩୮ ବର୍ଷ ଧରି ପ୍ରକାଶିତ ହୋଇ ଆସୁଥିବା ପତ୍ରିକା ର ସମ୍ପାଦକ,ପରିଚାଳନା ସମିତି ସଦସ୍ୟ,ଲେଖକ -ଲେଖିକା ମାନଙ୍କୁ ତାଙ୍କ ଉତବୋଧନ ରେ ଭୂୟସୀ ପ୍ରଶଂସା କରିଥିଲେ।ଭଗବାନ ମିଶ୍ର ସ୍ମୃତି ସମିତିର ସମ୍ପାଦଳ ଶ୍ରୀ ପ୍ରତୁଳ ଚନ୍ଦ୍ର ତ୍ରିପାଠୀ,ତାଙ୍କ ସହ କୋଷାଧ୍ୟକ୍ଷ ଶ୍ରୀ ନବକୃଷ୍ଣ ମିଶ୍ର ସମିତି ତରଫରୁ ସମ୍ମାନ ଗ୍ରହଣ କରିଥିଲେ।ସମିତି ସଭାପତି ସର୍ଦ୍ଦାର ପ୍ରିତମ ସିଂ, ଅଧ୍ୟକ୍ଷ ପ୍ରଫେସର ଅମରେନ୍ଦ୍ର ନାରାୟଣ ଯାଦବ, ଉପଦେଷ୍ଟା ପ୍ରୋ. ସନ୍ତୋଷ ପଣ୍ଡା, ଉପ ସଭାପତି କମଳ ଯୋଶୀ ଓ ଶ୍ରୀମତୀ ମନୋରମା ଷଡ଼ଙ୍ଗୀ, ସହ ସମ୍ପାଦକ ବିନୋଦ ସାହୁ, ଅରବିନ୍ଦ ଗୁପ୍ତା,ସମିତି ର ଅନ୍ୟ ବରିଷ୍ଠ ସଦସ୍ୟ ମିନାକ୍ଷୀ ଦାଶ,କାମିନୀ ଦାଶ,ଜଗଦୀଶ ସୈନ, ରାମକୃଷ୍ଣ ଠାକୁର,ନୀଳାମ୍ବର ମେହେର,ଅଭିମନ୍ୟୁ ଭୋସାଗାର, ଖୁସୁବୁ ଶର୍ମା, ରେଣୁ ଅଗ୍ରୱାଲ,ଇଂ ମୁଗ୍ଧା ଦାଶ, ଜଗଦାନନ୍ଦ ମିଶ୍ର ସହ ବରଗଡ଼ ଜିଲ୍ଲା ର ସାହିତ୍ୟ ପ୍ରେମୀ,ଶିକ୍ଷକ ଓ ବୁଦ୍ଧିଜୀବୀ  ଆନନ୍ଦ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like