-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ମହୁଲପାଲିରେ ସାତ ଦିନ ଧରି ଚାଲିଥିବା ଭାଗବତ କଥାମୃତ ର ଆଜି ସମାପନ

15-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ପାଇକମାଲ ବ୍ଲକ ଅନ୍ତର୍ଗତ ମହୁଲପାଲି ଗ୍ରାମରେ ଗତ ସାତ ଦିନ ଧରି ଚାଲିଥିବା ଭାଗବତ କଥାମୃତ ର ଆଜି ପୂର୍ଣ୍ଣାହୁତି ପଡିଛି l ସାତଦିନ ଧରି ମୁଖ୍ୟ ପ୍ରବକ୍ତା ପ୍ରଦୀପ ଶାସ୍ତ୍ରୀଜି ଭାଗବତ ପ୍ରେମୀ ଙ୍କୁ ଶ୍ରୀମଦ ଭାଗବତ ତତ୍ତ୍ୱ ମାଧ୍ୟମ ରେ ଅନେକ ଶିକ୍ଷା ପ୍ରଦାନ କରିଥିଲେ lଆଜି ଧର୍ମସଭାର ଆଯୋଜନ ହୋଇଥିଲାl ଉକ୍ତ ସଭାରେ ଅତିଥି ଭାବେ ଗୋବର୍ଦ୍ଧନ ଭୋଇ, ସୁରେଶ ରାମଚନ୍ଦାନୀ. ଜିଲ୍ଲା ପରିଷଦ ସୁରେନ୍ଦ୍ର ପ୍ରତାପ ସିଂ ବରିହା, ଓଡିଶା ପ୍ରାନ୍ତ ବିଶ୍ୱହିନ୍ଦୁ ପରିଷଦ ର ସଂଗଠନ ମନ୍ତ୍ରୀ ଶରତ ପ୍ରଧାନ, ଲଖମରା ମଣ୍ଡଳ ସଭାପତି ଟୁନା ଡନସନା, ବୁକୁରାମୁଣ୍ଡା ସମିତି ସଭ୍ଯା ସୁସ୍ମିତା ବାରିକ, ଭୀଷ୍ମଦେବ ସାହୁ, ପ୍ରକାଶ ମେହେର ପ୍ରମୁଖ ଉପସ୍ଥିତ ଥିଲେ l ସଭା ପରିଚାଳନା କୃଷକ ନେତା ଲିଙ୍ଗରାଜ ପ୍ରଧାନ କରିଥିଲେ l ଉକ୍ତ ମହୋତ୍ସବରେ ସାତ ଦିନ ରେ ସପତ୍ନିକ ସାତ ଯୋଡି କର୍ତ୍ତା ପୂଜା ରେ ବସିଥିଲେ l ପ୍ରଥମ ଦିନରେ ଦେଵାର୍ଚନ ଡୁଡୁକା ଏବଂ ତାଙ୍କ ଧର୍ମପତ୍ନୀ ସସ୍ମିତା ଡୁଡୁକା, ଦିତୀୟ ଦିବସରେ ଟେମରୀ ସରପଞ୍ଚ ଦିଲ୍ଲିପ କୁମାର ବେହେରା ଏବଂ ତାଙ୍କ ଧର୍ମପତ୍ନୀ ସଙ୍ଗୀତା, ତୃତୀୟ ଦିବସରେ ବୁକୁରାମୁଣ୍ଡା ର ପରମାନନ୍ଦ ଭୋଇ ଏବଂ ତାଙ୍କ ଧର୍ମପତ୍ନୀ ସରପଞ୍ଚ ଅନିତା ଭୋଇ, ଚତୁର୍ଥ ଦିବସରେ ସୁବାଷ ଚନ୍ଦ୍ର ସାହୁ ଏବଂ ତାଙ୍କ ଧର୍ମପତ୍ନୀ କୁମାରୀ ସାହୁ, ପଞ୍ଚମ ଦିବସରେ ଖୁର୍ଷାପାଲି ଗ୍ରାମ ର ମଲିଆ ନାଏକ ଏବଂ ତାଙ୍କ ଧର୍ମପତ୍ନୀ ସାନ ନାଏକ, ଷଷ୍ଠ ଦିବସରେ ବୁକୁରାମୁଣ୍ଡା ର ବିନୋଦ ସେଟ ଏବଂ ତାଙ୍କ ଧର୍ମପତ୍ନୀ ସଙ୍ଗୀତା ସେଟ, ସପ୍ତମ ଦିବସରେ ବୁକୁରାମୁଣ୍ଡା ର ଗିରେନ୍ଦ୍ର ବାରିକ ଏବଂ ତାଙ୍କ ଧର୍ମପତ୍ନୀ ସୁସ୍ମିତା ବାରିକ, ଶେଷରେ ମୁଖ୍ୟ କର୍ତ୍ତା ବିଜୟ ପ୍ରଧାନ ଓ ତାଙ୍କ ଧର୍ମପତ୍ନୀ ଅନୁଯା ପ୍ରଧାନ ଦ୍ଵାରା ହୋମଯଜ୍ଞ କରାଯାଇ ଆଜି ପୂର୍ଣ୍ଣାହୁତି ପଡିଥିଲା l ଏହି ଉତ୍ସବ କୁ ସୁଚାରୁରୂପେ ପରିଚାଳନା ସତସଙ୍ଗ ସମିତି ପକ୍ଷରୁ ସଭାପତି ଭାବେ ଗତିକୃଷ୍ଣ ପ୍ରଧାନ, ସମ୍ପାଦକ ବସନ୍ତ ସାହୁ, କୋଷାଧ୍ଯକ୍ଷ ଶିବଶଙ୍କର ଭୋଇ, ବିଜୟ କୁମାର ପ୍ରଧାନ ଅନ୍ୟମାନଙ୍କ ମଧ୍ୟରେ ମାଧବ ପ୍ରଧାନ, ସନ୍ତୋଷ ପ୍ରଧାନ, ଅଶୋକ କୁମାର ଭୋଇ, କବିରାଜ ସାହୁ, ଦୟାସାଗର ସାହୁ, କ୍ଷୀରୋଦ ଚନ୍ଦ୍ର ଦେବତା,ଟିକେଶ୍ୱରୀ ଦେବତା, ଗୋଲାପ ଫୁଲ ସାହୁ ପ୍ରମୁଖ ସହଯୋଗ କରିଥିଲେ l ଶେଷରେ ସମସ୍ତ ମହିଳା ମାନଙ୍କ ଦ୍ଵାରା ଗାଁ ପରିକ୍ରମା କରି କଳସ ବିସର୍ଜନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like