-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ପିପିଲିପାଲିରେ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ

15-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଜାରିଂ କ୍ଲଷ୍ଟରର ପିପିଲିପାଲି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନଵମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସିଆରସିସି ରାଜେଶ୍ଵର ବେହେରାଙ୍କ ସଂଯୋଜନାରେ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପଧାନ ମୁଖ୍ୟ ଅତିଥି, ବରିଷ୍ଠ ଶିକ୍ଷକ ସଂକୀର୍ତ୍ତନ ଵିଶି, ସ୍ଥାନୀୟ ସ୍କୁଲର ଚେୟାରମେନ ଭୁବନ ଦୀପ ସମ୍ମାନୀୟ ଅତିଥି ଭାବେ ଯୋଗଦେଇ ଏଫ୍ ଏଲ ଏନ୍ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।ଵିନି ନାଏକ, ତୁଳସୀ ମେହେର,ପୂଜା ପଟେଲ ପ୍ରମୁଖ ଛାତ୍ରୀଗଣ ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ। ସ୍କୁଲର ପ୍ରଧାନଶିକ୍ଷକ ରୋହିତ ସାହୁ ସମସ୍ତଙ୍କୁ ସ୍ବାଗତ ଜଣାଇବା ବେଳେ ସହକାରୀ ଶିକ୍ଷକ ଅଭିଷେକ ଦାଶ ଅତିଥି ପରିଚୟ ପ୍ରଦାନ କରିଥିଲେ।ପରେ ଫେବୃଆରୀ ମାସର ଶୈକ୍ଷିକ କ୍ୟାଲେଣ୍ଡର,ପାଠ ଯୋଜନା ନମୁନା,ଟ୍ରାକର ଉପରେ ବିଶଦ ଆଲୋଚନା ହୋଇଥିଲା। ଶିକ୍ଷୟିତ୍ରୀ ଗୀତାଞ୍ଜଳି ସାହୁ ତ୍ରିମାତ୍ରିକ ଶିକ୍ଷକ କାର୍ଯ୍ୟ ସଂପର୍କରେ ଆଲୋଚନା କରିଥିଲେ। ପ୍ରଥମରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଶୈକ୍ଷିକ କ୍ଷେତ୍ରରେ ପାରଙ୍ଗମ କରିଵା ପାଇଁ ପ୍ରତିବନ୍ଧକ ବିଷୟରେ ପୁଂଖାନୁପୁଂଖ ଆଲୋଚନା ହୋଇଥିଲା।ପୁରାତନ ଛାତ୍ରୀ ସୁନୀତା ଗିରି ଓ ପିଙ୍କି ଦୀପ ମନଛୁଆଁ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ। ସ୍କୁଲ ପରିଚାଳନା କମିଟି ଉପସଭାପତି ଚନ୍ଦ୍ରକାନ୍ତି ଦୀପ, ସଦସ୍ୟ ଗୋବିନ୍ଦ ସାହୁ, ସନ୍ଧ୍ୟା ପଟେଲ,ଓ୍ବାଡସଭ୍ୟ ଗଜରାଜ ପଟେଲ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।ସିଆରସିସି ପ୍ରଭାତ ରଞ୍ଜନ ସାହୁଙ୍କ ସଂଯୋଜନାରେ ଟିଗଣ୍ଡପାଲି କ୍ଲଷ୍ଟରର ଧୂମାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ, ସିଆରସିସି ଦୁର୍ଵାଦଳ ବଡଗୋଛିଆଙ୍କ ସଂଯୋଜନାରେ ଵଡଵାଉଁଶେନ କ୍ଲଷ୍ଟରର ବ୍ରାହ୍ମଣୀପାଲି ପ୍ରାଥମିକ ବିଦ୍ୟାଳୟରେ,ସିଆରସିସି ସୀତାରାମ ଦୀପଙ୍କ ସଂଯୋଜନାରେ ଵାନ୍ଦୁପାଲି କ୍ଲଷ୍ଟରର ଵାନ୍ଦୁପାଲି ପ୍ରାଥମିକ ବିଦ୍ୟାଳୟରେ ନଵମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like