-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଧର୍ମପ୍ରଣା ମହିଳାଙ୍କ ପରଲୋକ

15-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଗାଇସିଲେଟ ବ୍ଲକ ଅନ୍ତର୍ଗତ ତାଳପାଲି ର ବିଶିଷ୍ଟ ସମାଜସେବୀ ସ୍ବର୍ଗତ ଟିକେଲାଲ ଦାଶ ଙ୍କ ଧର୍ମପତ୍ନୀ  ଶ୍ରୀମତୀ ସୁମିତ୍ରା ଦାଶ  ଗତ ତା.୧୩.୦୨.୨୫ ଦିନ ପଦ୍ମପୁର ରେ ଚିକିତ୍ସାଧୀନ ଅବସ୍ଥାରେ ରେ ପରଲୋକ ଗମନ କଲେ l ସେ ତାଙ୍କ ପଛରେ ପୁତ୍ର ଅଧ୍ୟାପକ ବିଦ୍ୟାଧର ଦାଶ ଓ ଅଧ୍ୟାପକ ଖଗେଶ୍ୱର ଦାଶ,ପୁତ୍ରବଧୂ ସୁନିତି ଦାଶ , ନାତି ଅଧ୍ୟାପକ ଅଙ୍କିତ କୁମାର ଦାଶ, ଇ. ତାପସ ରଂଜନ ଦାଶ ଓ ନାତୁଣୀ ଶାଶ୍ଵତୀ ଙ୍କୁ ଛାଡି ଯାଇଛନ୍ତି l  ତାଙ୍କର ଶେଷ କୃତ୍ୟ ତାଳପାଲି ଶ୍ମଶାନ ଘାଟ ରେ ଗ୍ରାମବାସୀ  ଓ ପରିବାର ପରିଜନ ମାନଙ୍କ ଉପସ୍ଥିତି ରେ ଶୋକାକୁଳ ପରିବେଶ ରେ ସଂପନ୍ନ  ହୋଇଛି l ଜ୍ୟେଷ୍ଠ ପୁତ୍ର ବିଦ୍ୟାଧର ମୁଖାଗ୍ନି ଦେଇଥିଲେ l ସେ ଜଣେ ପରୋପକାରୀ, ଧର୍ମପରାୟଣl ଓ ସଙ୍ଗୀତପ୍ରେମୀ ମହିଳା ଥିଲେ l ତାଙ୍କ ବିୟୋଗ ରେ ଏହି  ଅଞ୍ଚଳ ରେ ଶୋକ ର ଛାୟା ଖେଳି ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like