-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ତୁଲଣ୍ଡି ଉଚ୍ଚ ବିଦ୍ୟାଳୟର ବାର୍ଷିକ ମହୋତ୍ସବ

15-Feb-2025



ବରପାଲି (ସୁଦାମ ଦୀପ) 
ବରପାଲି ବ୍ଳକ ତୁଲଣ୍ତି ଉଚ୍ଚ ବିଦ୍ୟାଳୟ ପରିସରରେ ବାର୍ଷିକ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ସମୟରେ ଇଷ୍ଟଦେବୀ ମା ସମଲେଶ୍ୱରୀଙ୍କ ପିଠରେ ପୂଜାର୍ଚ୍ଚନା ପୂର୍ବକ ସମଲେଶ୍ୱରୀ ମନ୍ଦିରରୁ ଏକ ସାଂସ୍କୃତିକ ଶୋଭାଯାତ୍ରା ବାହାରିଥିଲା। ପରେ ଉତ୍ସବ ମଣ୍ତପରେ ଦୀପ ସ୍ଥାପନ କରାଯାଇଥିଲା। ଏହାପରେ ଉଦ୍‌ଘାଟନୀ ଉତ୍ସବରେ ସ୍ଥାନୀୟ ସରପଞ୍ଚ ମାନସ ରଞ୍ଜନ ବଢ଼ାଇ ମୁଖ୍ୟ ଅତିଥିଭାବେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମହେନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସାଧାରଣ ସଭାକୁ ବରଲାବହାଲ ସ୍କୁଲର ଶିକ୍ଷକ ସୋହନ ପଧାନ ସଂଚାଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ଲୋକବନ୍ଧୁ ପଧାନ ମୁଖ୍ୟ ବକ୍ତା, ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ମୁକୁନ୍ଦ ମହରା ସ୍ୱତନ୍ତ୍ର ଅତିଥି , ସମିତି ସଭ୍ୟ ଉପେନ୍ଦ୍ର ବାଗ, ବିଜୟପଲ୍ଲୀ ପୋଲିସ ଫାଣ୍ଡି ଅଧିକାରୀ ମୋହନ ସୁନ୍ଦର ବାଗ,  ହାସ୍ୟକବି ଭରତ ନାଏକ, ବିଦ୍ୟାଳୟର ଚେୟାରମ୍ୟାନ ଚିତ୍ତରଞ୍ଜନ ନାଏକ ସମ୍ମାନିତ ଅତିଥି ଭାବେ ମଂଚାସୀନ ହୋଇଥିଲେ। ଅନ୍ୟତମ ଅତିଥି ଭାବେ ଗ୍ରାମର ଶିକ୍ଷାବିତ୍ ଲକ୍ଷ୍ମୀ ପ୍ରସାଦ ଥପା, ରଘୁନାଥ ଷଡ଼ଙ୍ଗୀ, କମଲେଶ ଭୋଇ, ପ୍ରଦୀପ ଶତପଥି, ନିତ୍ୟାନନ୍ଦ ସାହୁ ମଂଚାସୀନ ହୋଇଥିଲେ। ଏଥି ସହିତ ମେଧାବୀ ଛାତ୍ରଛାତ୍ରୀ, ସର୍ବାଧିକ ଉପସ୍ଥାନ, ସମୟାନୁବର୍ତ୍ତିତା, ଶୃଙ୍ଖଳା, କଳା ହସ୍ତଶିଳ୍ପ, ନେତୃତ୍ୱ, ପରିଷ୍କାର ପରିଚ୍ଛନ୍ନତା, ଦାୟିତ୍ୱବୋଧ ଆଦି ବିଭିନ୍ନ ବ୍ୟକ୍ତିଗତ ଓ ସାମାଜିକ ଗୁଣାବଳୀ ଉପରେ ଶ୍ରେଷ୍ଠ ବିବେଚିତ ହୋଇଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହାପରେ ଷଷ୍ଠ ଶ୍ରେଣୀ ଛାତ୍ରୀ ସୁମନ ସାହୁଙ୍କ ସଂଯୋଜନାରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଭିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।  ଶିକ୍ଷକ ସୁଜିତ ପଟେଲ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶିକ୍ଷକ ଶୁକଦେବ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପରିଚାଳନା କମିଟିର ସମସ୍ତ ସଭ୍ୟ ସଭ୍ୟା, ମାତୃମଣ୍ଡଳୀ ଏବଂ ଗ୍ରାମବାସୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like