-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ରେ ବିଦାୟ ସମ୍ବର୍ଦ୍ଧନା ସଭା : ମ୍ୟାଟ୍ରିକ ପରୀକ୍ଷାର୍ଥୀ ସୁସ୍ଥ ମନ ଓ ବିଶ୍ୱାସ ରେ ପରୀକ୍ଷା ଦେବାକୁ ଆଶିର୍ବଚନ

15-Feb-2025



ଡୁଙ୍ଗୁରିପାଲି,ତା.୧୫/୨(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାର ଦଶମ ଶ୍ରେଣୀ ଛାତ୍ର ଛାତ୍ରୀମାନଙ୍କ  ବିଦ୍ୟାଳୟ ଠାରେ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଡ, ରବିଚନ୍ଦ୍ର ପାଶୟତଙ୍କ ସଭାପତିତ୍ଵରେ ଅନୁଷ୍ଠିତ ସଭାର ପ୍ରାରମ୍ଭରେ ନବମ ଶ୍ରେଣୀ ଛାତ୍ର ଛାତ୍ରୀ ମନେ ବିଦ।ୟୀ  ଶିକ୍ଷାର୍ଥୀମାନଙ୍କୁ ଶ୍ରେଣୀ କକ୍ଷରୁ ସଭା କକ୍ଷ ପର୍ଜନ୍ତ୍ ପାଛୋଟି ଆଣିଥିଲେ। ସର୍ବ ପ୍ରଥମେ ଅତିଥିମାନେ ବିଦ୍ୟାଦାତା ଗଣେଶ ଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ପୂଜାର୍ଚ୍ଚନା କରିଥିଲେ। ନବମ ଶ୍ରେଣୀ ଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିବାବେଳେ  ବିଜ୍ଞାନ  ଶିକ୍ଷକ ଦୀନବନ୍ଧୁ ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ। ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଛାତ୍ରୀ ଜନଣିକା ନାୟକ, ଲିପ୍ସା ଜୁଆଦି, ଅର୍ଚ୍ଚିତା ପ୍ରଧାନ, ରେଖା ବଗର୍ତ୍ତି, ପୂଜାରଣୀ ଦୀପ, ଝରଣା ସାହୁ, ଅନୁପମା କାଣ୍ଡ ଓ ସୁଜିତ୍ ସାହୁ ନିଜ ନିଜ ବକ୍ତବ୍ୟ ରଖିଥିଲେ  । ସଭାରେ ତର୍ଭା ବାଳିକା ଉଚ୍ଚ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ନରେନ୍ଦ୍ର ସାହୁ ଯୋଗଦାନ କରି ବିଦାୟୀ ଛାତ୍ରଛାତ୍ରୀମାନଙ୍କୁ ଭଲ ପାଠପଢି ବଡ଼ ମଣିଷ ହେବାକୁ ଆହ୍ବାନ ଦେଇଥିଲେ।ବିଦାୟୀ ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ଜନନିକ। ଓ ସାଥିଙ୍କ ଦ୍ଵାରା ପରିବେଷିତ ବିଦାୟୀ ସଙ୍ଗୀତ ସଭାକୁ ଭାରାକ୍ରାନ୍ତ କରିଦେଇଥିଲା ।

କାର୍ଯ୍ୟକ୍ରମକୁ ମୀନକେତନ ଦାସ, ସଞ୍ଜୀବ ପୂଜାରୀ, ବିଭୀଷଣ ଖମାରୀ, କିଶୋର ଚନ୍ଦ୍ର ପଟେଲ,ଲିପି ପ୍ରଧାନ , କିରଣ କୁମାର ପଟେଲ ତଥା ଛାତ୍ର ସୁଜିତ୍ ସାହୁ, କ୍ରିଶ ବାଗ, ଶୁଭଶ୍ରୀ ବରିହା,ପୂଜା ମଝି, ପୂଜା ଷଣ୍ଢ,ପ୍ରୀତି ଖର୍ସେଲ, ଅନ୍ତର। ଜାଲ,ବିକାଶ ସାହୁ ,ଅମିତ୍ ପଟେଲ ପ୍ରଭୁତି  ସହଯୋଗ କରିଥିଲେ । ଶେଷରେ ସଂସ୍କୃତ ଶିକ୍ଷକ ରାଜୁ ମେହେର ସମସ୍ତଙ୍କୁ ଧନ୍ୟବାଦ୍ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like