-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ଜୁନିୟର୍ ରେଡକ୍ରସ ସାଧନ କର୍ମୀ ତାଲିମ୍ ଶିବିର ଅନୁଷ୍ଠିତ

15-Feb-2025



ବଲାଙ୍ଗୀର(ପ୍ରେରଣା ଖବର): ଆଜି ସ୍ଥାନୀୟ ପତିତପାବନ ଏକାଡେମୀ ଠାରେ ବ୍ଲକସ୍ତରୀୟ ଜୁନିୟର୍ ରେଡକ୍ରସ ସାଧନ କର୍ମୀ ତାଲିମ୍ ଶିବିର ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଜୁନିୟର୍ ରେଡକ୍ରସ ର ଅଧ୍ୟକ୍ଷ ପ୍ରଦୀପ କୁମାର ନାଗ ଯୋଗ ଦେଇଥିଲେ l ଜିଲ୍ଲା ଶାରୀରିକ କ୍ରୀଡା ଅଧିକାରୀ ପ୍ରଦୀପ କୁମାର ପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଜୁନିୟର୍ ରେଡକ୍ରସ ର ତିନୋଟି ଲକ୍ଷ୍ୟ ଯଥା- ସ୍ୱାସ୍ଥ୍ୟ, ସେବା ଓ ବିଶ୍ଵବନ୍ଧୁତା ଯେପରି ସମସ୍ତ ସ୍କୁଲରେ ପାଳନ କରାଯାଇପାରିବ ସେ ସମ୍ପର୍କରେ ବୁଝାଇ ଥିଲେ l ଜେ.ଆର ସି ଓ ବିକାଶ ରଞ୍ଜନ ସାହୁ ମଞ୍ଚାସୀନ ରହି ଜିଲ୍ଲାର ୬ଟି ବ୍ଲକ ରୁ ଆସିଥିବା ସାଧନକର୍ମୀ ମାନଙ୍କୁ

ବିପର୍ଯ୍ୟୟ ପରିଚାଳନା ଓ ଏହାର ମୁକାବିଲା ସମ୍ପର୍କରେ ଅବଗତ କରାଇଥିଲେ l ବିଜୁଳି ଘଡ଼ଘଡ଼ି,କୁକୁର କାମୁଡା, ସାପ କାମୁଡ଼ା ଆଦି ଅଘଟଣ ବେଳେ ସତର୍କତା ଅବଲମ୍ବନ ସହିତ ଏଡସ ସଂକ୍ରମଣ ଜନିତ ସଚେତନତା ବିଷୟରେ ସାଧନ କର୍ମୀ ମାନଙ୍କୁ ତାଲିମ୍ ଦିଆଯାଇଥିଲା l ପତିତପାବନ ଏକାଡେମୀର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଅଂଶୁପା ଭୋଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଶିବିରରେ ରିସୋର୍ସ ପର୍ସନ ଭାବେ ଶ୍ରୀମତୀ ରଶ୍ମୀରାଣୀ ଦାଶ, ପୂର୍ଣ୍ଣ ଚନ୍ଦ୍ର ତ୍ରିପାଠୀ ଯୋଗ ଦେଇ ତାଲିମ୍ ପ୍ରଦାନ

କରିଥିଲେ l ଏହା ଦ୍ଵାରା ସୁସ୍ଥ ବିଦ୍ୟାଳୟ,ସୁସ୍ଥ ସମାଜ ଓ ବିକଶିତ ଭାରତ ଗଠନର ସ୍ଵପ୍ନ ସାକାର ହୋଇପାରିବ ବୋଲି ଆଜିର ତାଲିମ୍ ଶିବିରର ରେ ଅତିଥି ମାନେ ବକ୍ତବ୍ୟ ରଖି ଥିଲେ  l ସାଧନ କର୍ମୀ ମାନେ ଏହି ତାଲିମ୍ ରୁ ଯାଇ ସ୍କୁଲରେ ଛାତ୍ରଛାତ୍ରୀ ମାନଙ୍କୁ ବିପର୍ଯ୍ୟୟ ପରିଚାଳନା ସମ୍ପର୍କରେ ଆବଶ୍ଯକୀୟ ତାଲିମ୍ ଦେବା ସହ ସଚେତନତା ସୃଷ୍ଟି କରିବେ l ଆଜିର ଏହି ତାଲିମ୍ ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ସୁଜ୍ଞାନୀ ସବର ଓ ଦିପ୍ତୀରାଣୀ ବେହେରା ସହଯୋଗ କରିଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like