-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

କୁଚିଣ୍ଡା କଲେଜ ଠାରେ ବିଜ୍ଞାନ ବିଭାଗର ବାର୍ଷିକ ଉତ୍ସବ ପାଳିତ 

15-Feb-2025



କୁଚିଣ୍ଡା,(ସିଲୁ ସୁନାନୀ): କୁଚିଣ୍ଡା ମହାବିଦ୍ୟାଳୟ ରେ ବିଜ୍ଞାନ  ବିଭାଗ ତରଫରୁ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। କୁଚିଣ୍ଡା ମହାବିଦ୍ୟାଳୟର ଅଧ୍ୟକ୍ଷା ସୁଶ୍ରୀ ସୁଚିତ୍ରା ମିଶ୍ରଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ପ୍ରଥମେ ଜଗତ ର ନାଥ ଜଗନ୍ନାଥ ଓ ମା ସମଲେଶ୍ୱରୀ ଙ୍କ ତୈଳ ଚିତ୍ରରେ ପୁଷ୍ପ ମାଲ୍ୟ ଅର୍ପଣ କରି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା।ଏହା ପରେ ବିଜ୍ଞାନ ବିଭାଗ ଅଧ୍ୟାପକ ନିର୍ମଲ ଉର୍ମା ଅତିଥି ମାନଙ୍କୁ ପରିଚୟ ପ୍ରଦାନ ସହିତ ଅତିଥି ସମ୍ବର୍ଦ୍ଧନା  ଦିଆଯାଇଥିଲା। ବିଜ୍ଞାନ ବିଭାଗ ଅଧ୍ୟାପିକା ସୁଷମା କର ମହାବିଦ୍ୟାଳୟ ବିଜ୍ଞାନ ବିଭାଗର ବାର୍ଷିକ ବିବରଣୀ ପାଠ କରିଥିଲେ। ମୁଖ୍ୟ ଅତିଥି ଭାବେ ପ୍ରଫେସର ଡ଼ଃ ନବ ବିହାରି ପ୍ରଧାନ ଯୋଗଦେଇ ବିଜ୍ଞାନର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ। ବକ୍ତା ଭାବେ ବିଜ୍ଞାନ ବିଭାଗ ପ୍ରାଧ୍ୟାପକ ପ୍ରମୋଦ ଦାସ ଯୋଗଦେଇ ବିଜ୍ଞାନ ବିଷୟରେ ଅଧିକ ଜ୍ଞାନ ପ୍ରଦାନ କରିଥିଲେ।ଆଲୁମିନି ସଭାପତି ପ୍ରଫୁଲ୍ଲ ସାହୁ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ବିଜ୍ଞାନ ରେ ଆଗକୁ ବଢିବା ପାଇଁ ପ୍ରେରଣା ଦେଇଥିଲେ।ବିଜ୍ଞାନ ବିଭାଗ ତରଫରୁ ବିଭିନ୍ନ ପ୍ରକାର ବାର୍ଷିକ ପ୍ରତିଯୋଗିତା ରେ କୃତ୍ତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ଉପଭୋଗ କରିଥିଲେ।ପରେ ବିଭାଗିୟ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅଧ୍ୟାପିକା ରିତୁ ପ୍ରିୟା ନାଏକ ମଞ୍ଚ ପରିଚାଳନା କରିଥିବାବେଳେ ଶେଷରେ ଅଧ୍ୟାପକ ପରମଜିତ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।
(ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like