-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ତୁରେକେଲା ବ୍ଳକରେ ନବମ ମାସିକ ବୈଠକ ଅନୁଷ୍ଠିତ

15-Feb-2025



ତୁରେକେଲା(କୈଳାସ ସଗ୍ରିଆ): ତୁରେକେଲା ବ୍ଳକର ଏଗାର ଗୋଟି ଆଞ୍ଚଳିକ ସାଧନ କେନ୍ଦ୍ରରେ ନବମ ମାସିକ ବୈଠକ ଅନୁଷ୍ଠିତ ହୋଇଥିଲା।ମାନ୍ଦଲା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଓ ଏଫଏଲଏନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କର ବୈଠକ କୁଇବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା।ସିଆରସିସି ଧନସିଂ ମାଝୀଙ୍କ ତତ୍ତ୍ୱାବଧାନରେ ବୈଠକରେ ତୁରେକେଲା ସଂଯୋଜକ ଜ୍ଞାନେନ୍ଦ୍ର ମଲ୍ଲିକ, ଅତିରିକ୍ତ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶି ଯୋଗ ଦେଇଥିଲେ।ସଂଖାଜ୍ଞାନ ଓ ଭାଷା ଉପରେ ଶିକ୍ଷକ ଶିକ୍ଷୟିତ୍ରୀ ଆଦର୍ଶ ଶିକ୍ଷା ଦାନ ଦେଇଥିଲେ।ଏହି ବୈଠକରେ ପ୍ରଧାନ ଶିକ୍ଷକ ଲକ୍ଷ୍ମଣ ସୁନା,ଅକ୍ରୁର ପୁଟା,ହରିଶଙ୍କର ସାହୁ,ଲଳିତ କୁଅଁର, ରାଜ କିଶୋର ସେଠ ଆଦି ଯୋଗ ଦେଇଥିଲେ।ସେହିପରି ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ରର ମାସିକ ବୈଠକ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ବାଗବେଲ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା।ଶିକ୍ଷକ ପ୍ରଦୀପ କୁମାର

ମେହେର ବହୁଶ୍ରେଣୀ ସଂଖାଜ୍ଞାନ ଓ ଧର୍ମବନ୍ତୀ ପୁଟା ଭାଷା ଉପରେ ଆଦର୍ଶ ଶିକ୍ଷା ଦାନ କରିଥିଲେ।ଛାତ୍ରଛାତ୍ରୀ ମାନେ ଅତି ସୁନ୍ଦର ଅଂଶ ଗ୍ରହଣ କରିଥିଲେ।ତାପରେ ଅପାର ଆଇଡି,ୟୁ ଡାଇସ,ଟ୍ରାକିଙ୍ଗ ରେଜିଷ୍ଟର, ସମେଟିଭ ପରୀକ୍ଷା ଉପରେ ଆଲୋଚନା ହୋଇଥିଲା।ଏହି ବୈଠକରେ ଶିକ୍ଷୟିତ୍ରୀ ଡାଳିମ୍ବ ମେହେର, ମାଧବୀଲତା ସାହୁ,ସୁଭଦ୍ରା ମେହେର, ବିନୋଦିନୀ ତାଣ୍ଡୀ, ଶିକ୍ଷକ ରବୀନ୍ଦ୍ର ରଥ, ପୀତାମ୍ବର ଲୁହା, ସୁରୁମଣି ମେହେର, ପ୍ରଫୁଲ୍ଲ ମାଝୀ, ଦେବ ବଗର୍ତ୍ତୀ, ଗୋପାଳ ଧରୁଆ, ଭ୍ରମରବର ମହାପାତ୍ର, ରାଜୀବ ଦାସ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like