-+91-9937148622 |
prerana_bgr@rediffmail.com |
Monday 10th August 2026 |
R.N.I. Regd No. ODIODI/2010/46693
Breaking News
15-Feb-2025
ପାରଳାଖେମୁଣ୍ଡି,: ଗଜପତି ଜିଲ୍ଲାର ପ୍ରସିଦ୍ଧ ଶୈବ ପୀଠ ମହେନ୍ଦ୍ରଗିରି ପର୍ବତ ଶିଖରରେ ଚଳିତ ବର୍ଷ ମହାଶିବରାତ୍ରୀ ମହାଆଡମ୍ବରରେ ପାଳନ କରାଯିବ। ଏଥି ନିମନ୍ତେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୫ ଓ ୨୬ ତାରିଖ ଦୁଇ ଦିନ ଶିବରାତ୍ରୀ ଅନୁଷ୍ଠିତ ହେବ l