-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||     

HOME   ଜିଲ୍ଲା

ଗ୍ରାମଉତଥାନ୍ ର ଯୁବ ବିକାଶ କାର୍ଯ୍ୟକ୍ରମ ଦ୍ଵାରା ସଙ୍ଗୀତ ମୁକ୍ତିଲାଭ

15-Feb-2025



ଆଜି ସୋନପୁର ଜିଲ୍ଲାର ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଗ୍ରାମଉତଥାନ୍ ର ଯୁବ ବିକାଶ କାର୍ଯ୍ୟକ୍ରମ ଦ୍ଵାରା ଦୁଇଟି ସଙ୍ଗୀତ ମୁକ୍ତିଲାଭ  ହୋଇଛି । ଏହି ସଙ୍ଗୀତକୁ ଉମାଦେବୀ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ, କାଦୋଦର ର ଯୁବକ ଯୁବତୀ ମାନେ “ଆମେ ଭାରତୀୟ” ଓ ଜୟକୃଷ୍ଣ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ, ଦମାମୁଣ୍ଡାର ଯୁବକ ଯୁବତୀ ମାନେ “ଆମେରେ ଭାରତ ମାତାର ସନ୍ତାନ” ଗୀତକୁ ଗାଇଥିଲେ । ଏହି ସଙ୍ଗୀତ ମୁକ୍ତିଲାଭ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ପ୍ରସିଦ୍ଧ ନାଟ୍ୟକାର ଗଦାଧର ବାରିକ, ସମ୍ମାନିତ ଅତିଥି ପୂର୍ବତନ ସେନା ନିରୀକ୍ଷକ, ଅଲ ଇଣ୍ଡିଆ ରେଡିଓ ଆର୍ଟିସ୍ଟ ଓ ସଙ୍ଗୀତ ବିଷାରଦ କୃଷ୍ଣଚନ୍ଦ୍ର

ସିନ୍ଦୀରିଆ, ଗ୍ରାମଉତଥାନ୍ ର ପ୍ରତିଷ୍ଠାତା ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରତାପ କୁମାର ପ୍ରଧାନ, ଜୟକୃଷ୍ଣ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟର ଅଧ୍ୟକ୍ଷା ପ୍ରିୟମ୍ବଦା ନାୟକ, ଯୋଗାଳୟ ସହ-ସମ୍ପାଦକ ଆର୍ତ୍ତତ୍ରାଣ ବାବୁ, ପାରାୟଣ ଓ ଭଜନ ଗାୟିକା ଦେବସ୍ମିତା ମହାପାତ୍ର, ସଙ୍ଗୀତ ନିର୍ଦ୍ଦେଶକ ଶ୍ରୀବଲ୍ଲଭ ପ୍ରସାଦ ନାୟକ ଯୋଗ ଦେଇ ଥିଲେ । ଗ୍ରାମଉତଥାନ୍ ର ଶିକ୍ଷା ଓ ଭାବନାତ୍ମକ ପରିଚାଳିକା ଲୋପାମୁଦ୍ରା ବଳ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ମୁଖ୍ୟ ପରିଚାଳନା ଅଧିକାରୀ ସ୍ଵର୍ଣ୍ଣରୂପା ମିଶ୍ର ଓ ଯୁବ ସଂଯୋଜକ କ୍ଷିରେନ୍ଦ୍ର ରଣା  ଗ୍ରାମ ଉତଥାନ୍ ର କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରି ଥିଲେ । ଯୁବକ ଯୁବତୀ ମାନେ ନିଜର ଅନୁଭବ, ଶିକ୍ଷା ଓ ନିଜ ଜୀବନରେ ଗୋଟିଏ ବଡ ପରିବର୍ତ୍ତନ ବିଷୟରେ

କହିଥିଲେ ଓ ଉଭୟ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟର ଅଧ୍ୟାପକମାନେ ସୁଶାନ୍ତ କୁମାର ଦେହୁରୀ, ସଚିତାନନ୍ଦ କର୍ଣ୍ଣ, ଝସକେତନ ପ୍ରଧାନ, ସୁର ସରଗମ  ଷ୍ଟୂଡିଓ କଣ୍ଟାମାଳର ସୁଶାନ୍ତ କୁମାର ଷାଣ୍ଢ, ଶିବ କମ୍ପ ସଙ୍ଗୀତ ଓ କଳା କିପରି  ଯୁବକ ଯୁବତୀ ମାନଙ୍କର ଉନ୍ନତି ହୋଇ ପାରିବ ସେ ବିଷୟରେ କହିଥିଲେ। ତାପରେ ଦୁଇଟି ସଙ୍ଗୀତକୁ ଅତିଥି ମାନଙ୍କ ଦ୍ଵାରା ମୁକ୍ତିଲାଭ କରାଯାଇଥିଲା ଓ ପରିବେଷଣ କରାଯାଇଥିଲା । ଲୋକପ୍ରିୟ ଯାଦୁଗର ତଥା ଅଧ୍ୟାପକ ଉଦ୍ଧବ ପଧାନ ବିଭିନ୍ନ ପ୍ରକାର ଯାଦୁ ଦେଖାଇ ସମସ୍ତଙ୍କ ମନମୁଗ୍ଧ କରିଥିଲେ । ଶେଷରେ ଯୁବ ସଂଯୋଜକ ରଶ୍ମିତା ପଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ଓ ଅନିତା କ୍ଷେତି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026

You Might Also Like