-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||     

HOME   ଜିଲ୍ଲା

ଫ୍ରେଣ୍ଡସ କ୍ଳବ ଦ୍ଵିତୀୟ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟରେ ଗ୍ରାଣ୍ଡ ଫାଇନାଲରେ ଦୋସ୍ତି ବ୍ରଦର୍ସ ସୁନ୍ଦରଗଡ଼ ବନାମ ୟଙ୍ଗ ଉତ୍କଳ କ୍ଲବ କଟକ 

16-Feb-2025



ବଲାଙ୍ଗିର(ପ୍ରେରଣା ଖବର): ଫ୍ରେଣ୍ଡସ କ୍ଳବ ପକ୍ଷରୁ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ଷଷ୍ଠ ଦିନରେ ସହର ସ୍ଥିତ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆରେ ଜଗା ୟୁନାଇଟେଟ କ୍ଲବ ଭୁବନେଶ୍ୱର ବନାମ  ୟଙ୍ଗ ଉତ୍କଳ କ୍ଲବ କଟକ  ମଧ୍ୟରେ ଦ୍ଵିତୀୟ ସେମିଫାଇନାଲ ଫୁଟବଲ ଖେଳ ଅନୁଷ୍ଠିତ ହୋଇ ଯାଇଛି l  ଅନୁଷ୍ଠାନର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ବରେ ମୁଖ୍ୟଅତିଥିଭାବରେ ପୂର୍ଵତନ ମନ୍ତ୍ରୀ ତଥା ପୂର୍ବତନ ବଲାଙ୍ଗିର ସଦର ବିଧାୟକ ନରସିଂହ ମିଶ୍ର ସମ୍ମାନୀତ

ଅତିଥି ଭାବରେ ସମ୍ମାନୀତ ଅତିଥିଭାବେଅବସର ପ୍ରାପ୍ତ ପ୍ରଫେସର ଡ. ଶିବ ପ୍ରସାଦ ନନ୍ଦ, ଜିଲ୍ଲା କ୍ରୀଡା ସାଂସଦରେ ସାଧାରଣ ସମ୍ପାଦକ ହରି ନାରାୟଣ ପୁଝାରୀ, ଗାନ୍ଧିଜୀ କ୍ଳବ ସଭାପତି ରାମ ଚନ୍ଦ୍ର ପୁରୋହିତ, ସମେତ ସମ୍ପାଦକ ଜଗନ୍ନାଥ ମିଶ୍ର ଓ ମଧୁ ବଂଛୋର ମଞ୍ଚାସିନ ଥିଲେ l ଅତିଥିମାନଙ୍କୁ ଅନୁଷ୍ଠାନରେ କର୍ମକର୍ତା ଉପଢୌକଣ ଦେଇ ସମ୍ମାନିତ କରିଥିଲେ l ଅନୁଷ୍ଠାନର କୋଡିନେଟର ମନୋଜ କୁମାର ମିଶ୍ର  ଟିମ ମାନଙ୍କୁ କୋଡିନେଟ କରିଥିଲେ l ଆଜିର ଷଷ୍ଠ ଦ୍ଵିତୀୟ ସେମିଫାଇନ ଦିନ ଖେଳରେ ପୂର୍ବତନ ଫୁଟବଲ ଖେଳାଳି ଅଜିତ କୁମାର ସାହୁ ଓ ନିଶାରାକାନ୍ତ ନାଗ ଓ ଅଭିମନ୍ୟୁ ପାଣ୍ଡେଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମାନୀତ କରାଯାଇଥିଲା l ମ୍ୟାଚ କମିଶନର ଭାବରେ ଶରତ କୁମାର ନନ୍ଦ ଦାୟିତ୍ୱ ତୁଲାଇଥିବା ବେଳେ ସଂଜୀବ ମହାରଣା, ରାଜେନ୍ଦ୍ର କୁମାର ଧରୁଆ, ସୁଶାନ୍ତ କୁମାର ନାଗ, ସଞ୍ଜନ କୁମାର କୁଦେଇ, ସୁଦର୍ଶନ ସେଠ୍  ଖେଳକୁ ପରିଚଳନା କରିଥିଲେ l ୟଙ୍ଗ ଉତ୍କଳ କ୍ଲବ କଟକ ଦଳ ଜଗା ଯୁନାଇଟେଟ କ୍ଲବକୁ ସଂଘର୍ଷ ପୂର୍ଣ୍ଣ ମ୍ୟାଚ ଚାଲିଥିବାବେଳେ ଏକ ଗୋଲ ଦେଇ ବିଜୟ ହାସଲ କରିଥିଲା l ଆଜିକାର ଜଣେ ଭାଗ୍ୟସାଳି ଦର୍ଶକ ଅନିଲ ବଗର୍ତି ମାଲପଡା ବଲାଙ୍ଗିର ଲଟେରୀ କୂପନ ଦ୍ୱାରା ଏକ ଥରମୋଫ୍ଲାସ  ପୁରସ୍କାର ପାଇଥିଲେ l ଵେଷ୍ଟ ମେମ୍ବର ଭାବରେ ପୃଥ୍ୱୀରାଜ ବରାଡ଼ ଓ ସୋନୁ ପଟ୍ଟନାୟକଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମାନିତ କରାଯାଇଥିଲା l ଶାନ୍ତନୁ ମିଶ୍ର, ଡା.ସିଦ୍ଧେଶ୍ୱର ମିଶ୍ର, ଗରୁଡ଼ଧ୍ୱଜ ସାଏ, ଜୟରାମ ମିଶ୍ର, ଶୁଭ୍ରାଂଶୁ ଶେଖର ଅମାତ,ପବିତ୍ର ଖୁଣ୍ଟିଆ, ପୂର୍ଣ୍ଣ ଚନ୍ଦ୍ର ତ୍ରିପାଠୀ, ଦେବେନ୍ଦ୍ର ପାତ୍ର, ଟିକୁ ପରିଚ୍ଛା,ମନୋଜ ଦୀପ, ପ୍ରଦୀପ ସିଂହ, ସନ୍ତୋଷ ପାଢ଼ୀ, କିଶୋର ଦଣ୍ଡସେନା, ଲଷ୍ମୀ ନାରାୟଣ ସ୍ୱାଇଁ, ରାମ ନାଏକ,

ଅରୋ ରଞ୍ଜନ ମହାପାତ୍ର, ବଦ୍ରି ମିଶ୍ର, ସୋମନାଥ ମିଶ୍ର, ଗୋବିନ୍ଦ ଶତପଥୀ, କମ୍ଭୁ ତ୍ରିପାଠୀ, ସୋନୁ ପଟ୍ଟନାୟକ, ମୁନା ପାଳ, ନିତ୍ୟା ପଧାନ, ରମା ମିଶ୍ର, ଇନ୍ଦ୍ର ନନ୍ଦ, ପୃଥ୍ୱୀରାଜ ବରାଡ଼, ନିଶାର କାନ୍ତ ନାଗ, ରାଜୁ ସାହୁ, ପ୍ରଦୀପ ସାହୁ,ସନତ ତ୍ରିପାଠୀ, ସୂର୍ଯ୍ୟ ମେହେର, ମଣ୍ଟୁ ମିଶ୍ର, ପିଣ୍ଟୁ ପୁରୋହିତ ପ୍ରମୁଖ ସହଯୋଗ କରିଥିଲେ l ଆସନ୍ତା କାଲି ରବିବାର ଗ୍ରାଣ୍ଡ ଫାଇନାଲ ଦୋସ୍ତି ବ୍ରଦର୍ସ ସୁନ୍ଦରଗଡ଼ ବନାମ ୟଙ୍ଗ ଉତ୍କଳ କ୍ଲବ କଟକ ମଧ୍ୟରେ ଖେଳ ଅନୁଷ୍ଠିତ ହେବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026

You Might Also Like