-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||     

HOME   ଜିଲ୍ଲା

ସଡ଼କ ସୁରକ୍ଷାକୁ ନେଇ ବିଜେପୁର ପୋଲିସ ପକ୍ଷରୁ ଜନସଚେତନତା କାର୍ଯ୍ୟକ୍ରମ

16-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ମଣିଷ ଜୀବନ ମୂଲ୍ୟବାନ ଅଟେ।ତେଣୁ ଏହାର ସୁରକ୍ଷା ଆମ ମାନଙ୍କ କର୍ତ୍ତବ୍ୟ ଓ ଦାୟିତ୍ଵ। ଜୀବନ ସୁରକ୍ଷିତ ରହିଲେ ଆମ ରାଊଓ ଜାତି ହସି ଉଠିବ। ରାଜ୍ୟ ତଥା ଦେଶର ଅର୍ଥନୈତିକ ବିକାଶ ପାଇଁ ବିଭିନ୍ନ ସ୍ଥାନରେ ସଡକର ଆବଶ୍ୟକତା ରହିଛି। ସାମ୍ପ୍ରତିକ ଯୁଗରେ ବିଭିନ୍ନ ଅଞ୍ଚଳ ସହିତ ଯୋଗାଯୋଗ ସ୍ଥାପନ ନିମନ୍ତେ ଦୃତଗତି ରେ ସଡକ ନିର୍ମାଣ ଚାଲିଛି।ସଡ଼କ ନିର୍ମାଣ ଯେପରି ଆମ ମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ, ଠିକ ସେମିତି ତାହାର ସୁରକ୍ଷା ମଧ୍ୟ ତାହା ଠାରୁ ଅଧିକ ଆବଶ୍ୟକ।ବିଶ୍ୱର ଜନସଂଖ୍ୟା ହୁତୁହୁତୁ ହୋଇ ବଢ଼ି ଚାଲିଥିବା ବେଳେ, ଯାନବାହାନ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲ୍ଲା ବିଜେପୁର ଥାନା ଅଧିକାରୀ ସୁଶାନ୍ତମଣି ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ସ୍ଥାନୀୟ ସରକାରୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ରେଲିର ଆୟୋଜନ ପୂର୍ବକ ସାରା ସହର ପରିକ୍ରମା କରି ଜଳସେଚନତା ସୃଷ୍ଟି କରିଥିଲେ। ରାସ୍ତା ରେ ଚଳପ୍ରଚଳ କରୁଥିବା ମୋଟର ସାଇକେଲ ଆରୋହୀ ମାନଙ୍କୁ ଅଟକାଇ ହେଲମେଟ ବ୍ୟବହାର, ରାସ୍ତା କଡରେ ଯିବା ଆସିବା,ଧିରେ ଗାଡ଼ି ଚାଳନା ଇତ୍ୟାଦି କରିବାକୁ ପରାମର୍ଶ ଦେବା ସହ ସେମାନଙ୍କୁ ଗୋଟିଏ ଗୋଟିଏ ଡଟପେନ୍ ଉପହାର ସ୍ୱରୂପ ପ୍ରଦାନ କରୁଥିବା ଦେଖିବାକୁ ମିଳିଥିଲା।

ଏପରିକି କି ଚାରିଚକିଆ ଯାନ ଚାଳକ ମାନଙ୍କୁ ସିଟ୍ ବେଲ୍ଟ ବ୍ୟବହାର,ଧିର ଗତି ଚାଳନା ଉପରେ ପରାମର୍ଶ ଦେଉଥିବା ପରିଲକ୍ଷିତ ହୋଇଛି।କଥାରେ ଅଛି ମଣିଷ ଜୀବନ ଅଟଇ ଦୁର୍ଲ୍ଲଭ,ସୁରକ୍ଷା କରିବା ତାର,ସଡ଼କ ସୁରକ୍ଷା ନିୟମ ମାନିଲେ ଜିବନ ରକ୍ଷା ଆମର। ଏପରିପ୍ରେକ୍ଷୀରେ ବେଜେପୁର ଥାନା ଏସ.ଇ ଜଗା ବରିହା,ଏ.ଏସ.ଆଇ ବିଦେଶୀ ପଧାନ, କନଷ୍ଟେବଳ ବାସୁଦେବ ମେହେର,ବିରେନ ପଧାନ, ରିତେଶ ବଗାର, ଗଦାଧର ବାଗଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ରେଲି ଥାନା ପରିସରରୁ ବାହାରି ସାରା ବିଜେପୁର ସହର ପରିକ୍ରମା କରିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026

You Might Also Like