-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

ରୋତ୍ କଲେଜରେ ପୂରାତନ ଛାତ୍ର ସମ୍ମିଳନୀ ଅନୁଷ୍ଠିତ

16-Feb-2025



ଆଗଲପୁର, (ବିନୋଦ ଦୀପ) ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତ, ଜିଲ୍ଲା-ବଲାଙ୍ଗିରରେ ଆଜି ବିଗତ ୪୨ ବର୍ଷର ପୂରାତନ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ପୂରାତନ ଛାତ୍ର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଦୀପ କୁମାର ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପରିଚାଳନା ସଂପାଦକ ଡକ୍ଟର ସୁବିଜ୍ଞ ଗଡତ୍ଯା ଓ ସହ-ପରିଚାଳନା ସଂପାଦକ ଶ୍ରୀଯୁକ୍ତ ଦୈତାରି ଶବର ମଞ୍ଚାସୀନ ଥିଲେ। ସଭାର ଆରମ୍ଭରେ ମାଁ ସରସ୍ଵତୀଙ୍କ ପଟୋଚିତ୍ରରେ ପ୍ରଦୀପ ପ୍ରଜ୍ଜ୍ଵଳନ ଓ ମାଲ୍ୟାର୍ପଣ କରି ସମୂହ ପ୍ରାର୍ଥନା ଓ ଜାତୀୟ ସଙ୍ଗୀତ ଗାନ କରାଯିବା ସହ ମହାବିଦ୍ୟାଳୟ ସହିତ ଜଡିତ ଦିବଙ୍ଗତ ଆତ୍ମାମାନଙ୍କ ପ୍ରତି ନିରବ ପ୍ରାର୍ଥନା କରାଯାଇଥିଲା। ଏହାପରେ ପୂରାତନ ଛାତ୍ରଛାତ୍ରୀମାନଙ୍କୁ ପରିଚାଳନା ଓ ସହ ପରିଚାଳନା ସମ୍ପାଦକ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ ଓ ଅଧ୍ୟକ୍ଷ ଶ୍ରୀଯୁକ୍ତ ଷଡଙ୍ଗୀ ପୂରାତନ ଛାତ୍ର ସଂସଦର ଲକ୍ଷ୍ୟ, ଉଦ୍ଦେଶ୍ଯ ଓ କାର୍ଯ୍ୟପନ୍ଥା ଆଦି ସଂପର୍କରେ ସୁଚନା ପ୍ରଦାନ କରିଥିଲେ। ପରେ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀବୃନ୍ଦ ନିଜ ନିଜର ପରିଚୟ ପ୍ରଦାନ କରି ପୂରାତନ ଛାତ୍ର ସଂସଦକୁ ସୁଦୃଢ କରି ମହାବିଦ୍ୟାଳୟର ବିକାଶ କରିବାକୁ ଆହ୍ବାନ କରିଥିଲେ। ପରେ ପୂରାତନ ଛାତ୍ରଛାତ୍ରୀମାନେ ନିଜ ନିଜ ପରିଚୟ ଦେଇ ମହାବିଦ୍ୟାଳୟର ସର୍ବାଙ୍ଗୀନ ବିକାଶ କରିବାକୁ ସମ୍ମତ ପ୍ରଦାନ କରିଥିଲେ।

ଏହାପରେ ପୂରାତନ ଛାତ୍ର ସଂସଦ ଗଠନ କରାଯାଇ ସର୍ବସମ୍ମତି କ୍ରମେ  ଅନନ୍ତ କୁମାର ଯୋଷୀଙ୍କୁ ସଭାପତି, ହେମନ୍ତ କୁମାର ପଟେଲ ଉପସଭାପତି, ଅଜୟ କୁମାର ପଟେଲ ସାଧାରଣ ସମ୍ପାଦକ, ରାଧେଶ୍ୟାମ ଯୋଷୀ ସହସମ୍ପାଦକ, ଗୟାଧର ପଟେଲ କୋଷାଧ୍ୟକ୍ଷ ଭାବରେ ମନୋନୀତ ହୋଇଥିଲେ। ଦୁଇଜଣ ଉପଦେଷ୍ଟା ଭାବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଦୀପ କୁମାର ଷଡଙ୍ଗୀ ଓ ଡକ୍ଟର ସୁବିଜ୍ଞ ଗଡତ୍ଯା ରହିଥିବା ବେଳେ କାର୍ଯ୍ୟକାରୀ ସଦସ୍ଯ ଭାବରେ ଶଶାଙ୍କ ଶେଖର ଭୋଇ, ଦୟାସାଗର ପଟେଲ, ଲୋକାରାମ ସାହୁ, ଆଶିଷ କୁମାର ମେହେର, ସୁବାସ ଚନ୍ଦ୍ର ପଟେଲ, ଧନଞ୍ଜୟ ମେହେର, ଶିବ କୁମାର ଦାସ, କଲ୍ୟାଣୀ ତ୍ରିପାଠୀ, ସ୍ଵାଗତିକା ଚନ୍ଦନ ପ୍ରଭୃତି ମନୋନୀତ ହୋଇଥିଲେ। ସଭାକୁ ଓଡ଼ିଆ ଅଧ୍ୟାପକ ଡକ୍ଟର ଲିଙ୍ଗରାଜ ମେହେର ସଂଯୋଜନା କରିଥିବା ବେଳେ ଇଂରାଜୀ ଅଧ୍ୟାପକ ମାନସ କୁମାର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like