-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||     

HOME   ଜିଲ୍ଲା

ଗୌଣ୍ଡୱାନା ଗୌଣ୍ଡ ମହାସଭାର ବାର୍ଷିକ ସମାବେଶ।

16-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଅନ୍ତର୍ଗତ ପୁରେନା ଗ୍ରାମ ଠାରେ ଗୌଣ୍ଡୱାନା ଗୌଣ୍ଡ ସମାଜ ପୁରେନା ସର୍କଳ ର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।ସର୍କଲ ସଭାପତି ଶୁକଦେବ ମାଝୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକକୁ ଉପ ସଭାପତି ଦୁର୍ଯୋଧନ ପୁଟା ପରିଚାଳନା କରିଥିଲେ।ସର୍ବପ୍ରଥମେ ସମାଜ ର ଆରାଧ୍ୟ ଦେବତା ବୁଢ଼ାଦେଓ ଙ୍କ ଫଟୋ ଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ପ୍ରାରମ୍ଭିକ ସଙ୍ଗୀତ ସୁନୀତା ଧରୁଆ,ଲିସା ଦିୱାନ୍ ଓ ନିତା ମାଝୀ ଙ୍କ ଦ୍ଵାରା ଗାନ କରାଯାଇଥିଲା।ସମାଜ ର ସଂପାଦକ ସୁବ୍ରତ ଦିୱାନ୍ ବାର୍ଷିକ ବିବରଣୀ ପଠନ କରିବାସହ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ବୈଠକରେ ସମାଜର ପରିବାର ଲୋକଙ୍କ ମାନଙ୍କ ଉନ୍ନତି ନିମନ୍ତେ ଶିକ୍ଷା,ସ୍ବାସ୍ଥ୍ୟ,ବିବାହ ପ୍ରଥା,ନିଶାନିବାରଣ ଉପରେ ଗୁରୁତ୍ୱାରୋପ କରାଯାଇ ବିଧିବଦ୍ଧ ନିଷ୍ପତ୍ତି ନିଆଯାଇଥିଲା। ବର୍ତ୍ତମାନ ସମାଜରେ ଦେଖାଦେଇଥିବା ପୁଅ ଝିଅ ଉପରେ ବିବାହ ପ୍ରଥା ନେଇ ବିଶେଷ ଭାବେ ଆଲୋଚନା କରାଯାଇ ଅତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ବୈଠକରେ ବ୍ଲକ ସଭାପତି ଗଜରାଜ ସିଂ ପୁଟା, ଉପସଭାପତି ଜଗନ୍ନାଥ ପୁଟା, ସଂପାଦକ କ୍ଷିତରାଜ ଗାଏତା,ଟେଙ୍ଗୁନୁ ଧରୁଆ,ବିଭୀଷଣ ଦିୱାନ,ଭୋଜରାମ ଧରୁଆ,ଗୌରେସନ ଧରୁଆ,ଧନେଶ୍ଵର ଭୋଏ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ।ପୁରେନା ସର୍କଲ ପରିଚାଳନା କମିଟି ଗଠନ କରାଯାଇ ସର୍ବସମ୍ମତି କ୍ରମେ ସଭାପତି ଭାବେ ଦୁର୍ଯୋଧନ ପୁଟା,ଉପ ସଭାପତି ସୁଫଳ ସିଂ ଧରୁଆ,ସଂପାଦକ ବିଜୟ ସିଂ ଭୁଏ ଙ୍କୁ ମନୋନୀତ କରାଯାଇଥିଲା। ଏହି ବୈଠକରେ ମହିଳା ସଂଘ ସଭାପତି ସୂର୍ଯ୍ୟ ଧରୁଆ,ସଂପାଦକ କାଞ୍ଚନ ନେତାମ,କୌଶଲ୍ୟା ଧରୁଆ,ଯମୁନା ଦାଉ ସୁରତି ଧରୁଆ,ଆନନ୍ଦ ପୁଟା,ଗୌରେସନ ଦାଉ,ରାମ ଦାସ ଭୁଏ,ଶୁକଲାଲ ଦାଉ, ଜୟଲାଲ ମରେଇ,ତୁଲେଶ୍ୱର ନେତାମ, ଗୋବର୍ଦ୍ଧନ ପୁଟା,ମୋତିଲାଲ ଧରୁଆ, ଦୟାନନ୍ଦ ମାଝୀ,ସୁବାଷ ଦାଉ,କୀର୍ତ୍ତନ ଦାଉ ପ୍ରମୁଖ ଯୋଗଦେଇଥିଲେ। ଶେଷରେ ସମାଜର ବରିଷ୍ଠ କର୍ମକର୍ତ୍ତା ରୁକ୍ମଣ ଧରୁଆ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026

You Might Also Like