-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||     

HOME   ଜିଲ୍ଲା

ଗୋରୁଡଗୁଡା ନିକଟରେ ଟ୍ରାକ୍ଟର ଦୁର୍ଘଟଣା ଜଣେ ମୃତ

16-Feb-2025



ନବରଙ୍ଗପୁର  (ମିହିର ଶଙ୍କର ପତ୍ର) ଡାବୁଗାଁ ଥାନା ଅନ୍ତର୍ଗତ ଗୋରୁଡଗୁଡା ନିକଟରେ ଟ୍ରାକ୍ଟର ଦୁର୍ଘଟଣା ରେ ଜଣେ ମୃତ। ସୂଚନାଯୋଗ୍ୟ :- ଆଜି ଅପରାହ୍ନ ୩ ଘଣ୍ଟା ସମୟରେ ଗୋରୁଡଗୁଡା ନିକଟରେ ଟ୍ରାକ୍ଟର ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରେ ଜଣଙ୍କ ଚାଳକ ର ମୃତ୍ୟୁ ହୋଇଥିଲା। ମୃତ୍ୟୁ ଯୁବକ ହେଉଛି ସିନ୍ଦିଭାଟା ଗ୍ରାମର ପୂରଣ ଗୌଡ଼ ବୟସ ୩୫ ବୋଲି ସୂଚନା ମିଲିଛି। ଅଗ୍ନିଶ୍ରମ ବାହିନୀର କର୍ମଚାରୀ ମାନେ ମୃତ ଯୁବକକୁ ଉଦ୍ଧାର କରି ଡାବୁଗାଁ ମେଡିକାଲ କୁ ନେଇଥିଲେ ।ମୃତକର ପରିବାର  ଡାବୁଗାଁ ଥାନାରେ ଏକ ଲିଖିତ ଭାବରେ ଜଣାଇବା ପରେ ପୋଲିସ ର ତଦନ୍ତ ଆରମ୍ଭ କରୁଛନ୍ତି। ତଦନ୍ତ ପରେ ପ୍ରକୃତ ଘଟଣାଟି ଜଣାପଡିବ  ପୋଲିସ ସୂଚନା ଦେଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026

You Might Also Like