-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ଧାନ କାର୍ଡ ଜାଲିଆତି ଅଭିଯୋଗରେ ଉପରଝର ପେକ୍ସ ସେକ୍ରେଟାରୀ

14-Jan-2021



ଦେଓଗାଁ (ପ୍ରେରଣା ଖବର) : ଜାଲ କାଗଜପତ୍ର କରି ଚାଷୀଙ୍କ ଅଜାଣତରେ ଚାଲିଛି ଧାନ ବିକ୍ରି। ଏନେଇ ବଲାଙ୍ଗୀର ଜିଲ୍ଲାପାଳ ଓ ଏସ୍ ପି ଙ୍କ ନିକଟରେ ସମ୍ପୃକ୍ତ ଚାଷୀ ଅଭିଯୋଗ କରିଛନ୍ତି।

   ସୂଚନା ଅନୁଯାୟୀ ଦେଓଗାଁ ବ୍ଲକ ଉପରଝର ଗ୍ରାମର ଚାଷୀ ବୈଚନ୍ଦ୍ର ସେଠ ଖାତା ନଂ ୮୪ ରେ ଥିବା ନିଜ ଜମିରେ ଚାଷ କରିଥାନ୍ତି। ସେ ଧାନ ବିକ୍ରି ପାଇଁ କାର୍ଡ ତିଆରି କରିବାକୁ ଉପରଝର ପେସ୍କ କୁ ଯାଇଥିଲେ। କିନ୍ତୁ ତାଙ୍କ ଚାଷ ଜମିକୁ ଚଳିତ ଖରିଫ ଋତୁରେ ଧାନ ବିକ୍ରି କରିବା ପାଇଁ ଆନନ୍ଦ ସେଠ ଭାଗଚାଷୀ ଭାବେ ପଞ୍ଜିକରଣ କରିଥିବା ଜାଣିବାକୁ ପାଇଥିଲେ। ଏନେଇ ସେ ଗତ ଡିସେମ୍ବର ୩୧ ତାରିଖରେ ଦେଓଗାଁ ଥାନାରେ ଅଭିଯୋଗ କରିଥିଲେ। ପୁଲିସ କୌଣସି ପଦକ୍ଷେପ ନେଇ ନଥିବାରୁ ସେ ମଙ୍ଗଳବାର ଜିଲ୍ଲାପାଳ ଓ ଏସ୍‌ପିଙ୍କ ଦ୍ବାରସ୍ଥ ହୋଇ ଲିଖିତ ଭାବେ ଅଭିଯୋଗ କରିଛନ୍ତି। ଜଣେ ଭାଗଚାଷୀ ଭାବେ ପଞ୍ଜିକରଣ କରିବାକୁ ହେଲେ ଜମି ମାଲିକ ଙ୍କ ସହମତି ଦରକାର ପଡେ ଓ ଏକ ଦସ୍ତାବିଜ ରେ ଜମି ମାଲିକଙ୍କ ସହମତି ପ୍ରମାଣ ପତ୍ର ଦାଖଲ କରାଯାଏ । ଓ ଉକ୍ତ ଦସ୍ତାବିଜଗୁଡ଼ିକ ସଂମ୍ପାଦକ ଯାଞ୍ଚକରି ଥାନ୍ତି। କିନ୍ତୁ କେଭଲି ଭାବେ ଅନ୍ୟ ଜଣ ର ଜମି ରେ ନିଜ ନାଁ ଭାଗଚାଷୀ ଭାବେ ପଞ୍ଜିକରଣ କରାଯାଇଅଛି ଏଠି ପ୍ରଶ୍ନବାଚୀ। ବର୍ତ୍ତମାନ ର ପେସ୍କ ସମ୍ପାଦକ ଙ୍କ ହାତ ଥାଇପାରେ ବୋଲି ସାଧାରଣରେ ଚର୍ଚ୍ଚା ଜୋର୍ ଧରିଛି। 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like